-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||     

HOME   ଜିଲ୍ଲା

ସୋନପୁର ସହର ରେ ବିଜେଡି ର ବିଶାଳ ମହିଳା ଶୋଭାଯାତ୍ରା- ଭୋଟ ପ୍ରଚାର କଲେ ଓ ଯୋଡ଼ି ଶଙ୍ଖ ର ବିଜୟ ପଥ ସ୍ପଷ୍ଟ କଲେ ମନ୍ତ୍ରୀ ଶ୍ରୀ ପୁଝାରୀ ଓ ପରିବାର

18-May-2024



(ମନୋରଞ୍ଜନ ତ୍ରିପାଠୀ )
  ସୋନପୁର ନିର୍ବାଚନ ମଣ୍ଡଳୀ ରେ ଗତ କାଲି ବିଜେଡି ପ୍ରାର୍ଥୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ତାଙ୍କ ଧର୍ମ ପତ୍ନୀ, ଝିଅ, ନାତି ସ ପରିବାର ଗାଁ କୁ ଗାଁ ବୁଲି ଭୋଟ ଭିକ୍ଷା କରିଥିବା ବେଳେ ସନ୍ଧ୍ୟା ରେ ସୋନପୁର ସଦର ମହକୁମାରେ ଗୁଣ୍ଡିଚା ମନ୍ଦିର ସମ୍ବୁଖ  ୬ ନମ୍ବର ୱାର୍ଡ଼ ରେ  ୫ ହଜାର ମହିଳା ଙ୍କ ଏକ ବିଶାଳ ସମାବେଶ ଅନୁଷ୍ଟିତ ହୋଇଥିଲା l ଏଠାରୁ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ମନ୍ତ୍ରୀ ଶ୍ରୀ ପୁଝାରୀ ସ ପରିବାର ଦଳୀୟ ନେତା କର୍ମୀ ଙ୍କ ସହିତ ସହର ପରିକ୍ରମା କରି ଲୋକ ଙ୍କୁ ଭୋଟ ଭିକ୍ଷା କରି ନବୀନ ସରକାର ଙ୍କୁ ପୁଣି ଥରେ କ୍ଷମତା ଦେବାକୁ ଓ ଓଡ଼ିଶା ର ବିକାଶ ଧାରା କୁ ଆଗେଇ ନେବା ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ l ବରିଷ୍ଠ ନେତା ରମେଶ ପୂଜାରୀ, ଉମେଶ ପୁଝାରୀ, କଇରୁ ସ୍ବାଇଁ, ଅଭିମନ୍ୟୁ କୁଶଳ, ସତ୍ୟ ନାରାୟଣ ତ୍ରୀପାଠୀ, ମାନ ଭଞ୍ଜନ ବେଦବlକ, ଟାଉନ ସଭାପତି ଜନ୍ମ ଜୟ ପାତ୍ର, ଯୁବ ନେତା ପୀୟୁଷ ପଣ୍ଡା, ଶାଶ୍ଵତ ମିଶ୍ର, ଗୋପାଳ ବରାଈ, ଆନନ୍ଦ ପାତ୍ର, ଗୋପାଳ ମେହେର, ଚନ୍ଦନ ବେହେରା, ଦେବାଶିଷ ପଟ୍ଟ ନାୟକ ଙ୍କ ସମେତ ସହର ତଥା ବିଭିନ୍ନ ଅଞ୍ଚଳ ର ଶହ ଶହ ନେତା କର୍ମୀ ଏହି ସମାବେଶ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026

You Might Also Like