-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||     

HOME   ଜିଲ୍ଲା

ମହୁ ମାଛି ଆକ୍ରମଣ ରେ ପଣ୍ଡିତ ଅନନ୍ତ ରାମ ମିଶ୍ର ଗୁରୁତର ଆହତମେଡିକାଲ୍ ରେ ଚିକିତ୍ସିତ

13-May-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
କିଡ୍ସ ସ୍କୁଲ କାନ୍ଥ ରେ ଦୀର୍ଘ ମାସ ରୁ ବସା ବାନ୍ଧି  ଥିବା ବିରାଟ କାୟ ଶାନ୍ତ ମହୁ ଫଣl ର ମହୁମାଛି କିଛି ଦିନ ଆଗରୁ ଏବେ ଅଶାନ୍ତ ହୋଈ ଆଜି ଉଗ୍ର ରୂପ ଧାରଣ କରିଛନ୍ତି l ଏବଂ ପାଖ ଚା ଦୋକାନ ମାଲିକ ଦୀପ୍ତି ମିଶ୍ର ଙ୍କୁ ଓ ତାଙ୍କ ବାପା ଙ୍କ ସମେତ ରାସ୍ତା ରେ ଯାଉଥିବା ଅନେକ ଯାତ୍ରୀ ଙ୍କୁ ୨୦୦ ରୁ ଉର୍ଦ୍ଧ୍ବ ବାଘ ମହୁ ମାଛି ଆକ୍ରମଣ କରିଥିବା ଜଣାଯାଇଛି l ଯା ଦ୍ବାରା କି ଦୋକାନୀ ଦୀପ୍ତି ଓ ଅନେକ ଲୋକ ସାମାନ୍ୟ ଆହତ ହୋଇ ଥିବା ବେଳେ ଦୀପ୍ତି ଙ୍କ ବାପା ପଣ୍ଡିତ ଅନନ୍ତ ମିଶ୍ର ଗୁରୁରର ଅସୁସ୍ଥ ହୋଇ ମୁଖ୍ୟ ଡ଼ାକ୍ତର ଖlନା ରେ ଆଜି ସକାଳେ ଚିକିତ୍ସିତ ହେଉଥିବା ଖବର ମିଳିଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ ଆଗରେ ଥିବା କିଡ୍ସ୍ ଇଙ୍ଗିଲ୍ସ ମିଡ଼ିଅମ ସ୍କୁଲ ର  ଉପର ମହଲା ର ବାମ ପାଖ କାନ୍ଥ ଝରକା ରେ ଦୀର୍ଘ ମାସ ହେବ ଏ ମହୁଫେଣା ବସା ବାନ୍ଧି ଥିବା ଯୋଗୁଁ ସ୍କୁଲ ପିଲା ଅଭିଭାବକ ଓ ପାଖ ଆଖ ଦୋକାନ ବଜାର ଲୋକେ ଅସୁରକ୍ଷିତ ମଣୁଛନ୍ତି l ଘର ମାଲିକ ଓ ସ୍କୁଲ ଡାଇରେକ୍ଟର ଙ୍କୁ ପାଖ ଦୋକାନ ମାଲିକ ଓ କିଛି ସମାଜସେଵୀ ଏ ବିଷୟ ରେ ବାରମ୍ବାର ଅଭିଯୋଗ କଲା ପରେ ମଧ୍ୟ ଆଦୌ କର୍ଣ୍ଣପାତ କରୁ ନ ଥିବା ଜଣା ଯାଇଛି l  ଖବର ରୁ ପ୍ରକାଶ ଯେ ଦୀର୍ଘ ଦିନ ରୁ ଖୋଦ୍ ଜିଲ୍ଲାପାଳ ଙ୍କ ଅଫିସ୍ ଭିତରେ  ଗାଡ଼ି ପାର୍କିଂ ସ୍ଥଳ କାନ୍ଥ ରେ ଓ ସୁବର୍ଣ୍ଣପୁର ଇଷ୍ଟଦେବ ଶ୍ରୀ ସୁବର୍ଣ୍ଣ ମେରୁ ମନ୍ଦିର ଆଗରେ ଥିବା ଗଛ ରେ ଅନେକ ମହୁ ଫେଣା ଥିବାରୁ ଲୋକେ ଅସୂରକ୍ଷିତ ମଣୁଥିବା ଜଣା ଯାଇଛି l ଏବଂ ଦୀର୍ଘ ତିନି ବର୍ଷ ପୂର୍ବରୁ ମୋଡେଲ ଡିଗ୍ରୀ କଲେଜ ରେ ୨୦ / ୩୦ ଗୋଟି ମହୁ ଫେଣା ର ମହୁ ମାଛି ଙ୍କ ଦୌରlତ୍ମ୍ୟ ରୁ ସୁରକ୍ଷା ପାଇଁ କେଲେଜ କର୍ତ୍ତୃପକ୍ଷ ଶେଷ କୁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ର ହସ୍ତକ୍ଷେପ ଲୋଡିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026

You Might Also Like