-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କଂଗ୍ରେସ ସରକାରକୁ ଆସିଲେ କୃଷକ ଓ ଏସ୍‌ଏଚ୍‌ଜି ମାଁ ମାନଙ୍କ ଋଣ ଛାଡ କରାଯିବ - ସମରେନ୍ଦ୍ର

15-May-2024



ବଲାଙ୍ଗିର- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଥ୍ୟ ନିର୍ବାଚନ ପ୍ରତିଶୃତି ଯୋଗୁଁ ପ୍ରତ୍ୟେକ ବର୍ଗର ଲୋକ ହଇରାଣ ହେଉଛନ୍ତି । ରାଜ୍ୟର ବିଜେଡି ସରକାର ହେଉ କି କେନ୍ଦ୍ର ର ବିଜେପି ସରକାର ଉଭୟେ ହେଉଛନ୍ତି ଚାଷୀ ବିରୋଧି ସରକାର । ଏମାନେ ସଦାସର୍ବଦା ଚାଷୀକୁ ଲାଞ୍ଚିତ ଓ ଶୋଷଣ କରୁଛନ୍ତି ।  ପୂର୍ବରୁ ଅନେକ ଥର ବିଧାନସଭା ଆରମ୍ଭ ରୁ ରାଜ୍ୟପାଳ ନିଜ ପ୍ରଥମ ଅଭିଭାଷଣରେ ଚାଷୀର ଜମିକୁ ୩୫% ଜଳସେଚନ କରାଯିବ ବୋଲି  କହନ୍ତି କିନ୍ତୁ ପ୍ରକୃତରେ ଏବେ ମଧ୍ୟ ଜଳସେଚନ ହେଉଛି ମାତ୍ର ୩% । ବିଧାନସଭାରେ ଅନେକ ଥର ଚାଷୀର କଷ୍ଟ ଉପାର୍ଜିତ ଧାନର ସହାୟକ ମୁଲ୍ୟ ପ୍ରାୟ ଦେଢଗୁଣ ବଢାଇବା ପାଇଁ ବିଧାନସଭାର ସମସ୍ତ ୧୪୭ ସଭ୍ୟ (ଉଭୟ ସରକାରୀ ଦଳର ବିଧାୟକ ଓ ବିରୋଧି ଦଳର ବିଧାୟକ ) ପ୍ରସ୍ତାବ ପାରିତ କଲାପରେ ମଧ୍ୟ କେନ୍ଦ୍ର ସରକାର ଉପରୋକ୍ତ ପ୍ରସ୍ତାବ ଅନୁମୋଦନ ନ ଦେବା ଚାଷୀ ପିଠିରେ ଚାବୁକ ସଦୃଶ । ଏହି ବିଜେଡି ଓ ବିଜେଡି ସରକାର ଅମଳରେ ସ୍କୁଲରେ ଶିକ୍ଷକ ନାହିଁ, ଯୁବକଙ୍କ ପାଇଁ ରୋଜଗାର ନାହିଁ । କୃଷକ ପାଇଁ ଉତ୍ପାଦନ ର ଦାମ ନାହିଁ । ଡାକ୍ତରଖାନାରେ ଡାକ୍ତର ନାହିଁ । ତେଣୁ ବନ୍ଧୁଗଣ ଆପଣମାନେ ଜାଣିବା ଦରକାର ଏପରି ନାହିଁ ନାହିଁ ର ସରକାର ରେ ସମାଜର ଉନ୍ନତି ହୋଇପାରିବ ନାହିଁ । ଯଦି ଆମକୁ ଏପରି ଅରାଜକତାରୁ ନିଜକୁ ରକ୍ଷା କରିବାର ଅଛି ତେବେ ଆଗାମୀ ନିର୍ବାଚନରେ କଂଗ୍ରେସ ବିଧାୟକ ସାଂସଦ ପ୍ରାର୍ଥୀଙ୍କୁ ହାତ ଚିହ୍ନରେ ଭୋଟ ଦେଇ ବିଜୟି କରନ୍ତୁ ବୋଲି ସଦର ବ୍ଲକ ଅନ୍ତର୍ଗତ ତୁଳଣ୍ଡି, ଆରଆର କଲୋନି, ବଲାଙ୍ଗିର ପୌରାଞ୍ଚଳ ର ସତ୍ୟନାରାୟଣ ପଡା ରେ ଅନୁଷ୍ଠିତ ଜନ ଆଶିର୍ବାଦ ସଭାରେ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ଏହି ଜନ ଆଶିର୍ବାଦ ସଭାରେ ଅନ୍ୟତମ ଅତିଥି କଂଗ୍ରେସ ଦଳର ଷ୍ଟାର ପ୍ରଚାରକ ତାରା ପ୍ରସାଦ ବାହିନିପତି କହିଛନ୍ତି ଯେ ସୂଚନା ଅଧିକାର