-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ପକ୍ଷରୁ ଜନ ଇସ୍ତାହାରକୁ ନେଇ ସାମ୍ବାଦିକ ସମ୍ମିଳନୀ

12-May-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକସ୍ଥିତ ଖୁଣ୍ଟିଆ ଗାଆଁରେ ନାଗରିକ ବିକାଶ ସଂଗଠନ ପକ୍ଷରୁ ଜନ ଇସ୍ତାହାର କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। 
ରାଜ୍ୟସ୍ତରୀୟ ଲୋକ ସଂଗଠନ ସମୁହ ଓଡ଼ିଶା ଶ୍ରମଜିବି ମଞ୍ଚ ଓ ମହିଳା ଶ୍ରମଜିବି ମଞ୍ଚ ଓଡିଶାର  ସଦସ୍ୟ ସଂଗଠନ ଭାବେ ସ୍ଥାନୀୟ ଲୋକ ସଂଗଠନ ନାଗରିକ ବିକାଶ ସଂଗଠନ, କଳାହାଣ୍ଡିର ସମସ୍ତ ଆଦିବାସୀ, ଦଳିତ ଓ ପଛୁଆବର୍ଗ ର ବାସିନ୍ଦା ଗଣ ଆସନ୍ତା ତା13/05/2023 ରିଖ ଦିନ ହେବାକୁ ଥିବା ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି "ଜନ ଇସ୍ତାହାର" ପ୍ରସ୍ତୁତ କରାଯାଇଛି ଏଥିରେ  17 ଗୋଟି ଜିଲ୍ଲାରେ ଥିବା 20 ଗୋଟି ଲୋକ ସଂଗଠନ ଓଡିଶାର 102 ଟି ବ୍ଲକ୍ ଏବଂ 1100 ରୁ ଅଧିକ ଗ୍ରାମ ପଞ୍ଚାୟତ ମାଧ୍ୟମରେ ସମ୍ପ୍ରଦାୟ ମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଲାଗି 11000 ରୁ ଅଧିକ ଗ୍ରାମରେ ପହଂଚି ସ୍ଥାନୀୟ ଲୋକମାନଙ୍କ ସମସ୍ୟା ଏବଂ ଆବଶ୍ୟକତାକୁ ଭିତ୍ତିକରି ଜନ ଇସ୍ତାହାର ପ୍ରସ୍ତୁତ କରାଯାଇଛି ୲ ନିମ୍ନଲିଖିତ ବିଷୟ ବସ୍ତୁ ଗୁଡ଼ିକ ଏହି ଇସ୍ତାହାରରେ ସ୍ଥାନ ପାଇଛି ଯଥା MGNREGA, କୃଷି, ଖାଦ୍ୟ ନିରାପତ୍ତା, ଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଜନଜାତି, ଜଙ୍ଗଲ, ଜମି, ମହିଳା, ଦଳିତ, ସମାଜିକ ସୁରକ୍ଷା, ପଞ୍ଚାୟତିରାଜ,ଅଙ୍ଗନବାଡି, ଯୁବଗୋଷ୍ଠୀ, ଶିଶୁ, ଏବଂ ମାନବ ଅଧିକାର ଏହିପରି 18 ଗୋଟି ବିଷୟବସ୍ତୁ ରୁ 241 ଗୋଟି ଦାବୀ ସମୁହ ଉଲ୍ଲିଖିତ ଅଛି।ଚଳିତ 2024 ସାଧାରଣ ନିର୍ବାଚନରେ କଳାହାଣ୍ଡି ଲୋକସଭା ଓ 5 ଗୋଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରତିଦ୍ୱନ୍ଦ୍ବିତା କରୁଥିବା ବିଜେପି, କଂଗ୍ରେସ, ବିଜେଡି, ବହୁଜନ ସମାଜ ପାର୍ଟି, ଏବଂ ଅନ୍ୟାନ୍ୟ ସ୍ଵାଧୀନ ଦଳ ଗୁଡ଼ିକର ଆଶାୟୀ ପ୍ରାର୍ଥୀ ପ୍ରାର୍ଥୀନୀମାନଙ୍କୁ ଆମର ଏହି ଜନ ଇସ୍ତାହାର ପୁସ୍ତକଟି ପ୍ରଦାନ କରିବା ସହିତ ସମ୍ମତି ପତ୍ରରେ ସ୍ଵାକ୍ଷର କରାଯାଇଥିଲା।ଯେପରି ସେମାନେ ନିର୍ବାଚନରେ ବିଜୟ ହାସଲ କଲାପରେ ଏହାକୁ କାର୍ଯ୍ୟକାରୀ କରିବାକୁ ସହମତି ପ୍ରକାଶ କରିବେ।  ତତସହିତ ବିଭିନ୍ନ ମିଡିଆ ବନ୍ଧୁ ମାନଙ୍କୁ ମଧ୍ଯ ଜନ ଇସ୍ତାହାର ପ୍ରଦାନ କରାଯାଇଥିଲା। ଉକ୍ତ ସାମ୍ବାଦିକ ସମ୍ମିଳନୀ ରେ ନାଗରିକ ବିକାଶ  ସଂଗଠନର କର୍ମକର୍ତ୍ତା ମାନେ ଯେପରି ବ୍ଲକ୍ ସଂଯୋଜକ ତଥା ଜିଲ୍ଲା କାର୍ଯ୍ୟକାରିଣୀ କମିଟିର ସଦସ୍ୟ ଉପେନ୍ଦ୍ର ସୁନାନୀ, ଧର୍ମଗଡ଼ ବ୍ଲକ ସଂଯୋଜକ ଜଗନ୍ନାଥ ଶଗଡ଼ିଆ, ଜନସାଥୀ  ତ୍ରିନାଥ ବେଶ୍ରା , ମୁକ୍ତା ଠାକୁର ଏବଂ ଉର୍ମି ଲିଡର ବୀଣାପାଣି  ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like