-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଅପରାଧ

ଫଲସାମାଲରେ ଆଦିବାସୀ ସମାବେଶ

13-May-2024



ଲୋଇସିଂହା(ବିନୋଦ ଦୀପ ): ଲୋଇସିଂହା ବ୍ଲକ ୩୪ ନମ୍ବର ଜ଼ିଲ୍ଲା ପରିଷଦ ଜୋନ ର ଫଲସାମlଲ ଗାଁ ଠାରେ ଜୋନସ୍ତରୀୟ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଥିଲା l  କୈଳାଶ ବରିହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଉଦବୋଧନରେ ପ୍ରକାଶ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ମାସରୁ ମାସିକ ବିଦ୍ୟୁତ ଦେୟ ଛାଡ଼ ପାଇଁ ଘୋଷଣା କରିଥିବାରୁ ଗ୍ରାମାଞ୍ଚଳର ପ୍ରାୟ ସମସ୍ତ ପରିବାର ବିଦ୍ୟୁତ ବିଲ ପୈଠ କରିବାରୁ ସୁରକ୍ଷିତ ରହିବେ, ଅନୁସୂଚିତ ଜନଜାତି ମାନଙ୍କ ବିକାଶ ପାଇଁ ବଲାଙ୍ଗିରରେ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଗଠନ ହୋଇଛି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଆଦିବାସୀ ଭବନ ନିର୍ମାଣ ପାଇଁ ୧୦୦କୋଟି ଟଙ୍କା ପ୍ରଦାନ କରିଛନ୍ତି ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଦିବାସୀ ମାନଙ୍କ ଉପରୁ ମୁଖ୍ୟମନ୍ତ୍ରୀ ପଚାଶ ହଜାର ଜଙ୍ଗଲ ବିଭାଗ, ଅବକାରୀ ବିଭାଗ, ପୋଲିସ ବିଭାଗ ମକଦ୍ଦମା ପ୍ରତ୍ୟହାର ଘୋଷଣା ଭାରତ ରେ ପ୍ରଥମ ଘଟଣା, ଜଙ୍ଗଲଜାତ ଦ୍ରବ୍ୟ ବିକ୍ରୟ ପାଇଁ ଏମଏସପି ପ୍ରଦାନ, ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ବୋନସ,ଖାଦ୍ୟ ସୁରକ୍ଷା ଯୋଜନାରେ ଆହାର କେନ୍ଦ୍ର ବ୍ୟବସ୍ଥା,ସାମାଜିକ ନିରାପତ୍ତା ପାଇଁ ଭତ୍ତା ବୃଦ୍ଧି, ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା, ୫-ଟି ସ୍କୁଲ କଲେଜ ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା, ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା,  ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ ।

ଆଲୋକପାତ କରିଥିଲେ l ଓଡିଶାର ୪୦ପ୍ରତିଶତ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ତଥା ଦେଢ଼ କୋଟି ରୁ ଉର୍ଦ୍ଧ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତିଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ  ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ  ବଲାଙ୍ଗିର ଲୋକସଭା ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂଭୋଇ ଏବଂ ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅନୁସୂଚିତ ଜନଜାତି ବର୍ଗ ର ନେତା ନିହାର ବେହେରାଙ୍କୁ ଜିତାଇବା ସହିତ ଭୋଟର ଭାଇ ଭଉଣୀ ନିବେଦନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like