-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବ୍ରାହ୍ମଣ ସମାଜ ଦ୍ୱାରା ଭଗବାନ ପର୍ଶୁରାମ ଜନ୍ମୋତ୍ସବ ପାଳନ ଓ ଶୋଭାଯାତ୍ରା 

14-May-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଗତକାଲି ଜ଼ିଲ୍ଲା ବ୍ରାହ୍ମଣ ସମାଜ, ବଲାଙ୍ଗୀର ଦ୍ୱାରା ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ସହର ପରିକ୍ରମା ମହାସମାରୋହରେ ପାଳିତ ହୋଇଯାଇଥିଲା l ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ପ୍ରାତଃ ୮ଟା ସମୟରେ ଭଗବାନ ପର୍ଶୁରାମଙ୍କ ପୂଜାର୍ଚନା ଓ ଆଳତି ପରେ ଜ଼ିଲ୍ଲା ବ୍ରାହ୍ମଣ ସମାଜର ପତାକା ଉତ୍ତୋଳନ କରାଯାଇଥିଲା l ପରେ ଏକ ମୋଟରସାଇକଲ  ଶୋଭାଯାତ୍ରା ବାହାରି ଆରଟିଓ କାର୍ଯ୍ୟାଳୟ ପାଖ ଭଗବାନ ପର୍ଶୁରାମ ଛକରେ ପୂର୍ବାହ୍ନ ୧୧ଟା ସମୟରେ ଭଗବାନ ପର୍ଶୁରାମଙ୍କ ଝଣ୍ଡା ଉତ୍ତୋଳନ କରାଯାଇଥିଲା l
ସନ୍ଧ୍ୟା ସମୟରେ ସହସ୍ରାଧିକ ବ୍ରାହ୍ମଣଦେବତାଗଣ ସୁସଜ୍ଜିତ ପରଂପାରିକ ବେଶଭୂଷlରେ ଏକ ଭବ୍ୟ ଶୋଭାଯାତ୍ରାରେ ବାହାରି ସହରର ଦୁର୍ଗା ମନ୍ଦିର, ଶିବ ମନ୍ଦିର, ପାଟଣେଶ୍ଵରୀ ମନ୍ଦିର, ଜଗନ୍ନାଥ ମନ୍ଦିର, ସମଲେଶ୍ବରୀ ମନ୍ଦିର,ମା ଲଷ୍ମୀ ମନ୍ଦିର,ଶ୍ରୀରାମ ମନ୍ଦିର ଓ  ସଂକଟମୋଚନ ହନୁମାନ ମନ୍ଦିର ଦ୍ବୟ ଠାରେ ପୂଜାର୍ଚନା କରାଯାଇଥିଲା l ଏହି ଶୋଭାଯାତ୍ରାରେ ସହରର ବିଭିନ୍ନ ସଂଗଠନ ଯଥା ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗଦଳ, ଗାୟତ୍ରୀ ପରିବାର, ବିଭିନ୍ନ ହନୁମାନ ମନ୍ଦିର କମିଟି, ଶେରସୁଆଁ ଗୁଡ଼ି କମିଟି,ଆଦ୍ୟାଶକ୍ତି ନାରୀ ସଂଗଠନର ବହୁ ସଦସ୍ୟ ସଦସ୍ୟା ସାମିଲ ହୋଇଥିଲେ l ଶୋଭାଯାତ୍ରା ସମୟରେ ସହରର ବହୁ ବଦାନ୍ୟବ୍ୟକ୍ତି ଓ ବିଭିନ୍ନ ଅନୁଷ୍ଠାନ ଯଥା ସୁମନ ଶତପଥୀ ପରିବାର, ଜୟଗୁଡ଼ି ପରିବାର, ଜଗଦୀଶ ଯୋଗ ସେବାକେନ୍ଦ୍ର, ମାରୱାଡି ଯୁବlମଞ୍ଚ ଓ ମହିଳା ସଂଗଠନ ଇତ୍ୟାଦି ଜଳ ଥଣ୍ଡାପାନିୟ ,ସର୍ବତ ଓ ଫଳରସ ବିତରଣ କରିଥିଲେ l ସାମ୍ପ୍ରତିକ ନିର୍ବାଚନ ତାତି ସମୟରେ ଜ଼ିଲ୍ଲା ବ୍ରାହ୍ମଣ ସମାଜର ପୋଲିସ ସହାୟତା ବିନା ଶାନ୍ତିଶୃଙ୍ଖଳା ବଜାୟ ରଖି ଏହି ଶୋଭାଯାତ୍ରା କରିଥିବାରୁ ସହରର ବୁଦ୍ଧିଜୀବୀ ଓ ଜନସାଧାରଣ ଭୁୟସୀ ପ୍ରଶଂସା କରୁଥିବାର ଚର୍ଚ୍ଚା ହେଊଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like