-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜନୀତି

ସମ୍ବଲପୁର ରେ ଆଦିବାସୀ ଙ୍କ ସରହୁଳ ମହୋତ୍ସବ ଅବସରରେ ବିଶାଳ ଆଦିବାସୀ ସମାବେଶ

14-May-2024



ସମ୍ବଲପୁର(ପ୍ରେରଣା ଖବର): ସମ୍ବଲପୁର  ବରେଇପାଲି ଡ଼ୁମେରପଡା ଖେଳ ପଡ଼ିଆ ରେ ଆଦିବାସୀ ଙ୍କ ସରହୁଳ ମହୋତ୍ସବ ଅବସରରେ ବିଶାଳ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଥିଲା l ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ଜ଼ିଲ୍ଲା ସଭାପତି ତରଣୀ ଖାଡ଼ିଆ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭା ରେ ସମ୍ବଲପୁର ଲୋକସଭା ସାଂସଦ ପ୍ରଣବ ପ୍ରକାଶ ଦାଶ ଙ୍କ ପ୍ରତିନିଧି ବିଷ୍ଣୁ କେଡ଼ିଆ, ସମ୍ବଲପୁର ବିଧାୟକ ପ୍ରାର୍ଥୀରୋହିତ ପୂଜାରୀ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଉଦବୋଧନ ଉଦବୋଧନ ଦେଇଥିଲେ l ଶ୍ରୀ ପୂଜାରୀ ପ୍ରକାଶ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ମାସରୁ ମାସିକ ବିଦ୍ୟୁତ ଦେୟ ଛାଡ଼ ପାଇଁ ଘୋଷଣା କରିଥିବାରୁ ପ୍ରାୟ ସମସ୍ତ ପରିବାର ମାଗଣା ବିଜୁଳି ବ୍ୟବହାର କରିବେ,ବିଦ୍ୟୁତ ବିଲ ପୈଠ କରିବାରକୁ ପଡ଼ିବ ନାହିଁ , ବହୁତ ସଂଖ୍ୟାରେ ଆଦିବାସୀ ବସବାସ କରୁଥିବା ଡ଼ୁମେରପଡ଼ା କୁ ସୋଲାର ଲାଇଟ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ ସୁବିଧା, ଜାଗା

ମିଶନ ରେ ଘରଡ଼ିହ ଏବଂ ଆବାସ ପ୍ରଦାନ ବ୍ୟବସ୍ଥା ପାଇଁ ସୂଚନା ଦେଇଥିଲେ l ରାଜ୍ୟସଭା ସାଂସଦ ଶ୍ରୀ ବିଶି  କହିଲେ ଯେ ଅନୁସୂଚିତ ଜନଜାତି ମାନଙ୍କ ବିକାଶ ପାଇଁ ସମ୍ବଲପୁର ରେ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଗଠନ ହୋଇଛି , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରେ ଆଦିବାସୀ ଭବନ ନିର୍ମାଣ ପାଇଁ ଶହେ କୋଟି ଟଙ୍କା ପ୍ରଦାନ କରିଛନ୍ତି ,ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ନୁଆଁ ଓ ସହିତ ଏସଟି ଏସସି ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି ,ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଦିବାସୀ ମାନଙ୍କ ଉପରୁ ପଚାଶ ହଜାର ମକଦ୍ଦମା ଜଙ୍ଗଲ ବିଭାଗ, ଅବକାରୀ ବିଭାଗ, ପୋଲିସ ବିଭାଗ ପ୍ରତ୍ୟହାର ଘୋଷଣା ଭାରତ ରେ ପ୍ରଥମ ଘଟଣା,ଜଙ୍ଗଲଜାତ ଦ୍ରବ୍ୟ ବିକ୍ରୟ ପାଇଁ ଏମଏସପି ପ୍ରଦାନ, ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଙ୍କ ପାଇଁ ବୋନସ,ଖାଦ୍ୟ ସୁରକ୍ଷା ଯୋଜନାରେ ଆହାର କେନ୍ଦ୍ର ବ୍ୟବସ୍ଥା,ସାମାଜିକ ନିରାପତ୍ତା ପାଇଁ ଭତ୍ତା ବୃଦ୍ଧି,ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା, 5 ଟି ସ୍କୁଲ କଲେଜ ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା,  ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା,  ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି

ଆଲୋକପାତ କରିଥିଲେ l ଆଦିବାସୀ ଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ  ନବୀନ ପଟ୍ଟନାୟକ ଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ  ସମ୍ବଲପୁର ଲୋକସଭା ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ ଏବଂ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଧାୟକ ପ୍ରାର୍ଥୀ  ରୋହିତ ପୂଜାରୀ  ଙ୍କୁ ଜିତାଇବା ସହିତ ଭୋଟର ଭାଇ ଭଉଣୀ ନିବେଦନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like