-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଉତ୍ତମ ଶିକ୍ଷା  ଓ ଯୁବକଙ୍କୁ ରୋଜଗାର ପାଇଁ କଂଗ୍ରେସ କୁ ଭୋଟ ଦିଅନ୍ତୁ- ସମରେନ୍ଦ୍ର, ଯୁବକଙ୍କୁ ସ୍ୱାବଳମ୍ବି ଓ ରୋଜଗାରକ୍ଷମ କରିବ କଂଗ୍ରେସ- ସମରେନ୍ଦ୍ର

14-May-2024



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳି ଦେଓଗାଁ ବ୍ଲକ ଅନ୍ତର୍ଗତ  ବିଭିନ୍ନ ଅଂଚଳରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ମାରାଥନ ନିର୍ବାଚନ ପ୍ରଚାର କରିଛନ୍ତି । ରୁପାନ୍ତରିତ ନାଁ ରେ ଆମ ଛାତ୍ର ଛାତ୍ରୀମାନଙ୍କୁ ସରକାର ସବୁବେଳେ ପ୍ରତାରଣ ଦେଇ ଆସୁଛନ୍ତି । ଶିକ୍ଷାନୁଷ୍ଠାନରେ ରଙ୍ଗ ବୋଳିଦେଲେ ଶିକ୍ଷାର ବିକାଶ ହୁଏ ନାହିଁ ବରଂ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଉତ୍ତମ ଶିକ୍ଷକ ନିହାତି ଦରକାର କିନ୍ତୁ ବିଡମ୍ବନା ର ବିଷୟ ଶିକ୍ଷାନୁଷ୍ଠାନ ଗୁଡିକରେ ଶିକ୍ଷକର ଅଭାବ ରହିଛି । ସରକାର ପ୍ରକୃତ ଶିକ୍ଷାକୁ ଗୁରୁତ୍ୱ ଦେବା ପରିବର୍ତ୍ତେ ମନୋରଂଜନ ଧର୍ମୀ କାର୍ଯ୍ୟକ୍ରମ ପାଇଁ ସାମୟିକ ଅନୁଦାନ ଦ୍ୱାରା ଆମ ପିଲାଙ୍କ ଶୈକ୍ଷିକ ପରିବେଶ ଧିରେ ଧିରେ ନଷ୍ଟ ହେବାରେ ଲାଗିଛି । ଛାତ୍ର ଛାତ୍ରୀ ପାଠ ପଢିସାରିଲା ପରେ ଅନ୍ୟ ରାଜ୍ୟକୁ କାର୍ଯ୍ୟ ଅନ୍ୱେଷଣରେ ଚାଲିଯାଉଛନ୍ତି । ଆମ ଏଠି ସବୁ ସୁବିଧା ଥାଇ ମଧ୍ୟ ଶିଳ୍ପ ଓ କଳକାରଖାନା ଅଭାବ ଅଛି । ତେଣୁ ବାଧ୍ୟ ହୋଇ ଅନ୍ୟ ଉପାୟ ନ ପାଇ ତେଲେଙ୍ଗାନା, ତାମିଲନାଡୁ, ଗୁଜୁରାଟ ଭଳି ରାଜ୍ୟକୁ ଦାଦନ ଖଟି ଯାଉଛନ୍ତି । ତେଣୁ ଆଗାମୀ ୨୦ ତାରିଖ ନିର୍ବାଚନରେ ଲୋକେ କଂଗ୍ରେସ ହାତ ଚିହ୍ନରେ ଭୋଟ ଦିଅନ୍ତୁ କାରଣ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ ଯିଏ କି ଏ ଅଂଚଳରେ ଆମ ଛାତ୍ର ଓ ଯୁବକମାନଙ୍କ ପାଇଁ ଉତ୍ତମ ଶିକ୍ଷା ସହ ରୋଜଗାର ପ୍ରଦାନ କରିବ ବୋଲି ଆଜି ଦେଓଗାଁ ଅଂଚଳରେ ଭୋଟ ପାଇଁ ମାରାଥନ ପ୍ରଚାର ବେଳେ ନୁଆପାଲି, ରୁଗୁଡିପାଲି, ଅର୍ଜୁନପୁର ଓ ଗୌରଗୋଠ ଠାରେ ଅନୁଷ୍ଠିତ ଜନ ଆଶିର୍ବାଦ ସଭାରେ ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳି କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ଏହି ପରିପ୍ରେକ୍ଷି ରେ ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟ ସରକାର