-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ସୋନପୁର ଜିଲ୍ଲାର ଘରୋଇ, କୃଷି ତଥା ଶିଳ୍ପ ଉପଭୋକ୍ତାଙ୍କ ନିମନ୍ତେ ବିଦ୍ୟୁତ୍ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଅଛି 

15-May-2024



ବୁର୍ଲା/ବଲାଙ୍ଗିର (ଦେବାଶିଷ ବହିଦାର ):ପଶ୍ଚିମ ଓଡିଶାର ବିଦ୍ୟୁତ୍ ବିତରଣ କମ୍ପାନୀ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଡବ୍ଲୁଓଡିଏଲ୍) ଏହାର ବିଦ୍ୟୁତ ଉପଭୋକ୍ତଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବା ନିମନ୍ତେ ବିଦ୍ୟୁତ୍ ଭିତ୍ତିଭୂମିରେ ବୃଦ୍ଧି ତଥା ବିତରଣ ବ୍ୟବସ୍ଥାର ଉନ୍ନତି ଦିଗରେ ଆଉ ଏକ ପଦକ୍ଷେପ ହାତକୁ ନେଇଛି ।

ଏହି ପରିପ୍ରେକ୍ଷୀରେ, ସୋନପୁର ଜିଲ୍ଲାର ଘରୋଇ, କୃଷି ଏବଂ ଶିଳ୍ପ ଉପଭୋକ୍ତାମାନଙ୍କ ନିମନ୍ତେ ବିଦ୍ୟୁତ୍ ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଦୋଳ ଠାରୁ କେତୁପାଲି ପର୍ଯ୍ୟନ୍ତ ବ୍ୟାପିଥିବା ୧୧ କେ.ଭି. ବିଦ୍ୟୁତ୍ ତାରର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରାଯାଇଅଛି ।  

ପ୍ରକାଶଥାଉ କି, ବିଦ୍ୟମାନ ୧୧କେ.ଭି. ବିଦ୍ୟୁତ୍ ତାରଟି ଅନେକ ଆହ୍ୱାନପୂର୍ଣ୍ଣ ସ୍ଥିତିର ସମ୍ମୁଖୀନ ହେଉଅଛି । ମୁଖ୍ୟତଃ ଯାହାର କାରଣ ହେଉଛି, ପୁରୁଣା ଭିତ୍ତିଭୂମି ଏବଂ ଦିନକୁ ଦିନ ବୃଦ୍ଧି ପାଉଥିବା ବିଦ୍ୟୁତ୍‌ ଚାହିଦା । ଯେଉଁଥିପାଇଁ ଉକ୍ତ ଅଞ୍ଚଳର ଉପଭୋକ୍ତାମାନେ ଲ-ଭୋଲଟେଜ୍ ଏବଂ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣରେ ବାଧାପ୍ରାପ୍ତ ହେବା ଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେହିପରି ଏହି ଅଞ୍ଚଳରେ ହାତୀଙ୍କ ଗମାନାଗମନ ଦେଖିବାକୁ ମିଳିଥାଏ । ତେଣୁ ବନ୍ୟଜନ୍ତୁଙ୍କ ସୁରକ୍ଷା ଲାଗି ବର୍ତ୍ତମାନ କମ୍ ଉଚ୍ଚତାରେ ରହିଥିବା ଏହି ୧୧କେଭି ବିଦ୍ୟୁତ୍ ତାରରେ ବିଦ୍ୟୁତ୍ ସରବରାହ ବନ୍ଦ କରାଯିବାକୁ ଆବଶ୍ୟକ ହେଉଅଛି । ସେହିପରି ଉକ୍ତ ଅଞ୍ଚଳରେ ଅନେକ ଜଙ୍ଗଲ ରହିଥିବାରୁ କିଛି ଅସାଧୁ ବ୍ୟକ୍ତିଙ୍କ ଦ୍ୱାରା ବେଆଇନ ଭାବେ ବନ୍ୟଯନ୍ତୁ ଶିକାର କରିବା ଘଟଣା ମଧ୍ୟ ଆମ ନଜିରରେ ରହିଛି  ।   

ତେଣୁ ଏହି ସବୁ ସମସ୍ୟାର ସମାଧାନ ପାଇଁ କମ୍ପାନୀ ପକ୍ଷରୁ ପାଖାପାଖି ୧୬କିଲୋମିଟର ଦୂରତା ବିଶିଷ୍ଟ ସିନ୍ଦୋଳ ଠାରୁ କେତୁପାଲି ପର୍ଯ୍ୟନ୍ତ ଏହି ୧୧ କେ.ଭି. ବିଦ୍ୟୁତ୍ ତାରର ରୂପାନ୍ତିକରଣ କାର୍ଯ୍ୟ ଆରମ୍ଭ କରାଯାଇଅଛି । ଏହି ୧୧ କେ.ଭି. ବିଦ୍ୟୁତ୍ ତାରର ଉନ୍ନତିକରଣ ହେବା ଫଳରେ ବିରମହାରାଜପୁର ବ୍ଲକର କେତୁପାଲି, ବେହେରାମାଲ, ରାଜନଗର, କପାସିରା, ସିନ୍ଦୋଳ, ଏସ୍. ପତ୍ରାପାଲି, କୁଟପାଲି ଆଦି ଅଞ୍ଚଳରେ ଥିବା ଘରୋଇ, କୃଷି, ତଥା ଶିଳ୍ପ ଉପଭୋକ୍ତାମାନେ ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇ ପାରିବେ । ଏହି ୧୧କେଭି ବିଦ୍ୟୁତ୍ ତାରର ଉନ୍ନତିକରଣ ଦ୍ୱାରା ଉକ୍ତ ଅଞ୍ଚଳର ପ୍ରାୟ ୧୧ଶହ ଉପଭୋକ୍ତା, ୩୫୦ଉଠା ଜଳସେଚନ ଏବଂ ଅନେକ ଚାଉଳ ମିଲ୍ ଗୁଡ଼ିକ ଉପକୃତ ହୋଇ ପାରିବେ । ଏହି ପ୍ରକଳ୍ପର କାର୍ଯ୍ୟ ଚଳିତ ମାସରୁ ଆରମ୍ଭ ହୋଇଥିବା ବେଳେ ସମଗ୍ର କାର୍ଯ୍ୟ ଶେଷ ହୋଇ ବିଦ୍ୟୁତ୍ ସଂଯୋଗ ହେବାକୁ ୩ ମାସ ସମୟ ଲାଗିବ । ଏଥିଲାଗି କମ୍ପାନୀ ପକ୍ଷରୁ ୨.୭୧ କୋଟି ଖର୍ଚ୍ଚର ବ୍ୟୟ ବରାଦ କରାଯାଇଅଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like