-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବିଜେଡି ପ୍ରତିଷ୍ଠା ଦିବସ ରେ ରକ୍ତ ଦାନ ଶିବିର

26-Dec-2020



ପୋଲସରା, (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଲସରା ଠାରେ ଡିସେମ୍ବର ୨୬ ତାରିଖ ଦିନ ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଜୀବନ ବିନ୍ଦୁ ଆନୁକୂଲ୍ୟରେ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଓ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ, ଦୁଇଟି ରକ୍ତଦାନ ଶିବରରେ ୩୨୪ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣାପଡିଛି। ଏହି ମହତ ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ବରେ ଗତ ୨୨ ତାରିଖ ଦିନ ପୋଲସରାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବିଜେଡ଼ିର ପ୍ରତିଷ୍ଠା ଦିବସରେ ରକ୍ତଦାନ କରିବା ବିଧାୟକ ଶ୍ରୀ ସାହୁ ଆହ୍ୱାନ ପ୍ରଦାନ କରିଥିଲେ। ଆଜି ଜୀବନ ବିନ୍ଦୁ ଆନୁକୂଲ୍ୟରେ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ବ୍ରହ୍ମପୁର ରକ୍ତ ଭଣ୍ଡାର ମେଡ଼ିକାଲ କର୍ମଚାରୀଙ୍କ ଦ୍ଵାରା ୧୬୧ ୟୁନିଟ ରକ୍ତ ସଂଗୃହିତ ହୋଇଥିବା ବେଳେ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ଭଞ୍ଜନଗର ରକ୍ତ ଭଣ୍ଡାର କର୍ମଚାରୀଙ୍କ ଦ୍ଵାରା ୧୬୩ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ଜୀବନ ବିନ୍ଦୁ ଗଞ୍ଜମ ଜିଲ୍ଲା ସଂଯୋଜକ ସୁବାସ ମହାରଣା ଙ୍କ ତତ୍ତ୍ୱାବଧାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ୩୨୪ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ସେହିପରି ବିଜେଡି ର ପ୍ରତିଷ୍ଠା ଦିବସ ଉପଲକ୍ଷେ ବ୍ରହ୍ମପୁରରେ ମଧ୍ୟ ରକ୍ତଦାନ ଶିବିର ଆୟୋଜନ କରାଯାଇ ୨୫୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ସଂଯୋଜକ ସୁବାସ ମହାରଣା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like