-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସର୍ଭିସ ଷ୍ଟାର ସମ୍ମାନରେ ସମ୍ମାନୀତ ହେଲେ ଶିକ୍ଷକ ଦୀନବନ୍ଧୁ

16-May-2024



ଡୁଙ୍ଗୁରିପାଲି, ତା.୧୬/୫-(ପ୍ରେରଣା ଖବର)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହାରେ କାର୍ଯ୍ୟରତ ବଜ୍ଞାନ ଶିକ୍ଷକ ତଥା ସ୍କାଉଟ ମାଷ୍ଟର ଦୀନବନ୍ଧୁ ପ୍ରଧାନ ସେବା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ମହାମହିମ ରାଜ୍ୟପାଳଙ୍କ ଠାରୁ   ସମ୍ମାନଜନକ ସର୍ଭିସ ଷ୍ଟାର ପୁରସ୍କାର ପ୍ରାପ୍ତ କରିଛନ୍ତି । ରାଜଭବନ ର ଅଭିଷେକ ହଲ ଠାରେ ଓଡିଶା ରାଜ୍ୟ ସ୍କାଉଟ ଓ ଗାଇଡସ୍ ତରଫରୁ ଆୟୋଜିତ ହୋଇଥିବା ଏକ ବର୍ଣ୍ଣାଢ୍ୟ ଉତ୍ସବରେ ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ  ଉତ୍ସର୍ଗୀକୃତ ଭାବେ ସେବା କ୍ଷେତ୍ରରେ ଉପଲବଧି ଲାଭ କରିଥିବା ସ୍କାଉଟ ମାଷ୍ଟର ଶ୍ରୀପ୍ରଧାନଙ୍କୁ ମେଡାଲ ଓ ସାର୍ଟିଫିକେଟ ଦେଇ   ସମ୍ମାନୀତ କରିଛନ୍ତି । ଉକ୍ତ ଉତ୍ସବରେ ଓଡିଶା ରାଜ୍ୟ ଭାରତ ସ୍କାଉଟ ଏବଂ ଗାଇଡସ୍‌ର ରାଜ୍ୟ ମୁଖ୍ୟ କମିଶନର କାଳି ପ୍ରସାଦ ମିଶ୍ର, ଗାଇଡସ୍ କମିଶନର ସିପ୍ରା ମଲ୍ଲୀକଙ୍କ ସମେତ ଅନ୍ୟାନ୍ୟ  ବରେଣ୍ୟ ଅତିଥି ବୃନ୍ଦ ଉପସ୍ଥିତ  ରହି ସେବା କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତି ବିଶେଷ ଏବଂ ଅନୁଷ୍ଠାନକୁ ସେବା ସମ୍ମାନ ପ୍ରାପ୍ତି ନିମନ୍ତେ ଉତ୍ସାହିତ କରିଛନ୍ତି । ପ୍ରକାଶଥାଉକି, ଶ୍ରୀ ପ୍ରଧାନ ଦୀର୍ଘ ୨୫ ବର୍ଷରୁ ଓଡିଶା ରାଜ୍ୟ ସ୍କାଉଟ ଓ ଗାଇଡସ୍  ସଂସ୍ଥା ସହିତ ଅନୁବନ୍ଧିତ ହୋଇ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମାର୍ଗଦର୍ଶନ କରିବା ସହିତ ଅନୁଷ୍ଠାନ ତରଫରୁ ସମାଜର ବିକାଶ ନିମନ୍ତେ ନିରବଚ୍ଛିନ୍ନ ଭାବରେ ସେବା ପ୍ରଦାନ କରିଆସିଛନ୍ତି । ଶ୍ରୀପ୍ରଧାନ ପୂର୍ବରୁ ଅନୁଷ୍ଠାନର ମର୍ଯ୍ୟାଦାଜନକ ବସନ୍ତ ବିଶ୍ୱାଳ ସମ୍ମାନରେ ମଧ୍ୟ ସମ୍ମାନୀତ ହୋଇସାରିଛନ୍ତି ।

ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟନାରାୟଣ ତ୍ରିପାଠୀ, ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ, ବୁଦ୍ଧିଜିବୀ, ଛାତ୍ରଛାତ୍ରୀ ଏବଂ ଅଭିଭାବକ ବୃନ୍ଦ ରାଜ୍ୟପାଳଙ୍କ ଠାରୁ ସର୍ଭିସ ଷ୍ଟାର ପୁରସ୍କାର ପ୍ରାପ୍ତ କରିଥିବାରୁ  ଶ୍ରୀପ୍ରଧାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like