ଆଇନ ହେଉ କି ଏମ୍‌ଜିଏନ୍‌ଆରଜିଏ ଯୋଜନା, ଖାଦ୍ୟ ସୁରକ୍ଷା ଆଇନ କି ଶିକ୍ଷା ଅଧିକାର ଆଇନ । ଏ ସମସ୍ତ ଆଇନ ଲୋକଙ୍କ ହିତ ପାଇଁ କଂଗ୍ରେସ ସରକାର ହିଁ ଲାଗୁ କରିଛି । ଏପରିକି କୃଷକଙ୍କ ପାଇଁ କୁମ୍ଭିର କାନ୍ଦଣା କାନ୍ଦୁଥିବା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଆଜି ପର୍ଯ୍ୟନ୍ତ ଟଙ୍କାଟିଏ ମଧ୍ୟ ଋଣ ମାଫ କରିନାହାନ୍ତି କିନ୍ତୁ ଅପରପକ୍ଷେ ଅତିତ ରେ କଂଗ୍ରେସ ସରକାର ଅମଳରେ କୃଷକମାନଙ୍କ ହିତ ପାଇଁ ୭୨ହଜାର କୋଟି ଟଙ୍କାର ଋଣ ମାଫ କରାଯାଇଛି । ତେଣୁ ସମସ୍ତେ ମିଳିମିଶି ବଲାଙ୍ଗିରର ଉନ୍ନତି କରିବାକୁ ହେଲେ କଂଗ୍ରେସର ହାତ ଚିହ୍ନରେ ଭୋଟ ଦିଅନ୍ତୁ ବୋଲି କହିଥିଲେ । ସଭାମାନଙ୍କରେ ଉପସ୍ଥିତ ବଲାଙ୍ଗିର ବିଧାୟକ ମାନ୍ୟବର ବିଧାୟକ ନରସିଂହ ମିଶ୍ର କହିଛନ୍ତି ଯଦି କଂଗ୍ରେସ ସରକାରକୁ ଆସେ ତେବେ ଗୃହ ଜ୍ୟୋତି ଯୋଜନାରେ ଘରେଇ ଉପଭୋକ୍ତଙ୍କ ପାଇଁ ୨୦୦ ୟୁନିଟ ବିଦ୍ୟୁତ ଦେୟ ମାଗଣା, ଯୁବ ବିକାଶ ଯୋଜନାରେ ପ୍ରତ୍ୟେକ ବର୍ଷ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା, କୃଷକମାନଙ୍କ ପାଇଁ ବୋନସ ସହ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କ୍ୱିଣ୍ଟାଲ ପ୍ରତି ୩ହଜାର ଟଙ୍କା, କୃଷିଋଣ ଛାଡ, କୃଷକମାନଙ୍କ ପାଇଁ ୨ହଜାର ଟଙ୍କା ପେନସନ ବ୍ୟବସ୍ଥା, ଗୃହଲକ୍ଷ୍ମୀ ଯୋଜନାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ବ୍ୟଙ୍କ ଋଣ ଛାଡ ଓ ପ୍ରତ୍ୟେକ ମହିଳାଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା, ଆଦିବାସୀ ଓ ଦଳିତ ମହିଳା ୩ହଜାର ଟଙ୍କା ଭତ୍ତା, ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ବ୍ୟବସ୍ଥା ସହ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମାଧ୍ୟମରେ ମାଗଣା ଚିକିତ୍ସା, ବାଦ୍ଧକ୍ୟ ବିକଳାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ପ୍ରଦାନ, ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ଏବଂ ୧୦୦ ଦିନ ଭିତରେ ପେଶା ଆଇନକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like