-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ବି ଜେ ପି ବିଧାୟକ ପ୍ରାର୍ଥୀ ଙ୍କ ସାମ୍ୱାଦିକ ସମ୍ମିଳନୀ- ୨୫ ବର୍ଷ ର କେନ୍ଦ୍ର ଅନୁଦାନ କୁ ଠିକାଦାର ଙ୍କ ସହ ଲୁଟି ଖାଇଛି ଏ ସରକାର- ପ୍ରମୋଦ ମହାପାତ୍ର

17-May-2024



-ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବିଜେପି ବିଧାୟକ ପ୍ରାର୍ଥୀ ପ୍ରମୋଦ ମହାପାତ୍ର ବିଜେପି ପାର୍ଟି ଅଫିସ୍ ଠାରେ ଏକ ସାମ୍ୱାଦିକ ସମ୍ମିଳନୀ ର ଆୟୋଜନ କରି କହିଥିଲେ ଯେ, ଏଥର ସାଧାରଣ ନିର୍ବାଚନ ଖୁବ୍ ଗୁରୁତ୍ୱପୂର୍ଣ୍ଣ କାରଣ ପ୍ରତି ବର୍ଗ ର ଲୋକ ଙ୍କୁ ମୌଳିକ ସୁବିଧା ଯୋଗାଇ ବାରେ ପୁରା ଫେଲ୍ ମାରିଥିବା ଓ ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶା ବାସୀ ଙ୍କୁ ପ୍ରତାରିତ କରିଚାଲିଥିବା, ଧୋକା ଦେଇ ଥିବା ଓ ଠକି ଚାଲିଥିବା ନବୀନ ସରକାର ଙ୍କୁ ଲୋକେ ଗାଦି ଚ୍ୟୁତ କରିବାକୁ ଗାଁ ଗାଁ ରେ ଲୋକେ ମନସ୍ଥ କରି ସାରିଛନ୍ତି l କେବଳ ଜିଲ୍ଲା  ଘୋଷୋଣl  କରି  ସୋନପୁର ବାସୀ ଙ୍କୁ ଖୁସି  କରିବା ଛଡ଼ା ଆଉ କିଛି ନୁଆ ପ୍ରକଳ୍ପ ର ଶିଳ୍ପ ର ନାଁ ଧରିନି ଏ ଯାଏଁ ସରକାର ବୋଲି ଭର୍ସନl କରିଥିଲେ ଶ୍ରୀ ମହାପାତ୍ର l ରାମେଶ୍ଵର ତ୍ରିବେଣୀ ସଙ୍ଗମ, ପାପକ୍ଷୟ, ପାତାଳୀ ଶ୍ରୀ କ୍ଷେତ୍ର, ଭୀମ ଭୋଇ ପୀଠ ଭଳି ଜିଲ୍ଲା ର ସବୁ ପର୍ଯ୍ୟଟନ କ୍ଷେତ୍ର ର  ବିକାଶ ରେ ଫେଲ୍ ମାରିଛି, କେନ୍ଦ୍ର ସରକାରଙ୍କ ୨୫ ବର୍ଷ ର ଅନୁଦାନ ଲୁଟ କରି  ଠିକାଦାର ମାନଙ୍କ ସହ ଭାଗ ବଣ୍ଟା କରି ଚଳୁ କରିଛନ୍ତି l ରେଳ ସଂଯୋଗ କୁ ଜାଣି ଶୁଣି ଅବହେଳା କରିଛି , କୃଷି ଭିତ୍ତିକ ଶିଳ୍ପ କିଛି ଗଢି ଯୁବକ ଙ୍କୁ ରୋଜଗାର ଯୋଗାଇବାରେ , ଦାଦନ ରୋକିବାରେ , ସ୍ୱାସ୍ଥ୍ୟ ସେବା ସୁଧାରିବାରେ ପୁରା ଫେଲ୍ ମାରିଛି ସରକାର l ଏ ମାଟିର ଅନେଗୁଡ଼ିଏ ପ୍ରତିଭା ଅଲୋଡ଼ା ହୋଇ ରହିଛନ୍ତି  ଯାହାକି ଓଡ଼ିଶା ଜଗନ୍ନାଥ ପୀଠ ଓ ସୋନପୁର ଶକ୍ତି ପୀଠ ଆଉ ସହିବନି ଏ ଶାସନ କୁ l ରାମ ମନ୍ଦୀର ପରେ ଏଥର ରାମ ରାଜ୍ୟ ପ୍ରତିଷ୍ଠା ହେବ ବୋଲି କହିଛନ୍ତି ଶ୍ରୀ ମହାପାତ୍ର l ଛତିଶ ଗଡ  ମେଡିକାଲ୍ ପ୍ଲାଣ୍ଟ ବୋର୍ଡ କର୍ପୋରେସନ ର ଅଧ୍ୟକ୍ଷ କ୍ୟାବିନେଟ୍ ପାହ୍ୟା ଡଃ ଜୟ ପ୍ରକାଶ ଶର୍ମା  ଏହି ସାମ୍ୱାଦିକ ସମ୍ମିଳନୀ ରେ ଯୋଗ ଦେଈ ସୋନପୁର ନିର୍ବାଚନ ମଣ୍ଡଳୀ ସାରା ବୁଲି ଯାହା ଦେଖିଛି ଏଥର ନବୀନ ସରକାର ପ୍ରତି ଖାସ କରି ଭି କେ ପଣ୍ଡିଆନ ଶାସନ କୁ ଲୋକେ ନା ପସନ୍ଦ କରିଥିବା ଓ ଲୋକେ ପରିବର୍ତ୍ତନ ମୁହାଁ ହୋଇଥିବା କହିଥିଲେ l ମିଡ଼ିଆ ପ୍ରଭାରୀ ରାଜୀନ ବିଶି ଓ ନିରଞ୍ଜନ ତ୍ରିପାଠୀ ଓ ନଗର ସମ୍ପାଦକ କୁନା ବିଶ୍ଵାଳ ଏହି ସମ୍ମିଳନୀରେ ଯୋଗ ଦେଈ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like