-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||     

HOME   ରାଜନୀତି

୧୫ରେ ବଲାଙ୍ଗିର ପହଞ୍ଚିବେ ରାହୁଲ, ରାହୁଲଙ୍କ ଗସ୍ତ ପାଇଁ କଂଗ୍ରେସ ଶିବିର ଚଳଚଞ୍ଚଳ

13-May-2024



ବଲାଙ୍ଗିର(ଚିତ୍ରସେନ ବେହେରା): ଆସନ୍ତା ମେ ୧୫ତାରିଖ ଦିନ କଂଗ୍ରେସ ଯୁବନେତା ରାହୁଲ ଗାନ୍ଧୀ ବଲାଙ୍ଗିର ଆସୁଛନ୍ତି l  ରାହୁଲଙ୍କ ସମେତ ତେଲେଙ୍ଗାନାର ଉପମୁଖ୍ୟମନ୍ତ୍ରୀ ମଲ୍କୁ ଭାଟି ଓ କଂଗ୍ରେସର ଓଡିଶା ପ୍ରଦେଶ ମୁଖ୍ୟ ଅଜୟ କୁମାର  ଉପସ୍ଥିତ ରହି କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ସାହ ଭରି ବା ସହ କଂଗ୍ରେସ ପ୍ରାର୍ଥୀ ଙ୍କ ପାଇଁ ଭୋଟ ଭିକ୍ଷl କରିବେ lଦିନ ୧୧ ଟା ସମୟରେ ସ୍ଥାନୀୟ ମନୋହର ପୁର ହେଲିପ୍ଯାଡ଼୍ ରେ ପହଂଚିବା ପରେ ଆର. ଟି. ଓ ଅଫିସ ରୁ ଏକ ବାଇକ୍ ରେଲିରେ ସହର ପରିକ୍ରମା କରି ସାଢେ ୧୧ଟା ବେଳେ କୋଶଲ କଳା ମଣ୍ଡଳ ପଡିଆ ରେ ଅନୁଷ୍ଠିତ ଜନସଭା କୁ ସମ୍ବୋଧିତ କରିବେ ରାହୁଲ ଗାନ୍ଧୀ । ବଲାଙ୍ଗିର ସଂସଦୀୟ କ୍ଷେତ୍ରର ୭  ବିଧାନସଭା ପ୍ରାର୍ଥୀ ଓ ସାଂସଦ ପ୍ରାର୍ଥୀ ଙ୍କ ପାଇଁ ପ୍ରଚାର କରିବେ ରାହୁଲ l
  ରାହୁଲଙ୍କ ବଲାଙ୍ଗିର ଗସ୍ତକୁ ସଫଳ କରିବା ପାଇଁ ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି l ଏହି ଅବସରରେ ଆଜି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ରାହୁଲଙ୍କ ଗସ୍ତ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି । ଆଜିର ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଜିଲ୍ଲା ସଭାପତି ଅଶୋକ ନନ୍ଦ, କଂଗ୍ରେସ ନେତା ଅଜିତ ପାଲ,  ଅଜୟ ବାଲି , ସନ୍ତକ ବହିଦାର, ମନୀଷ ମିଶ୍ର, ଜତିଶ୍ ମୁଗ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026

You Might Also Like