-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସୋନପୁର ମଝିପଡ଼ା ୮ ନମ୍ବର ୱାର୍ଡ ରେ ବିଜେଡି ପକ୍ଷରୁ ନିର୍ବାଚନୀ ସଭା

13-May-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସଧାରଣ ନିର୍ବାଚନ କୁ ନେଇ ସୋନପୁର ମଝିପଡ଼l ୮ ନମ୍ବର ୱାର୍ଡ ଠାରେ ଆଜି ଅପରାହ୍ନ ରେ ଏକ ମହିଳା ସମାବେଶ ବା ନିର୍ବାଚନୀ ସଭା ଅନୁଷ୍ଟିତ ହୋଇଥିଲା l ଏଥିରେ ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାଏକ, ବିଜୁ ଜନତା ଦଳ ର ବରିଷ୍ଠ ନେତା ତଥା ପୂର୍ବତନ ପୌର ଅଧ୍ୟକ୍ଷ କଇରୁ ସ୍ବାଇଁ, ବିଜେଡ଼ିର ଟାଉନ ସଭାପତି  ଜନ୍ମଞ୍ଜୟ ପାତ୍ର, ୱାର୍ଡ କାଉଁନ ସିଲର୍ ତଥା ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ପୀୟୁଷ ପଣ୍ଡା ଯୋଗ ଦେଇଥିଲେ l ଏବଂ ରାଜ୍ୟ ସରକାର  ମହିଳା  ମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି ମାଧ୍ୟମ ରେ ଯୋଗାଇ ଥିବା ବିନା ସୁଧ ରେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ , ୧୦ ଲକ୍ଷ ଟଙ୍କା ର ବି ଏସ କେ ୱାଇ ଯୋଜନା ର ସ୍ବାସ୍ଥ୍ୟ ବୀମା ସେବା, ଓ ଜନ୍ମ ରୁ ମୃତ୍ୟୁ ଯାଏ ଲାଗୁ କରିଥିବ ସମସ୍ତ ଯୋଜନା ଉପରେ ସୁଚନ ପ୍ରଦାନ କରିଥିଲେ l ଆଗମୀ ଦିନ ରେ ଏହି ୮ ନମ୍ବର ୱାର୍ଡ ର ସର୍ବାଙ୍ଗୀନ ବିକାଶ କରି ଏହି ୱାର୍ଡ଼ କୁ ଗୋଲ୍ଡେନ ୱାର୍ଡ ରେ  ପରିଣତ କରିବା ପାଇଁ କାଉନ୍ ସିଲର୍ ପୀୟୁଷ ପଣ୍ଡା ମତ ରଖି ଥିଲେ l ସେଥିପାଇଁ ୱାର୍ଡ ର ଯୁବ ଗୋଷ୍ଠୀ ଙ୍କୁ ନେଇ ବନ୍ୟା ବାତ୍ୟା ଓ ଲୋକ ଙ୍କ ଦୁଃଖ ସୁଖ ରେ ସାମାଜିକ କାର୍ଯ୍ଯ ରେ ସବୁ  ସମୟ ରେ ସହଯୋଗ କରି ଅକ୍ଲାନ୍ତ ପରିଶ୍ରମ ଜାରି ରଖିଛି ବୋଲି କହିଥିଲେ l  ଯାହାକି ବିଗତ ପୌର ନିର୍ବାଚନ ରେ ଆପଣ ମାନଙ୍କ ଆଶୀର୍ବାଦ ରେ ଦଳ କୁ ବିପୁଳ ବିଜୟ କରିବାରେ ଓ ସର୍ବାଧିକ ମlର୍ଜିନ ରେ ବିଜୟୀ କରାଇ  ଆମ ୮ ନମ୍ବର ୱାର୍ଡ କୁ ଚମ୍ପିଅନ କରିବା ରେ ଆପଣଙ୍କ ଅବଦାନ ତାରି ଜ୍ୱଳନ୍ତ ପ୍ରମାଣ ବୋଲି କହିଥିଲେ l  ଆଗମୀ ନିର୍ବାଚନ ରେ  ଲୋକ ସଭା ଓ ବିଧାନ ସଭା ପ୍ରାର୍ଥୀ ଙ୍କୁ ଉଭୟ ଙ୍କୁ ଯୋଡି ଶଙ୍ଖ ରେ ଭୋଟ ଦେଇ ବିପୁଳ ବିଜୟ କରାଇ ଏଇ ବିକାଶ ଧାରା କୁ ଜାରି ରଖିବାକୁ ମଞ୍ଚସିନ ନେତ୍ରୁ ମଣ୍ଡଳୀ ମତ ରଖିଥିଲେ l ସଭାକୁ ଯୁବ ସଙ୍ଗଠକ ମନୋରଞ୍ଜନ ତ୍ରିପାଠୀ ସଂଯୋଜନl କରିଥିବା ବେଳେ ସନ୍ତୋଷ ପାଢ଼ୀ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like