-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜନୀତି

ରାମ ଅବତାର ଜୈନ ହେଲେ ସିନ୍ଧେକେଲା ତେରାପଂଥ ସଭାର ନୂତନ ଅଧ୍ୟକ୍ଷ , ପୂର୍ବ ଅଧ୍ୟକ୍ଷ ବଜରଙ୍ଗ ଜୈନ ଠାରୁ କାର୍ଯ୍ୟଭାର ଗ୍ରହଣ

17-May-2024



ସିନ୍ଧେକେଲା(ଦୀନେଶ ଜୈନ ): ଅଖିଳ ଭାରତୀୟ ତେରାପଂଥ ସଭା ର ବିଭିନ୍ନ ଶାଖା ଗୁଡ଼ିକରେ ୨୦୨୪-୨୫ ପାଇଁ ନୂତନ ଶାଖା ଅଧ୍ୟକ୍ଷ ଚୟନ ହେଉଥିବାବେଳେ ସିନ୍ଧେକେଲା ରେ ମଧ୍ୟ ନୂତନ ଅଧ୍ୟକ୍ଷ ଚୟନ କୁ ନେଇ ଅଧ୍ୟକ୍ଷ ବଜରଙ୍ଗ ଜୈନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ଅଗ୍ରୱାଲ ଜୈନ ତେରାପଂଥ ଭବନରେ ଆୟୋଜନ କରାଯାଇଥିଲା । ଏହି ଅବସରରେ ଅଧ୍ୟକ୍ଷ ବଜରଙ୍ଗ ଜୈନ ତାଙ୍କର କାର୍ଯ୍ୟକାଳ ସମାପ୍ତି ହୋଇଥିବାରୁ ତାଙ୍କ କାର୍ଯ୍ୟକାରିଣୀ କମିଟିର କାର୍ଯ୍ୟଭାର ପ୍ରତ୍ୟାହାର କରି ନୂତନ ଅଧ୍ୟକ୍ଷ ଚୟନ ପାଇଁ ନିବେଦନ କରିଥିଲେ । ଅଧ୍ୟକ୍ଷ ଚୟନ ଦାୟିତ୍ୱ ମହାସଭା ପ୍ରଭାରୀ ଛତ୍ରପାଳ ଜୈନ ଙ୍କୁ ଦିଆଯାଇଥିଲା ।  ତାଙ୍କ ନିର୍ଦ୍ଦେଶରେ ସର୍ବ ପ୍ରଥମେ ନୂତନ ସଭାପତି ପାଇଁ ଫୁଲଚନ୍ଦ ଜୈନ ପ୍ରସ୍ତାଵକ ଭାବରେ ଛିଡା ହୋଇ ରାମ ଅବତାର ଜୈନଙ୍କ ନାମ ପ୍ରସ୍ତାବ ଦେଇଥିଲେ । ଉକ୍ତ ପ୍ରସ୍ତାବକୁ ରମେଶ ଜୈନ ସମର୍ଥନ ଜଣାଇଥିଲେ । ପରେ ଓଁ ଅର୍ହମ ଧ୍ୱନି ଦ୍ୱାରା ରାମ ଅବତାର ଜୈନ ଙ୍କୁ ସିନ୍ଧେକେଲା ତେରାପଂଥ ସଭାର ଅଧ୍ୟକ୍ଷ ଦାୟିତ୍ୱ ଦିଆଗଲା ଓ ନୂତନ ଅଧ୍ୟକ୍ଷ ରାମ ଅବତାର ଜୈନ ପୂର୍ବ ଅଧ୍ୟକ୍ଷ ବଜରଙ୍ଗ ଜୈନ ଠାରୁ କାର୍ଯ୍ୟଭାର ଗ୍ରହଣ କରିଥିଲେ ।

କୋଷାଧ୍ୟକ୍ଷ ରୋଶନ ଜୈନ ବିଗତ ବର୍ଷର ଆୟବ୍ୟୟ ପ୍ରସ୍ତୁତ କରିଥିବାବେଳେ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅଗ୍ରୱାଲ ସଭା ଅଧ୍ୟକ୍ଷ ପ୍ରସନ୍ନ ଜୈନ ,   କୋଷାଧ୍ୟକ୍ଷ ସୁବାଷ ଜୈନ , ବିମଲ ଜୈନ , ନବୀନ ଜୈନ , ନରେନ୍ଦ୍ର ଜୈନ , କୈଳାସ ଜୈନ , ଆଦେଶ ଜୈନ , ସୋନୁ ଜୈନ , ନନ୍ଦ କିଶୋର ଜୈନ , ରାଜେଶ ଜୈନ , ନିତେଶ ଜୈନ , ଅନିଲ ଜୈନ , ସୁଶୀଲ ଜୈନ , ସୁଦର୍ଶନ ଜୈନ , ପୂର୍ବତନ ସମ୍ପାଦକ ନବୀନ ଜୈନ , ମାମରାଜ ଜୈନ , ଗୋପାଳ ଜୈନ , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like