-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଦଶମ ଓ ଦ୍ଵାଦଶ ସିବିଏସଇ ପରୀକ୍ଷାରେ କେ:ଭି ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ ସଫଳତା*- କଠିନ ପରିଶ୍ରମ ହିଁ ସଫଳତା ର ଚାବିକାଠି--- ଜିଲ୍ଲା ଟପ୍ପର ଅନ୍ଵୟ ଅନୁରାଗ

14-May-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର କେନ୍ଦ୍ରିୟ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ କରିଶ୍ମା ଦେଖାଇଥିବା ବେଳେ ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ସ୍କୁଲ୍ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ମିଳିଛି। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବେଶ ସଫଳତାର ସହିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ସ୍କୁଲରେ ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ, ଅଣଶିକ୍ଷକ କର୍ମଚାରୀ ମାନଙ୍କ ଭିତରେ ଖୁସିର ମାହୋଲ ଦେଖାଦେଇଛି। ଦଶମ ପରୀକ୍ଷାରେ ଅନ୍ୱୟ ଅନୁରାଗ ତିୱାରୀ ୪୮୭ ମାର୍କ ସହ ୯୭.୪ ପ୍ରତିଶତ ରଖି ଜିଲ୍ଲା ଟପ୍ପର ହୋଇଥିବା ବେଳେ ସ୍କୁଲରେ ଏକାଂଶି ସାହୁ ୯୪.୪ ପ୍ରତିଶତ ପାଇ ଦ୍ବୀତିୟ ଓ ସ୍ଵୟଂ ସମ୍ପୂର୍ଣ୍ଣା ପାଣିଗ୍ରାହୀ ୯୩.୮ ପ୍ରତିଶତ ମାର୍କ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ସେହିପରି ସ୍କୁଲ୍ ର ଦ୍ବାଦଶ ଶ୍ରେଣୀରେ ସ୍ପନ୍ଦନ ବିକାଶ ଘଡେଇ ୯୫.୨ ପ୍ରତିଶତ ମାର୍କ ରଖି ପ୍ରଥମ, ଓଁକାର ପଣ୍ଡା ୯୨.୪ ପ୍ରତିଶତ ମାର୍କ ରଖି ଦ୍ବିତୀୟ ଓ ସାନିଆ ବାଗ୍ ୮୭.୦ ପ୍ରତିଶତ ମାର୍କ ରଖି ତୃତୀୟ ହୋଇଛନ୍ତି। ଏବଂ ବିଦ୍ୟାଳୟର ଶତ ପ୍ରତିଶତ ଛାତ୍ରଛାତ୍ରୀ ବାର୍ଷିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବାରୁ ଅଭିଭାବକ ମଣ୍ଡଳୀ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ସମସ୍ତ ଅଣଶିକ୍ଷକ କର୍ମଚାରୀ ମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ସି ବି ଏସ ଇ ଦଶମ କ୍ଲାସ ଜିଲ୍ଲା ଟପ୍ପର ହୋଇଥିବା ଅନ୍ବୟଙ୍କ ମା  ସୁମତି ତ୍ରିପାଠୀ ପୂର୍ବରୁ ସୋନପୁର ଅବକାରୀ ଅଧୀକ୍ଷକ ଥିବା ବେଳେ ଏବେ ଖୋର୍ଦ୍ଧା ଅବକାରୀ ଅଧିକ୍ଷକ ଓ ବାପା କରୁଣା ଶଙ୍କର ତିୱାରୀ ନୟାଗଡ଼ ଅବକାରୀ ଅଧୀକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି । ଭବିଷ୍ୟତରେ ଜଣେ ଆଇଏଏସ୍ ଅଫିସର ହେବାକୁ ସେ ଲକ୍ଷ୍ୟ ରଖିଥିବା ଓ କଠିନ ପରିଶ୍ରମ ଓ ନିଷ୍ଠା ହିଁ ସଫଳତା ର ଚାବିକାଠି ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଏବଂ ସେ ତାଙ୍କର ସଫଳତାର ଶ୍ରେୟ ମା, ବାପା ଓ ଶିକ୍ଷକଙ୍କୁ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like