-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ସିବିଏସଇ ଦ୍ଵାଦଶ ବିଜ୍ଞାନ ରେ କେ. ସ୍ନେହା ରାଜ୍ୟ ଓଏଭି ଟପ୍ପର ହେଲେ ଓ ସୋନପୁର ର ଗୌରବ ବଢାଇଲେ

16-May-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
 ଚଳିତ ବର୍ଷ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ( ସିବିଏସ୍ ଇ )ର  ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ଓଡିଶା ଆଦର୍ଶ ବିଦ୍ୟାଳୟ ସୋନପୁର ପିପିଲିପାଲି ର ପରୀକ୍ଷା ଫଳାଫଳ ବେଶ ଉତ୍ସାହଜନକ ରହିଛି ।  ଦ୍ୱାଦଶ ବିଜ୍ଞାନ ବିଭାଗରେ  ୫୫ ଜଣ ପରୀକ୍ଷାର୍ଥୀ ଙ୍କ ମଧ୍ୟରୁ ୫୧ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ସେଥିରୁ କେ. ସ୍ନେହା ୯୬.୮% ମାର୍କ  ରଖି ବିଦ୍ୟାଳୟରେ ପ୍ରଥମ ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ  ଟପ୍ପର  ହୋଇଛନ୍ତି । ଏହି ସଫଳତାରେ  ବିଦ୍ୟାଳୟର ଅଧ୍ୟକ୍ଷ ,ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ବାପା ମା ଙ୍କୁ ଶ୍ରେୟ ଦେଇଛନ୍ତି ସୁଶ୍ରୀ ସ୍ନେହା l  ଏ ସଫଳତା ରେ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ଅରୁଣ ମହାକୁର ଖୁସିବ୍ୟକ୍ତ କରି ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ କଠିନ ପରିଶ୍ରମ ବଳ ରେ ବିଦ୍ୟାଳୟର ଗୌରବ ବଢ଼ି ଥିବାରୁ ସମସ୍ତ ଶିକ୍ଷକ ଙ୍କୁ ସାଧୁବାଦ ଜଣାଇଛନ୍ତି ଓ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ରାଜ୍ଯ ଟପ୍ପର କେ ସ୍ନେହା କ୍ଲାସ ସେଭେନ୍ତ ରୁ ଦଶମ କ୍ଲାସ ଯାଏଁ ଏହି ବିଦ୍ୟାଳୟ ରେ ଟପ୍ପର ହୋଇ ଆସିଥିବା ବେଳେ ଜିଲ୍ଲା ସ୍ତରୀୟ ଡିବେଟ୍, ଏସ୍ ଏ, ପ୍ରତିଯୋଗୀତା ରେ ସବୁ ବେଳେ ସେ ପ୍ରଥମ ସ୍ଥାନ ଅଧିକାର କରିଆସୁଥିଲେ l ଓଲୋମ୍ପପେଡ ପରୀକ୍ଷା ରେ ମଧ୍ଯ ସେ ଶ୍ରେଷ୍ଠ ସ୍ଥାନ ରେ କୃତିତ୍ୱ ହାସଲ କରିଥିବା ଜଣା ଯାଇଛି l ଏ ସଫଳତା ପରେ କେ ସ୍ନେହା ଙ୍କୁ ଶୁଭେଚ୍ଛା ର ସୁଅ ଛୁଟୁଥିବା ବେଳେ ଆଗକୁ ସେ ଜଣେ ଡାକ୍ତର ହୋଇ ରୋଗୀ ଙ୍କୁ ଉତ୍ତମ ସେବା ଦେବାକୁ ଲକ୍ଷ୍ୟ ରଖିଛନ୍ତି l ସୋନପୁର ର ଜଣେ ଯୁବ ସଙ୍ଗଠକ ଯୁବ ନେତା ସଫଳ ଚାଷୀ ତଥା ବ୍ୟବସାୟୀ ଜନ୍ମଜୟ ପାତ୍ର ଓ ପୂର୍ଣ୍ଣିମା ପାତ୍ର ଙ୍କ ସୁନା ଝିଅ କେ ସ୍ନେହା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like