-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନିର୍ବାଚନରେ ରୋକାଲ ପଞ୍ଚାୟତର ମତଦାନ ହାର

17-May-2024



ବୋଡ଼େନ - (ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ରୋକାଲ ପଞ୍ଚାୟତରେ ରୋକାଲ, ତରାପୁର, କମଳା ମାଲ,କ୍ଷୀର ମାଲ ଓ ଜୟ ବାହାଲ ଗ୍ରାମ ରେ ସମୁଦାୟ ୪୪୯୨ ଭୋଟର ଥିବାବେଳେ ୩୪୮୩ ଜଣ ଭୋଟର ଚଳିତ ନିର୍ବାଚନରେ ଭୋଟ ଦେଇଛନ୍ତି ।୧୦୦୯ ଜଣ ଭୋଟର ଭୋଟ ଦେଇନଥିବା ପ୍ରକାଶ ପାଇଛି ।୨୨.୪୭% ଭୋଟର ମତଦାନ କରିନାହାନ୍ତି ।  ୭୭.୫୩% ଭୋଟର ମତଦାନ ସାବ୍ୟସ୍ତ କରିଛନ୍ତି । ରୋକାଲ ଗ୍ରାମର ଭୋଟର ସଂଖ୍ୟା ୮୬୧, ତରା ପୁର ଗ୍ରାମର ୭୯୪,କମଳା ମାଲ ଗ୍ରାମର ୯୨୬,କ୍ଷୀରମାଲ ଗ୍ରାମର ୧୦୨୭ ଓ ଜୟବାହାଳ ଗ୍ରାମର ୮୮୪ ଭୋଟର ଥିବାବେଳେ ରୋକାଲରେ ୭୬.୮୯% ,ତରାପୁରରେ ୬୯.୨୭%,କମଳାମାଲରେ ୮୩.୦୫%, କ୍ଷୀରମାଲରେ ୭୪.୩୯% ଏବଂ ଜୟବାହାଲ ଗ୍ରାମରେ ସର୍ବାଧିକ ୮୩.୪୮% ହାରରେ ଭୋଟର ମତଦାନ କରିଛନ୍ତି ।ପଞ୍ଚାୟତରେ ପୁରୁଷ ଭୋଟରଙ୍କ ସଂଖ୍ୟା ୨୨୭୫ ଙ୍କ ମଧ୍ୟରୁ ୧୬୬୩ ଜଣ ଭୋଟର ଭୋଟ ଦେଇଛନ୍ତି ।୬୧୨ ଜଣ ପୁରୁଷ ଭୋଟର ଭୋଟ ଦେଇନାହାନ୍ତି ।ମହିଳା ଭୋଟର ସଂଖ୍ୟା ୨୨୧୬ ଙ୍କ ମଧ୍ୟରୁ ୧୮୨୦ ଜଣ ଭୋଟ ଦେଇଥିବାବେଳେ ୩୯୬ ଜଣ ଭୋଟ ଦେଇନାହାନ୍ତି ।ବ୍ଲକର ସମୁଦାୟ ଭୋଟର ୬୪୮୫୨ ଜଣ ।ମତଦାନ କଲେ ୫୦୯୩୪ ଜଣ ।ମତଦାନ କରିନାହାନ୍ତି ୧୩୯୧୮ ଜଣ ଭୋଟର ।ମତଦାନ କରିନଥିବା ପୁରୁଷ ଭୋଟର ୭୬୪୫ ଜଣ ଓ ମହିଳା ଭୋଟର ୬୨୬୮ ଜଣ ।ଶାନ୍ତି ଶୃଙ୍ଖଳାର ସହିତ ମତଦାନ ସାବ୍ୟସ୍ତ କରିଛନ୍ତି ବୋଡ଼େନ ବ୍ଲକର ଭୋଟର ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like