-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଓଡିଶା କେନ୍ଦୁପତ୍ର କର୍ମଚାରୀ ଓ ମହିଳା ସମାବେଶ

14-May-2024



ବଲାଙ୍ଗିର/ଦେଓଗାଁ(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ବରକାନୀ ଆମ୍ବବଗିଚା ଠାରେ ମଙ୍ଗଳବାର ଅପରାହ୍ନରେ ବିଜେଡି ତରଫରୁ ଓଡିଶା କେନ୍ଦୁପତ୍ରକର୍ମଚାରୀ ତଥା ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଯୁବନେତା ସୁନୀଳକୁମାର ମେହେର ଙ୍କ ପରିଚାଳନାରେ ଅନୁଷ୍ଠିତ ସମାବେଶରେ ମୂଖ୍ୟ ଅତିଥିଭାବେ ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ଯୋଗଦେଇ ବିଜେଡି କ୍ଷମତାକୁ ଆସିଲେ ଓ ବଲାଙ୍ଗିର

ବିଧାନସଭା କ୍ଷେତ୍ରରେ ବିଧାୟକ, ଲୋକସଭା କ୍ଷେତ୍ରରେ ସାଂସଦ ବିଜୟୀ ହେଲେ ଅଞ୍ଚଳର ବିକାଶ ଦ୍ୱିଗୁଣିତ ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ଏହାସହ କେନ୍ଦୁପତ୍ର ତୋଳାଳୀଙ୍କ ପରିବାର ପାଇଁ ରାଜ୍ୟ ସରକାର ବିଶେଷ ଦୃଷ୍ଟି ଦେଉଥିବା ବେଳେ ଆଗକୁ ବିଜେଡି ସରକାର କ୍ଷମତାସୀନ ହେଲେ ଓଡିଶାର ୯୦ ପ୍ରତିଶତ ଉପଭୋକ୍ତାଙ୍କ ବିଜୁଳି ବିଲ ଆଉ ଆସିବନାହିଁ  ବୋଲି ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିସାରିଛନ୍ତି ବୋଲି କଳିକେଶ ଅବଗତ କରିବାସହ ଉଭୟ ସାଂସଦ ଓ ବିଧାୟକଙ୍କ ପାଇଁ ଶଙ୍ଖ ଚିହ୍ନରେ ୨ଟି ଭୋଟ ଦେବାକୁ ଅନୁରୋଧ କରିଥିଲେ । ସମାବେଶରେ ସମ୍ମାନୀତ ଅତିଥିଭାବେ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ମହାସଂଘର ସମ୍ପାଦକ ଶିବାନନ୍ଦ ପରିଚ୍ଛା ଯୋଗଦେଇ ରାଜ୍ୟ ସରକାର କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳୀ ମାନଙ୍କ ପାଇଁ କଣ କଣ  ସରକାରୀ ଯୋଜନା କରିଛନ୍ତି ସେ ଉପରେ ଅବଗତ କରିବା ସହ ରାଜ୍ୟରେ ନବୀନ ସରକାର ଗଠନ ପାଇଁ ବିଧାୟକ ପ୍ରାର୍ôଥ କଳିକେଶଙ୍କ ସପକ୍ଷରେ ଭୋଟ ଦେବାକୁ ଆହ୍ୱାନ ଦେଇଥିଲେ । ସମ୍ମାନୀତ ଭାବେ ବରିଷ୍ଠ ନେତା ଉମା ଶଙ୍କର ସିଂ , ୧୩ନଂ ଜିଲ୍ଲାପରିଷଦସଭ୍ୟା ସୁମତୀ ସେଠ, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଗୁରୁଦେବ ରଣା, ବାସୁଦେବ ମେହେର,ସ୍ଥାନୀୟ ସରପଞ୍ଚ କୁଶମଣୀ ମେହେର ଓ ଜଳନ୍ଧର ବଢ଼ିଆ ପ୍ରମୁଖ ମଞ୍ଚାସୀନ ରହି ବକ୍ତବ୍ୟ ଦେଇଥିବା ବେଳେ କାମେଶ୍ୱର ମେହେର ଅତିଥି ପରିଚୟ ପ୍ରଦାନ କରିଥିଲେ ।ଏହିଦିନ ସଂନ୍ଧ୍ୟାରେ ଦେଓଗାଁ ,ଜରାସିଂହା. ହାତିସରା ଓ ନାଇକେନସିରା ଆଦି ଗ୍ରାମରେ ବିଜେଡି ପକ୍ଷରୁ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ମାନଙ୍କରେ ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ 

ଯୋଗଦେଇ ଅଞ୍ଚଳର ସେବା କରିବାପାଇଁ ସମସ୍ତେ ଥରେ ସୁଯୋଗ ଦେବାକୁ  ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏ ଅବସରରେ  ବିଜେଡି ବ୍ଲକ ସଭାପତି ଶୁଶିଳ କୁମାର ଚାନ୍ଦ, ରାଜ୍ୟ ସମ୍ପାଦକ ଲକ୍ଷ୍ମଣକୁମାର ମେହେର, ବିଜୁ ଯୁବ ଜନତା ଦଳ ବ୍ଲକ ସଭାପତି ଶୈଳେନ୍ଦ୍ର କୁମାର ସାହୁ, ଜିଲ୍ଲା ପରିଷଦସଭ୍ୟା ମମତା କୁମୁରା, ହାତିସରା ସରପଞ୍ଚ କେଲୋ ଡାଙ୍ଗ,ହାତିସରା ଯୁବନେତା ହିତେଶ ଦଲାଇ, ରାଜୁ ମେହେର, ମାନସ ଦଲାଇ ତଥା କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like