-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ କେଶରାଜପୁରର ଟପ୍ପର

15-May-2024



ବୋଡ଼େନ - (ରାମନାଥ ପଣ୍ଡା) ବୋଡ଼େନ ବ୍ଲକରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ କେଶରାଜପୁରର ୨୦୨୩-୨୪ ବର୍ଷରେ ଦଶମ ଶ୍ରେଣୀ ପରୀକ୍ଷାରେ ବିଦ୍ୟାଳୟ ପାସ ହାର ୭୧.୮୭ % ଥିବାବେଳେ ୯୦% ରୁ ଉର୍ଦ୍ଧ୍ବ ମାର୍କ ରଖିଛନ୍ତି ୩ ଜଣ ( ୨ଜଣ ଛାତ୍ରୀ ଓ ଜଣେ ଛାତ୍ର) ।ସୋଭାଗିନି ନାଗ ପି - ବଂଶୀଧର ନାଗ ମା - ଅହଲ୍ୟା ନାଗ ୪୬୩ ମାର୍କ (୯୨.୬୦ %)ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।ରିତୁ ପର୍ଣା ବଘେଲ ପି - ବିଜୟ କୁମାର ବଘେଲ ମା - ଲକ୍ଷ୍ମୀ ପ୍ରିୟା ବିଶି ୪୬୧ ମାର୍କ (୯୨.୨୦%)ରଖି ବିଦ୍ୟାଳୟରେ ଦ୍ଵିତୀୟ ସ୍ଥାନ ପାଇଥିବାବେଳେ ବସନ୍ତ ଦୀପ ପି - ଭାସ୍କର ଦୀପ ମା - ଜଳନ୍ଦ୍ରୀ ଦୀପ ୪୫୬ ମାର୍କ (୯୧.୨୦%) ରଖି ବିଦ୍ୟାଳୟରେ ତୃତୀୟ ସ୍ଥାନ ପ୍ରାପ୍ତ କରିଛନ୍ତି ।୬୦% ରୁ ଉର୍ଦ୍ଧ୍ବ ୯୦% ରୁ ତଳ ମାର୍କ ରଖି ୨୯ ଜଣ ଛାତ୍ର ଛାତ୍ରୀ ଏବଂ ୫୦% ରୁ ଉର୍ଦ୍ଧ୍ବ  ୬୦%ରୁ ତଳ ମାର୍କ ରଖି ୧୪ ଜଣ ଛାତ୍ର ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ବିଷୟ ଅନୁସାରେ ଟପ୍ପର ଭାବରେ ଇଂଲିଶ୍ ପାଇଁ ନମିତା ନାଗ ୮୭ ମାର୍କ ,ଓଡ଼ିଆ ପାଇଁ ବସନ୍ତ ଦୀପ ୯୯ ମାର୍କ,ମ୍ୟାଥମାଟିକ୍ସ ପାଇଁ ଦେବଶ କୁମାର କର୍ଣ୍ଣ ୯୬ ମାର୍କ,ସାଇନ୍ସ ପାଇଁ ଯଶଶ୍ଵିନି ବାଗ ୯୬ ମାର୍କ ,ସୋସିଆଲ ସାଇନ୍ସ ପାଇଁ ସୋଭଗିନି ନାଗ ଓ ଦେବଶ କୁମାର କର୍ଣ୍ଣ ଉଭୟେ ୯୮ ମାର୍କ ପ୍ରାପ୍ତ କରିଛନ୍ତି। ବିଦ୍ୟାଳୟରେ ତିନି ଟପ୍ପର ତଥା ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ର ଛାତ୍ରୀଙ୍କ ପାଇଁ ବିଭିନ୍ନ ସ୍ଥାନରୁ ଶୁଭେଚ୍ଛା ବାର୍ତ୍ତା ଆସୁଛି ।ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଛାତ୍ର ଛାତ୍ରୀଙ୍କ କୃତିତ୍ୱ ପାଇଁ ଅଭିଭାବକ ମହଲରୁ କୃତଜ୍ଞତା ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like