-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ବିଷୟରେ ଅବଗତ କଲା ପ୍ରେସ କ୍ଲବ ପ୍ରତିନିଧି ମଣ୍ଡଲ

16-May-2024



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ନିଜେ ମୁଖ୍ୟମନ୍ତ୍ରୀ ଏଥର ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ତେଣୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ପ୍ରେସ କ୍ଲବ କଣ୍ଟାବାଞ୍ଜି ସଭାପତି ପ୍ରଭଜିତ ସିଂ ସାଲୁଜା ଏବଂ ପ୍ରେସ କ୍ଲବ ସଦସ୍ୟ ତଥା ରାଣୀପୁର ଝରିଆଲ ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ ଙ୍କ ନେତୃତ୍ବରେ ଏକ ୧୨ ଜଣିଆ ପ୍ରତିନିଧି ମଣ୍ଡଲ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଥିବା ଅନନ୍ୟ ପ୍ରାଚୀନ କୀର୍ତ୍ତିରାଜି ତଥା ଐତିହାସିକ ଧରୋହର ରାଣୀପୁର ଝରିଆଲ ର ଉନ୍ନତି ତଥା ବିକାଶ ସମ୍ପର୍କରେ ସ୍ମାରକପତ୍ର ପ୍ରଦାନ କରିଥିଲେ। ପିଠର ବିକାଶ ଓ ଉନ୍ନତି ପାଇଁ ଓଡିଶା ସରକାର ଆଗରୁ ୪ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ତେବେ ସେହି ଅନୁଦାନ ଟଙ୍କାରେ ବର୍ତ୍ତମାନ ସୁଦ୍ଧା କିଛି ବି କାମ ଆରମ୍ଭ ହୋଇ ପାରିନାହିଁ । ଏହି ପିଠ ଲକ୍ଷ ଲକ୍ଷ ଲୋକଙ୍କ ଭାବାବେଗ ତଥା ଆସ୍ଥା ଓ ବିଶ୍ବାସ ଜଡ଼ିତ ଥିବାରୁ ପିଠ ପ୍ରତି ସ୍ବତନ୍ତ୍ର ନଜର ଦେବାକୁ ଅନୁରୋଧ କରାଯାଇଥିଲା ।ମୁଖ୍ୟମନ୍ତ୍ରୀ ସମସ୍ତ ଶୁଣିବା ପରେ ଯଥାଶୀଘ୍ର ସମସ୍ୟାର ସମାଧାନ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଲେ। ମୁଖ୍ୟମନ୍ତ୍ରୀଙ୍କ

ସାକ୍ଷାତ ସମୟରେ ବରିଷ୍ଠ ବିଜେଡି ନେତା ଭି କେ ପାଣ୍ଡିଆନ ମଧ୍ୟ ଆଲୋଚନା ରେ ସାମିଲ ହୋଇ ବିଜେଡି ର ବିକାଶ ଟାର୍ଗେଟ ରେ ରାଣୀପୁର ଝରିଆଲ ରହିଥିବା କହିଥିଲେ। ଏହି ସାକ୍ଷାତକାର ସମୟରେ ଡକ୍ଟର ଅମଜଦ ଖାନ , ପ୍ରେସ କ୍ଲବର କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ, କୋଷାଧ୍ୟକ୍ଷ କମଳଜିତ ସିଂ ମାଖିଜା, ଉପସଭାପତି ମନୋଜ ଶର୍ମା, ମୁରିବାହାଲ ସାମ୍ବାଦିକ ସଂଘର ଆଇନ ପରାମର୍ଶଦାତା ଜୟ ଦୀପ ପୁରୋହିତ, ପରାମର୍ଶଦାତା ଆଶିଷ ଖୈତାନ, ବଣ୍ଟି ଗୁପ୍ତା, ଆନନ୍ଦ ମୋଟେ, ଅଫିସ ସମ୍ପାଦକ ବିଶିକେସନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like