-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରୋଡ୍‌ ସୋ’ ମାଧ୍ୟମରେ ଶକ୍ତି ପ୍ରଦର୍ଶନ କଲେ ବୀରମହାରାଜପୁର ବିଜେପି ବିଧାୟକ ପ୍ରାର୍ଥୀ -ବିଜେଡ଼ିକୁ ସମାଲୋଚନା କଲେ ରଘୁନାଥ ବୀରମହାରାଜପୁର,

18-May-2024



(ବିନୋଦ ପାଣ୍ଡେ ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରର ବିଜେପି ବିଧାୟକ ପ୍ରାର୍ଥୀ ଇଂ ରଘୁନାଥ ଜଗଦଲା ଶୁକ୍ରବାର ସନ୍ଧ୍ୟାରେ ଏକ ବିରାଟ ରୋଡ ସୋ’ରେ ସାମିଲ ହୋଇଛନ୍ତି। ଏହି ରୋଡ୍‌ ସୋ’ ମାଧ୍ୟମରେ ସେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏଥି ସହିତ ଉପଖଣ୍ଡ ସଦରମହକୁମାର ମୁଖ୍ୟ ଛକରେ ପଥପ୍ରାନ୍ତ ସଭାରେ ବିଜେଡିକୁ କଡ଼ା ସମାଲୋଚନା ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ ତାରିଖରେ ହେବାକୁ ଥିବା ମତଦାନର ପ୍ରଚାର ଶେଷ ପର୍ଯ୍ୟାୟରେ ଥିବା ବେଳେ ଆଜି ବିଜେପି ତରଫରୁ ବୀରମହାରାଜପୁର ବିଧାୟକ ପ୍ରାର୍ଥୀ ଶ୍ରୀ ