-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ବିଜେଡି ଅଫିସ୍ ରେ ବିଜେଡ଼ିର ମିଶ୍ରଣ ପର୍ବ*-

17-May-2024



ସୋନପୁର- (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ବିଜେଡି ଅଫିସ୍ ରେ ବିଜେଡି ର ମିଶ୍ରଣ ପର୍ବ ଅନୁଷ୍ଟିତ ହୋଈ ଯାଇଛି l  ପୂର୍ବତନ ମୁସଲିମ ସମାଜ ର ସଭାପତି ରେହେମତ ମହମ୍ମଦ, ପୁରୁଖା କଂଗ୍ରେସ ନେତା ହୁସେନ ମହମ୍ମଦ, ମହମ୍ମଦ ଅlଝlର, ଅରିଫ୍ ମହମ୍ମଦ, ସଲୀମ୍ ଖନ୍, ଶେଖ୍ ଆଶୁ, ଅବଦୁଲ ସଲlମ୍ ଵକ୍ସ, ଆୟୁବ ଖାନ, ଇରlବଦ୍ ଖାନ  ପ୍ରମୁଖ ବିଜେପି ଓ କଂଗ୍ରେସ ର ବହୂ ଯୁବ ଓ ବରିଷ୍ଠ ନେତା ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଅଭିମନ୍ୟୁ କୁଶଳ , ଯୁବ ନେତା ଶାଶ୍ଵତ ମିଶ୍ର, ଜିଲ୍ଲା ପ୍ଲାନିଂ ବୋର୍ଡ ସଦସ୍ୟ ପୀୟୁଷ ପଣ୍ଡା , ଓ ବହୁ ବିଜେଡି ନେତା ଙ୍କ ଉପସ୍ଥିତି ରେ ବିଜୁ ଜନତା ଦଳ ରେ ସାମିଲ୍ ହୋଇଛନ୍ତି l  ବିଜୁ ଜନତା ଦଳ ର ନୀତି ଆଦର୍ଶ କୁ ଓ ନବୀନ ସରକାର ଙ୍କ ବିକାଶ କୁ ପାଥେୟ କରି ୮ ନମ୍ବର ୱାର୍ଡ଼ ର ପ୍ରମୁଖ ଯୁବ ନେତା ଆଜି ବିଜେଡି ରେ ସାମିଲ୍ ହୋଇ ଥିବା ଜଣl ଯାଇଛି l ୮ ନମ୍ୱର୍ ୱାର୍ଡ଼ କାଉନସିଲର ତଥା ଜିଲ୍ଲା ପ୍ଳlନିଂ ବୋର୍ଡ ସଦସ୍ୟ ପୀୟୂଷ ପଣ୍ଡା ଙ୍କ ନେତୃତ୍ଵ ରେ ଆଜି ର ଏହି ମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଥିଲା l ମନ୍ତ୍ରୀ ଙ୍କ ଦ୍ଵାରା ଏ ସମସ୍ତ ଙ୍କୁ ଦଳ ର ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ବାଗତ କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like