-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ନିର୍ବାଚନ ମଣ୍ଡଳୀ ରେ ଓବିସି ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

16-May-2024



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ନିର୍ବାଚନ ମଣ୍ଡଳୀ  ଲୋଇସିଂହା ସ୍ଥିତ ଆଦିବାସୀ ଭବନ ଠାରେ ସରୋଜ କୁମାର ମେଶ୍ଵା ସଂଯୋଜକ ଓବିସି ମଞ୍ଚ ବଲାଙ୍ଗିର ଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଓବିସି ଙ୍କ ଜନସଂଖ୍ୟା ଓଡ଼ିଶା ରେ ୫୨% ଏବଂ ୨ କୋଟିରୁ ଉର୍ଦ୍ଧ୍ବ ଥିଲେ ମଧ୍ୟ ଆରକ୍ଷଣ ଶୂନ୍ୟ l ଦେଶରେ ସମସ୍ତ ରାଜ୍ୟ ରେ ଓବିସି ଙ୍କୁ ୨୭% ସଂରକ୍ଷଣ  ଶିକ୍ଷା ଓ ଚାକିରି କ୍ଷେତ୍ରରେ ଯୋଗାଇ ଥିଲେ ମଧ୍ୟ ଓଡ଼ିଶାର ନବୀନ ସରକାର ଓଡ଼ିଶା ର ଓବିସି ଙ୍କୁ ହତାଦର କରିବାରେ ଲାଗିଛନ୍ତି ଏବଂ ଓବିସି ରେ ୯ ଟି ଉଚ୍ଚ ଜାତି କୁ ମିଶାଇ ଏସ୍ ଇ ବି ସି କଲେ l ଇ ଡବ୍ଲୁ ଏସ୍ ନାଁ ରେ ଉଚ୍ଚ ବର୍ଗର ୩% ଲୋକ ଙ୍କୁ ୧୦% ସଂରକ୍ଷଣ, ଏସ୍ ସି, ଏସ୍ ଟି କୁ ଦେଲେ ହେଲେ ଓବିସି ଙ୍କୁ ଆଦୌ ସଂରକ୍ଷଣ ଦେଲେ ନାହିଁ l ଦିର୍ଘ ୨୪ ବର୍ଷ ର ଶାସନ କାଳରେ ଓବିସି ଙ୍କ ପାଇଁ କିଛି କଲେ ନାହିଁ। କିନ୍ତୁ ସାଢେ଼ ଚାରି କୋଟି ଓଡିଆ ବିଜୁ ପରିବାର ବୋଲି କହିବା ହାସ୍ୟାସ୍ପଦ ଅଟେ l ଏପରି ସ୍ଥଳେ ବିଜୁ ଜନତା ଦଳ ସରକାର  କୁ ଓବିସି ମାନେ ଭୋଟ ଦେବା କାହିଁକି ? ବୋଲି ଶ୍ରୀ ମେଶ୍ଵା ପ୍ରଶ୍ନ କରିଛନ୍ତି l ଏଣୁ ଦଳ ମତ ନିର୍ବିଶେଷରେ ଓବିସି ଜାତି ର ପ୍ରାର୍ଥୀ ଙ୍କୁ ହିଁ ଭୋଟ ଦେବେ l ସଂରକ୍ଷଣ ସିଟ୍ ରେ ଯେଉଁ ଦଳ ବା ପ୍ରାର୍ଥୀ ପଛୁଆ ବର୍ଗ ଙ୍କ ହିତ ପାଇଁ ଲଢେଇ କରିବ ସେହି ଦଳ ବା ବ୍ୟକ୍ତି ବିଶେଷଙ୍କୁ ଓବିସି ମାନେ ଭୋଟ ଦେବେ ବୋଲି ଶ୍ରୀ ମେଶ୍ଵା ପ୍ରେସ ବିବୃତିରେ ଅନୁରୋଧ କରିଥିଲେ। ଏହି ଅବସରରେ ରେ ମଧୁସୂଦନ କ୍ଷେତୀ ,ଆବାହକ ଓବିସି ମଞ୍ଚ ଲୋଇସିଂହା ନିର୍ବାଚନ ମଣ୍ଡଳୀ ,ସୁମନ୍ତ ମେହେର, ଜୟ ବିହାରୀ ବିଶ୍ବାଳ ପ୍ରମୁଖ ମଞ୍ଚାସିନ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like