-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜନୀତି

ବିକାଶ ପ୍ରକ୍ରିୟା ଜାରି ରଖିବା ପାଇଁ ହାତ ଚିହ୍ନରେ ଭୋଟ ଦିଅନ୍ତୁ- ସମରେନ୍ଦ୍ର, ଦୂରଦୃଷ୍ଟିହୀନ ନେତାଙ୍କ ହାତରେ ଅଂଚଳର ବିକାଶ ହୁଏ ନାହିଁ - ସମରେନ୍ଦ୍ର

13-May-2024



ବଲାଙ୍ଗିର(ପ୍ରେରଣା ଖବର) - ଅଂଚଳର ବିକାଶ କରିବାକୁ ହେଲେ ମାଁ ମାଟିକୁ ଭଲ ପାଇବାକୁ ପଡିବ । ଆଗାମୀ ପିଢିକୁ ନଜରରେ ରଖି ଆମ ଲୋକଙ୍କ ପାଇଁ ଯୋଜନା କରିବାକୁ ପଡିବ କିନ୍ତୁ ଦୁଃଖର କଥା ଆମ ବିଜେଡି ପ୍ରତିଦ୍ୱନ୍ଦି ତାଙ୍କ ଦୂରଦୃଷ୍ଟିର ଅଭାବ ଯୋଗୁଁ ଆଜି ତାଙ୍କ ଦ୍ୱାରା ସହର ଭିତରେ ସ୍ଥାପନ ହୋଇଥିବା ୱାଟର ଏଟିଏମ୍‌, ଧୁଳିସଫା ମେସିନ ଓ ସହରର ବିଭିନ୍ନ ଜାଗାରେ ଥିବା ବସଷ୍ଟପ କୁ ଆମେ ଲୋକ ଲଗାଇ ଖୋଜିଲେ ବି ସହରର କେଉଁ ଜାଗାରେ ଅଛି ତାକୁ ଦେଖିବାକୁ ମିଳୁ ନାହିଁ । ଏଥିରୁ ସ୍ପଷ୍ଟ ପ୍ରମାଣିତ ହେଉଛି ଯେ ଦୂରଦୃଷ୍ଟିହୀନ ନେତାଙ୍କ ହାତରେ ଅଂଚଳର ବିକାଶ ଅସମ୍ଭବ । ତେଣୁ ବିଗତ ୧୦ ବର୍ଷ ଭଳି ବଲାଙ୍ଗିର ନିର୍ବାଚନ ମଣ୍ଡଳି ର ବିକାଶ ପ୍ରକ୍ରିୟାକୁ ନିରନ୍ତର ଜାରି ରଖିବା ପାଇଁ ହାତ ଚିହ୍ନରେ ଭୋଟ ଦିଅନ୍ତୁ ବୋଲି ଆଜି ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳି ସଦର ବ୍ଲକ ଅନ୍ତର୍ଗତ ଚେରେମରା, ଛତ୍ରିଆପାଲି, ଡୁଡୁକାଶିରା, ସୁକତେଲ ପୁର୍ନବାସ କଲୋନି, ଗେଡାବାଞ୍ଜି ଏବଂ ହର୍ଡାଟାଲ ଗ୍ରାମ ଠାରେ ଅନୁଷ୍ଠିତ ଜନ ଆଶିର୍ବାଦ ସଭାରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ଏହି ନିର୍ବାଚନୀ ପ୍ରଚାର ବେଳେ ଜନ ଆଶିର୍ବାଦ ସଭାରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ ଏଠାକାର ବିଜେଡି ରାଜନେତାମାନେ ଦିର୍ଘ ସମୟ ଧରି ଲୋକଙ୍କ ସମର୍ଥନ ପାଇଥିଲେ ହେଁ ବଲାଙ୍ଗିରବାସୀଙ୍କ ପାଇଁ କୌଣସି ବଡ ପ୍ରକଳ୍ପ ଆଣି ପାରିଲେ ନାହିଁ । ଯୁବକଙ୍କ ପାଇଁ କୌଣସି ରୋଜଗାର ସୃଷ୍ଟି କରିପାରିଲେ ନାହିଁ । ତେଣୁ ଗତ ଦୁଇଟି ନିର୍ବାଚନରେ ଲୋକେ ତାଙ୍କୁ ପ୍ରତ୍ୟାକ୍ଷାନ କରିସାରିଛନ୍ତି ବୋଲି ସମରେନ୍ଦ୍ର କହିବା ସହ ଯଦି କଂଗ୍ରେସ ସରକାରକୁ ଆସେ ତେବେ ଗୃହ ଜ୍ୟୋତି ଯୋଜନାରେ ଘରେଇ ଉପଭୋକ୍ତଙ୍କ ପାଇଁ ୨୦୦ ୟୁନିଟ ବିଦ୍ୟୁତ ଦେୟ ମାଗଣା, ଯୁବ ବିକାଶ ଯୋଜନାରେ ପ୍ରତ୍ୟେକ ବର୍ଷ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା, କୃଷକମାନଙ୍କ ପାଇଁ ବୋନସ ସହ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କ୍ୱିଣ୍ଟାଲ ପ୍ରତି ୩ହଜାର ଟଙ୍କା, କୃଷିଋଣ ଛାଡ, କୃଷକମାନଙ୍କ ପାଇଁ ୨ହଜାର ଟଙ୍କା ପେନସନ ବ୍ୟବସ୍ଥା, ଗୃହଲକ୍ଷ୍ମୀ ଯୋଜନାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ବ୍ୟଙ୍କ ଋଣ ଛାଡ ଓ ପ୍ରତ୍ୟେକ

ମହିଳାଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା, ଆଦିବାସୀ ଓ ଦଳିତ ମହିଳା ୩ହଜାର ଟଙ୍କା ଭତ୍ତା, ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ବ୍ୟବସ୍ଥା ସହ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମାଧ୍ୟମରେ ମାଗଣା ଚିକିତ୍ସା, ବାଦ୍ଧକ୍ୟ ବିକଳାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ପ୍ରଦାନ, ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ଏବଂ ୧୦୦ ଦିନ ଭିତରେ ପେଶା ଆଇନକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like