-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ନର୍ଲା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ପାଳିତ

26-Dec-2020



ନର୍ଲା(ସଞ୍ଜୀବ ଦାସ)- କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀରେ  ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ବାଲିପଡା ବଜାର ପ୍ରାଣଙ୍ଗରେ ପାଳନ ହୋଇଯାଇଛି  l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ ଯୋଗ ଦେଇ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ସହ ଦୀପ ପ୍ରଜ୍ଜଳନ ପରେ ୧ମିନିଟ ନୀରବ ପ୍ରାର୍ଥନା କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ । ଏଥିରେ ୪ଟି ବ୍ଲକ  ଯଥା ନର୍ଲା, କେସିଙ୍ଗା, ମ.ରାମପୁର ଓ କର୍ଲାମୁଣ୍ଡା ବ୍ଲକର ସଭାପତି, ଉପସଭାପତି ତଥା କର୍ମକର୍ତ୍ତାମାନେ ଯୋଗ ଦେଇଥିବା ବେଳେ ନର୍ଲା ବ୍ଲକ ସଭାପତି ପରେଶ ପଧାନ ସ୍ୱାଗତ ଭାଷଣ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଦୀର୍ଘ ଦୁଇ ଦଶନ୍ଧି ଧରି ଓଡିଶାରେ କ୍ଷମତା ଥିବା ଏହି ଆଞ୍ଚଳିକ ଦଳ ବିଜୁ ବାବୁଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରି ଗ୍ରାମାଞ୍ଚଳରେ ସେବା ମନୋବୃତ୍ତି ନେଇ କାର୍ଯ୍ୟ କରିବାକୁ ବିଧାୟକ ଶ୍ରୀ ସିଂ ସମସ୍ତ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ । କରୋନା କଟକଣା ଭିତରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।ଏଥିରେ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା ଉପ-ସଭାପତି ପୁଷ୍ପେନ୍ଦ୍ର ସିଂ ଦେଓ, ମ.ରାମପୁର ସଭାପତି ଗୋବିନ୍ଦ ଶତପଥି, ନର୍ଲା ବ୍ଲକ ସରପଞ୍ଚ ସଂଘର ସଭାପତି ଚିରଞ୍ଜିବି ଗୌଡିଆ, ଉପ-ସଭାପତି କିର୍ତ୍ତନ ସାହୁ, ସର୍ଗିଗୁଡା ପୂର୍ବତନ ସରପଞ୍ଚ ହୋମେଶ ଜୈନ, ନର୍ଲା ସଂପାଦକ ମନମୋହନ ନାଏକ, କର୍ଲାମୁଣ୍ଡା ବ୍ଲକ ସଭାପତି ସୁରେନ୍ଦ୍ର ସାହୁ, କେସିଙ୍ଗା ବ୍ଲକର ପ୍ରମିଳା ଶଡଙ୍ଗୀ, ସତ୍ୟଭାମା ସାହୁ, ନର୍ଲା ପଞ୍ଚାୟତ ସଭାପତି କିଶୋର ମାଝୀ, କିନ୍ନର ସଂଘର ସଭାପତି କାମିନୀ କିନ୍ନର, ନାରୀ ସଂଘ, ଯୁବନେତା ଚକ୍ରଧର ଗଉଡ ସମେତ ନର୍ଲା ନିର୍ବଚନ ମଣ୍ଡଳୀର ବହୁ ମହିଳା ତଥା ବିଜୁପ୍ରେମୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like