ଦେଓଗାଁ ର ଯୁବକ ଛାତ୍ରମାନଙ୍କୁ ସବୁବେଳେ ଅଣଦେଖା କରି ଆସୁଛନ୍ତି । କଂଗ୍ରେସ ସରକାର ଅମଳରେ ଆରମ୍ଭ ହୋଇଥିବା ବିଜୟାନନ୍ଦ ଚିନିକଳ ଯେଉଁଥିରେ ଏ ଅଂଚଳର ଅନେକ ଯୁବକ ଯୁବତି ନିଯୁକ୍ତି ପାଇଥିଲେ ତା ସହ ଏ ଅଂଚଳର ଆଖୁ ଚାଷୀମାନେ ଆଖୁ ଚାଷ କରି ଉପକୃତ ହେଉଥିଲେ । ଏହି ବିଜେଡି ସରକାର ଅମଳରେ ତାହାକୁ ଦେବାଳିଆ କରି ବନ୍ଦ କରି ଦିଆଯାଇଛି । ଅନେକ ଦାବି ଓ ଆନ୍ଦୋଳନ ପରେ ମଧ୍ୟ ସରକାର ଯୁବକ ଓ କୃଷକଙ୍କ ଦାବିକୁ କର୍ଣ୍ଣପାତ କରୁନାହାନ୍ତି ଓ ଚିନିକଳ ପୁନରୁଦ୍ଧାର ଦିଗରେ ଉଦ୍ୟମ କରୁନାହାନ୍ତି । ଏଣୁ ଆସନ୍ତା ନିର୍ବାଚନରେ ବିଜେଡି ଦଳକୁ ଏ ଅଂଚଳ ଛାତ୍ର, ଯୁବକ ଓ କୃଷକ ବହୁ ପରିମାଣରେ ପ୍ରତ୍ୟାଖାନ କରନ୍ତୁ ବୋଲି ନିଜ ବକ୍ତବ୍ୟ ରେ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର କହିଛନ୍ତି । ସଭାମାନଙ୍କରେ ଉପସ୍ଥିତ ବଲାଙ୍ଗିର ବିଧାୟକ ମାନ୍ୟବର ବିଧାୟକ ନରସିଂହ ମିଶ୍ର କହିଛନ୍ତି ଯଦି କଂଗ୍ରେସ ସରକାରକୁ ଆସେ ତେବେ ଗୃହ ଜ୍ୟୋତି ଯୋଜନାରେ ଘରେଇ ଉପଭୋକ୍ତଙ୍କ ପାଇଁ ୨୦୦ ୟୁନିଟ ବିଦ୍ୟୁତ ଦେୟ ମାଗଣା, ଯୁବ ବିକାଶ ଯୋଜନାରେ ପ୍ରତ୍ୟେକ ବର୍ଷ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା, କୃଷକମାନଙ୍କ ପାଇଁ ବୋନସ ସହ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କ୍ୱିଣ୍ଟାଲ ପ୍ରତି ୩ହଜାର ଟଙ୍କା, କୃଷିଋଣ ଛାଡ, କୃଷକମାନଙ୍କ ପାଇଁ ୨ହଜାର ଟଙ୍କା

ପେନସନ ବ୍ୟବସ୍ଥା, ଗୃହଲକ୍ଷ୍ମୀ ଯୋଜନାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ବ୍ୟଙ୍କ ଋଣ ଛାଡ ଓ ପ୍ରତ୍ୟେକ ମହିଳାଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା, ଆଦିବାସୀ ଓ ଦଳିତ ମହିଳା ୩ହଜାର ଟଙ୍କା ଭତ୍ତା, ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ବ୍ୟବସ୍ଥା ସହ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମାଧ୍ୟମରେ ମାଗଣା ଚିକିତ୍ସା, ବାଦ୍ଧକ୍ୟ ବିକଳାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ପ୍ରଦାନ, ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ଏବଂ ୧୦୦ ଦିନ ଭିତରେ ପେଶା ଆଇନକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like