-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ସିବିଏସଇ ଦଶମବୋର୍ଡ ଓ ଯୁକ୍ତଦୁଇ ପରୀକ୍ଷାରେଜଲ୍ଟ ପ୍ରକାଶିତ

14-May-2024



ବଲାଙ୍ଗୀର(ପ୍ରେରଣା ଖବର ):ସିବିଏସଇ ଦଶମବୋର୍ଡ ଓ ଯୁକ୍ତଦୁଇ ବୋର୍ଡପରୀକ୍ଷାର ରେଜଲ୍ଟ ପ୍ରକାସିତ ହୋଇଛି । ଏଥିରେ ବଲାଙ୍ଗୀରର ଛାତ୍ରଛାତ୍ରୀ ଖୁବ ଉନ୍ନତପ୍ରଦର୍ଶନ କରିଥିବା ଜଣାପଡିଛି । ବଲାଙ୍ଗୀର ପଥରଚେପା ଆଦର୍ଶ ବିଦ୍ୟାଳୟର ଦଶମବୋର୍ଡ ପରୀକ୍ଷାରେ ୧୬ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକମାର୍କ ଓ ୨୪ଜଣ ୮୦-୯୦% ମଧ୍ୟରେ ମାର୍କ ରଖିଉତ୍ତିର୍ଣ୍ଣ ହୋଇଛନ୍ତି । ଦଶମବୋର୍ଡରେ ପଥରଚେପା ସ୍କୁଲର ରାହୁଲରଂଜନ କର୍ମି୯୬.୮% ମାର୍କ ରଖି ସ୍କୁଲରେ ଟପ୍ପର ହୋଇଛନ୍ତି । ସେହିପରି ଯୁକ୍ତଦୁଇ ପରୀକ୍ଷାରେ ୪ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକ ମାର୍କ ରଖିଥିବା ବେଳେ ୧୦ଜଣ ୮୦-୯୦% ରୁ ଅଧିକ ମାର୍କ ରଖିଛନ୍ତି । ସୌମ୍ୟରଂଜନ ଭୋଇ ୯୪.୨% ମାର୍କ ରଖି ସ୍କୁଲର ଟପ୍ପର ହୋଇଛନ୍ତି । ସେହିପରି ପ୍ରତିକ୍ଷା ଶତପଥି ୯୨.୪%,ଶୁଭଙ୍କର ନନ୍ଦ୯୧.୮% ଓ ଆର୍ଯ୍ୟାନ ବିଶ୍ୱାଳ ୯୧% ମାର୍କ ରଖି ଉତ୍ତିର୍ଣ୍ଣ ହୋଇଛନ୍ତି ବୋଲି ଆଦର୍ଶ ସ୍କୁଲର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ସୂଚନା ଦେଇଛନ୍ତି । 
  ସେହିପରି ବଲାଙ୍ଗୀର ପିଏମଶ୍ରୀ କେନ୍ଦ୍ରୀୟବିଦ୍ୟାଳୟ-୨ ର ଦଶମ ଶ୍ରେଣୀର ୧୭ଜଣ ଛାତ୍ରଛାତ୍ରୀ ୯୦% ରୁ ଅଧିକ ମାର୍କ ରଖିଉତ୍ତିର୍ଣ୍ଣ ହୋଇଥିବା ବେଳେ ଯୁକ୍ତଦୁଇରେ ମାତ୍ର ଜଣେ ୯୦% ରୁ ଅଧିକ ମାର୍କ ରଖିଛନ୍ତି । ଦଶମରେ ସ୍ୱରୂପକୁମାର ମିଶ୍ର ସର୍ବାଧିକ ୯୭.୨% ମାର୍କ,ପ୍ରଜ୍ଞାପରମିତା ବାରିକ ୯୭%,ପ୍ରାଞ୍ଜଳପ୍ରୀୟଦର୍ଶନ ରଣା ୯୭% ଓ ଅନ୍ୱେଷା ଆରାଧନା ପ୍ରଧାନ୯୬.୪% ମାର୍କ ରଖି ପାସ କରିଛନ୍ତି । ସେହିପରି ଯୁକ୍ତଦୁଇ ବିଜ୍ଞାନରେ ତୁଷାରରଂଜନ ନନ୍ଦ୯୫.୪% ମାର୍କ ରଖିଉତ୍ତିର୍ଣ୍ଣ ହୋଇଛନ୍ତି ବୋଲି ସ୍କୁଲର ଅଧ୍ୟକ୍ଷ ଗଣେଶ ପଧାନଙ୍କ ଠାରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like