-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ବର ଓ କନ୍ୟା ପିତାମାତା ଚୂଡାନ୍ତ

14-May-2024



ବିନିକା(ହିମାଂଶୁ ଶେଖର ପୁଟେଲ): ଜୁନ ମାସ ୯ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ  ବିନିକା ରଥପଡା ବିଶେଶ୍ୱର ମନ୍ଦିର ଠାରେ ଅନୁଷ୍ଟିତ ହେବାକୁ ଥିବା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ଦେବଦେବ ମହାଦେବ ଓ ପାର୍ବତୀ ଦେବୀଙ୍କ ପିତାମାତା ଚୂଡାନ୍ତ ହୋଇଥିବା ବେଳେ ମହୋତ୍ସବ ପରିଚାଳନା ନେଇ ନୂତନ କମିଟି ଗଠିତ ହୋଇଯାଇଛି ।ଏଥିରେ ସଭାପତି ଭାବେ ପୂର୍ଣ୍ଣଚନ୍ଦ୍ର ମେହେର,କାର୍ଯ୍ୟକାରୀ ସଭାପତି ଅଜିତ ସାମନ୍ତରାୟ,ଉପସଭାପତି ସନ୍ତୋଷ ମହାକୁର,ସମ୍ପାଦକ ଚରଣ ମେହେର,ସହ ସମ୍ପାଦକ ସମ୍ବିତ ନେପାକ,ସଞ୍ଜୟ ଦାସ କୋଷାଧ୍ୟକ୍ଷ ମନୋନୀତ ହୋଇଥିବା ବେଳେ  ଉପଦେଷ୍ଟା ମଣ୍ଡଳୀରେ ସୁଧାଂଶୁ ଶେଖର ଦାଶ,ଶୀତଳ ପ୍ରସାଦ ମହାକୁର,ବାମନ ନାଏକ,ଜୟଦେବ ରାଉତ ଏବଂ ସଦସ୍ୟ ଭାବରେ ୧୬ଜଣ ରହିଛନ୍ତି ।ସେହିପରି ଯୁବ ବ୍ୟବସାୟୀ ସନ୍ତୋଷ ଅଗ୍ରୱାଲ ଓ ତାଙ୍କ ଧର୍ମପତ୍ନୀ ଚନ୍ଦ୍ରମା ଅଗ୍ରୱାଲ ବିଶେଶ୍ୱର ବାବାଙ୍କ ପିତାମାତା ଦାୟିତ୍ଵ ତୁଲାଉଥିବା ବେଳେ ମାଁ ପାର୍ବତୀ ଦେବୀଙ୍କ ପିତାମାତା ଭାବେ ରବୀନ୍ଦ୍ର ମେହେର ଓ ତାଙ୍କ ଧର୍ମପତ୍ନୀ ସନ୍ତୋସିନି ମେହେର ଦାୟିତ୍ଵ ନିର୍ବାହ କରିବେ। ଏହି ଅବସରରେ ପ୍ରଭୁ ଶିବଙ୍କୁ ପୁଅ ରୂପେ ପାଇବା ନେଇ ସନ୍ତୋଷ ଓ ଚନ୍ଦ୍ରମା ବେଶ ଖୁସିରେ ଆତ୍ମହରା ହୋଇ କେଉଁ ଜନ୍ମର ସିକୃତି ଯୋଗୁଁ ଆମ୍ବେ ସ୍ବାମୀ ସ୍ତ୍ରୀ ଦୁହେଁ ଦେବ ଦେବ ମହାଦେବଙ୍କ ପିତାମାତା ହେବାର ସୁଯୋଗ ପାଇଁଛୁ ।ତେଣୁ ତାଙ୍କର ଅପାର କରୁଣା ଆମ ପ୍ରତି ରହିବ ବୋଲି ପ୍ରକାଶ କରିଥିଲେ ।ସେହିପରି ଭାଗ୍ୟରେ ଥିଲେ ପାର୍ବତୀ ମାଁ ଙ୍କୁ ଝିଅ ରୂପେ ପାଇବା ଆମ ପାଇଁ ସୌଭାଗ୍ୟ ବୋଲି ପାର୍ବତୀଙ୍କ ପିତାମାତା ରବୀନ୍ଦ୍ର ଓ ସନ୍ତୋଷିନୀ କହିଛନ୍ତି । ଝିଅ ବାହାଘର ପାଇଁ ଯାହା ଦରକାର ତାହା ଦେବାର ବ୍ୟବସ୍ଥା ଏବଂ ବିବାହ ଉତ୍ସବକୁ ଯେପରି ବନ୍ଧୁବାନ୍ଧବ ଓ ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତି ରହି ଦେବାଦେବୀଙ୍କ ଆଶୀର୍ବାଦ ନେବେ ସେନେଇ ପ୍ରୟାସ କରାଯାଇଛି । ବିଗତ ବର୍ଷ ଭଳି ଏଥର ମଧ୍ୟ ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଜାକଜମକରେ ପାଳନ ନେଇ ସବୁ ପ୍ରକାର ଉଦ୍ୟମ କରାଯାଇଛି ବୋଲି କମିଟି ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like