-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବିଜେଡି ର ୨୪ ତମ ପ୍ରତିଷ୍ଠା ଦିବସରେ ରକ୍ତଦାନ ଓ ଯୋଗଦାନ ପର୍ବ

26-Dec-2020



ସମ୍ବଲପୁର,(ଦେବାଶିଷ ବେହେରାଙ୍କ ରିପୋର୍ଟ): ଆଜି ସମ୍ବଲପୁର ବିଧାନସଭା କ୍ଷେତ୍ର ବିଜେଡି ପକ୍ଷରୁ ଦଳର ୨୪ ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି | ଏହି ଅବସରରେ  ଶାନ୍ତିନଗର ସ୍ଥିତ ବିଜୁ ଜନତା ଦଲ କାର୍ଯ୍ୟାଳୟ ଠାରେ ଦଳୀୟ କର୍ମକର୍ତ୍ତାଙ୍କ ଆୟୋଜନରେ ଏକ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଏବଂ ଯୋଗଦାନ ପର୍ବ ଅନୁଷ୍ଠିତ ହୋଇଥିଲା | ରକ୍ତଦାନ ଶିବିରରେ ସମୁଦାୟ ୬୨ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା |  ଏହା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଶୈଳୀ ଏବଂ ଦଳର ଆଦର୍ଶରେ ଅନୁପ୍ରାଣିତ ହୋଇ   ବୁର୍ଲା , ହୀରାକୁଦ ଓ ସମ୍ବଲପୁର ସହରର ବିଭିନ୍ନ ୱାର୍ଡରୁ  ୧୧୪ ଜଣ ପୁରୁଷ ଓ ମହିଳା ବିଜେଡିରେ ଯୋଗଦାନ କରିଥିଲେ | ଏଥିରେ ପୂର୍ବତନ ଜିଲ୍ଲା କଂଗ୍ରେସର ସଭାପତି ଓ ଜିଲ୍ଲା ଓକିଲ ସଂଘର ସଭାପତି କୃଷ୍ଣ ଚନ୍ଦ୍ର ବାବୁ, ଆଦିବାସୀ ନେତା ତଥା ସମାଜସେବୀ ସୁବେଶ ମୁଣ୍ଡା, ଓକିଲ ରଂଜିତ ମିଶ୍ର ,ଆମ୍ବୁଜ ଦାସ ,ସଦାନନ୍ଦ ଧଳ,ପ୍ରମୋଦିନି ଗର୍ତ୍ତୀୟଏ ,ମଗ୍ନ ଲାଲ ଅଗ୍ରୱାଲ, ଚେତନ ମୋଦି ପ୍ରମୁଖ ଯୋଗଦାନ କରିଥିଲେ | ଦଳର ମୁଖପାତ୍ର ତଥା ରାଜ୍ୟ ସାଧାରଣ ସମ୍ପାଦିକା,ପୂର୍ବତନ ବିଧାୟିକା ଡା.ରାସେଶ୍ୱରୀ ପାଣିଗ୍ରାହୀ ଏବଂ ଜିଲ୍ଲା ସଭାପତି ଇଂ ସିଦ୍ଧାର୍ଥ ଦାସ ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିବାବେଳେ ଦଳରେ ଯୋଗଦାନ କରିଥିବା ନୂତନ ସଭ୍ୟମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରିଥିଲେ | ମହାନଗର ସଭାପତି ପ୍ରଫୁଲ କୁମାର ଦାଶ, ଜୀବନବିନ୍ଦୁ-ଓଡିଶା ମୋ ପରିବାର ସଂଯୋଜକ କବିତା ପୁରହିତ, ପୂର୍ବତନ ଜିଲ୍ଲା ସଭାପତି ଆଇନଜୀବୀ ଆର୍ତ୍ତତ୍ରାଣ ମିଶ୍ର, ରାଜ୍ୟ ପରିଷଦ ସଭ୍ୟ ଗୋକୁଳ ମେହେର,ରାଜ୍ୟ ଯୁବ ସମ୍ପାଦକ ଧର୍ମରାଜ ମରେଈ, ମହେଶ ଶର୍ମା, ବିଜୁ ଯୁବ ଜନତାଦଲ ର ରାଜ୍ୟ ସାଧାରଣ ସମ୍ପାଦକ ସତୀଶ ବିଶି, ଯୁବ ମହାନଗର ସଭାପତି ନିଶାନ୍ତ ବହିଦାର ,ଅଭିତାଭ ପରିଡା ,ପ
ପ୍ରସନ୍ନ ସାହୁ ,ସରୋଜ ମହାରଣା, ଜିଲ୍ଲା ଆଇଟି କର୍ଡ଼ିଂନେଟର ଦୁଲାଲ ଚନ୍ଦ୍ର ରାୟ,ଆଇନଜୀବୀ ଚିତ୍ତରଞ୍ଜନ ପଣ୍ଡା,ବିଜେଡି ମହିଳା ଜିଲ୍ଲା ସଭାପତି ଲଷ୍ମୀ ପ୍ରଧାନ, ସୁରେଖା ସାହୁ, କାନନବାଲା ପଟ୍ଟନାୟକ,ସୈରେନ୍ଦ୍ରୀ ନାୟକ,ଆଇନଜୀବୀ ରବି ପୂଜାରୀ, ରବୀନ୍ଦ୍ର ସିଂ,ସତ୍ୟେନ୍ଦ୍ର ଦାଶ, ମାୟାଧର ଜେନା,ଭାବେଶ  ଚାନ୍ଦ,  ଆର ଏ ଶିବ କୁମାର, ଦେବାଶିଷ ନନ୍ଦ,ସୁନନ୍ଦା ଚଇନି, ଶେଷଦେଵ ମହାକୁଡ଼, ବୃନ୍ଦା କଣ୍ଟା, ମାମି ନାଏକ, ଲିଲିମା ମଲ୍ଲିକ, ମୁଂନି ବେଗମ, ହସିନା ବି, ପ୍ରମୋଦ ଖଣ୍ଡୁଆଲ , ବିଶ୍ଵାମିତ୍ର ସାହୁ, ଲତିକା ସାହୁ,ସୁମନ୍ତ ପଣ୍ଡା, ଆତିଫ ଆଲମ  ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like