-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଚନ୍ଦାହାଣ୍ଡି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ ଦୁର୍ଘଟଣାରେ ୧୭ ଜଣ ଗୁରୁତର

12-May-2024



ଝରିଗାଁ। (ମିହିର ଶଙ୍କର ପାତ୍ର,)
ଚନ୍ଦାହାଣ୍ଡି ଘାଟିରେ ଅଟୋ ଭାରସାମ୍ୟ ହରାଇ ଓଲଟିଲା ଦୁର୍ଘଟଣାରେ ୧୭ ଜଣ ଗୁରୁତର 
ସୂଚାନପ୍ରକାରେ :-ଆଜି ସଖାଳ 9ଘଣ୍ଟା ସମୟରେ ସାନଭରଣ୍ଡୀ ଗ୍ରାମର ଛୋଟ ବଡ଼ ମିଶି ପ୍ରାୟ ୨୨ଜଣ ଏକ ଅଟୋରେ ଚନ୍ଦାହାଣ୍ଡି ବ୍ଲକ ଫୋଟିକି ଗ୍ରାମକୁ ଯାଉଥିଲେ ।ଠିକ୍ ଏହି ସମୟରେ  ଘାଟିରେ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡ଼ିଥିଲା ।ଫଳରେ ଅଟୋରେ ବସିଥିବା ଯାତ୍ରୀମାନେ ଛିଟିକି ହୋଇ ରାସ୍ତାରେ ପଡ଼ିଥିଲେ । ସେହି ରାସ୍ତା ଦେଇ ଯାଉଥିବା କିଛି ଜଣ ସମାଜସେବୀ  ଦୁର୍ଘଟଣା ଦେଖି ତୁରନ୍ତ ଗୁରୁତରମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେହିପରି ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଅନ୍ୟମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ଗାଡ଼ିରେ ଥିବା ୨୨ ଜଣ ମଧ୍ୟରୁ ୯ଜଣ ମହିଳା, ୨ ଜଣ ଶିଶୁ ଏବଂ ୭ ଜଣ ପୁରୁଷ ଗୁରୁତର ଥିବା ବେଳେ ୪୫ ବର୍ଷୀୟ ବୈଦି ରାଜ ଗଣ୍ଡଙ୍କ କାନ୍ଧରେ ପ୍ରବଳ ଆଘାତ ହୋଇଛି । ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଗଲା । ସେହିପରି ଅନ୍ୟ ଆହତମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like