-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସୋନପୁର ନିର୍ବାଚନ ମଣ୍ଡଳୀରେ ସ୍ଵାଧୀନ ପ୍ରାର୍ଥୀନୀ ସୋନାଲି ବିଶି ଙ୍କ ମାରାଥନ ପ୍ରଚାର

13-May-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
ସୋନପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ରହିଛି। ଏଠାରେ ବିଜେଡି ର ହେଭିୱେଟ ନିରଞ୍ଜନ ପୂଜାରୀ ଛିଡ଼ା ହୋଇଥିବା ବେଳେ ବିଜେଡି ବିଜେପି କୁ କଡା ଟକ୍କର ଦେବା ପାଇଁ ଜୋରସୋର ରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱାଧୀନ ପ୍ରାର୍ଥୀନୀ ସୋନାଲି ବିଶି।  ଗାଁ କୁ ଗାଁ ଓ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସୋନାଲି ବିଶି। ତାଙ୍କୁ କଇଁଚି ଚିହ୍ନରେ ଭୋଟ ଦେବା ପାଇଁ ଲୋକଙ୍କୁ ଭୋଟ ଭିକ୍ଷା କରୁଥିବା ବେଳେ ଡୁଙ୍ଗୁରିପାଲି ବ୍ଲକ ପ୍ରଚାର ସାରି ଗତ କାଲିଠୁ ତରଭା ବ୍ଲକର ସଦର ତଥା ବିଭିନ୍ନ ଛକ ଓ ସାପ୍ତାହିକ ବଜାର ନିକଟରେ ଜୋର ସୋରରେ କରିଛନ୍ତି ପ୍ରଚାର ପ୍ରସାର। ଏହି ପ୍ରଚାର ବେଳେ ତରଭା ଅଂଚଳରେ ବିଗତ ଚାରିବର୍ଷରୁ ଉର୍ଦ୍ଧ ହେବ ହୋଇଥିବା ଭୟାବହ ବନ୍ୟାରେ ଲୋକେ ଉଚିତ କ୍ଷତି ପୁରଣ ପାଇନଥିବା, ତରଭାକୁ ସବଡିଭିଜନ ଦାବି କରି ଆସୁଥିବା ବେଳେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରତିଶୁତି ଦେଇ ଲୋକଙ୍କୁ ଠକୁଥିବା, ରାସ୍ତା ଉପରେ ରାସ୍ତା ନିର୍ମାଣ , ଠିକାଦାର ପୋଷା ନୀତି, ଚାଷୀ ମାରଣା ନୀତି ଆଦି ଉପରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରୁଥିବା ଦେଖାଯାଇଛି।  ସେ ଯଦି ସୋନପୁର ବିଧାୟିକା ଭାବେ ନିର୍ବାଚିତ ହେଲେ ଚାଷୀଙ୍କ ଧାନ ବିନା କଟଣି ଛଟନି ରେ ଉଠାଯିବା ସହ ସମସ୍ତଙ୍କ ମୌଳିକ ଅଧିକାର କୁ ପ୍ରାଥମିକତା ଦେବା ସହ ସମସ୍ତ ସୁବିଧା କରିବା ତଥା ବାକିଥିବା ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like