-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ରାଜନୀତି

ସିନ୍ଧେକେଲା ବିଜେଡି ପକ୍ଷରୁ ବାଇକ୍ ରେଲି ସହ ବିଶାଳ ମିଶ୍ରଣ କାର୍ଯ୍ୟକ୍ରମ

16-May-2024



ସିନ୍ଧେକେଲା(ଦୀନେଶ ଜୈନ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ହେଲା ପରେ ଦିନକୁ ଦିନ ବିଜେଡି ସୁଦୃଢ ହେବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ବିଜେଡି ପକ୍ଷରୁ ଏକ ବିରାଟ ବାଇକ ରେଲି ସହ ବିଶାଳ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପ୍ରତିନିଧି ଭୋଲାନାଥ ବେହେରାଙ୍କ ନେତୃତ୍ବରେ ଏକ ବିରାଟ  ରେଲି ସ୍ଥାନୀୟ ଶିବ ମନ୍ଦିରରୁ ବାହାରିଥିଲା। ଉକ୍ତ ବ୍ଲକ ର ୨୪ ଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ସମେତ ହାରାହାରି ୩୦୦୦ କର୍ମୀ ରେଲି ରେ ସାମିଲ ହୋଇଥିଲେ l

ରେଲି ଟି ସିନ୍ଧେକେଲା ମିନି ସହର ପରିକ୍ରମା କରି ଲଙ୍କ ବଗିଚାରେ ପହଞ୍ଚିଥିଲା । ସେଠାରେ ଏକ ବିଶାଳ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମୁଖ୍ୟ ନିର୍ବାଚନ ସଂଯୋଜକ ଭୁପିନ୍ଦର ସିଂ ଯୋଗଦେଇ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ ଅଞ୍ଚଳକୁ ପାଞ୍ଚ ବର୍ଷରେ ଥରେ ଆସନ୍ତି କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ସାଙ୍ଗରେ ସବୁବେଳେ ଦୁଖଃସୁଖରେ ରହିବେ। ସମ୍ମାନିତ ଅତିଥି ଭାବରେ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ଦାସ, ବଙ୍ଗୋମୁଣ୍ଡା ବ୍ଲକ ବିଜେଡ଼ି ପର୍ଯ୍ୟବେକ୍ଷକ ଦେବେନ୍ଦ୍ର ଦାସ, ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେର, ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ବେହେରା, ଜିଲ୍ଲା ବିଜେଡି ଉପ ସଭାପତି ଉମାକାନ୍ତ ସାହୁ, ବରିଷ୍ଠ ବିଜେଡି ନେତା ରୂପେଶ ବେହେରା, ଜୁରାବନ୍ଦ ସରପଞ୍ଚ ନରେଶ ସଗରିଆ, ସିନ୍ଧେକେଲା ପୂର୍ବତନ ସରପଞ୍ଚ ରାଜା ଥନାପତି ପ୍ରମୁଖ ଯୋଗଦେଇ ନବୀନ ପଟ୍ଟନାୟକଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରାଇବା ପାଇଁ ଚେଷ୍ଟା କରନ୍ତୁ ବୋଲି ଆହ୍ୱାନ ଦେଇଥିଲେ l ଉକ୍ତ ମିଶ୍ରଣ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷଙ୍କ ସହ ବ୍ଲକର ୨୪ ଜଣ ସମିତି ସଭ୍ୟ ଜଣେ ସରପଞ୍ଚ ଓ ହଜାର ହଜାର କର୍ମୀ ବିଜେଡିର ଯୋଗଦାନ କରିଥିଲେ । ସୂଚନାଯୋଗ୍ୟ ଯେ ଏହା ପୂର୍ବରୁ ଉକ୍ତ ବ୍ଲକର ୨୩ ଟି ପଞ୍ଚାୟତର ସରପଞ୍ଚ ସିଧାସଳଖ ନବୀନ ନିବାସ ଯାଇ ବିଜେଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଯୋଗଦାନ କରିସାରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like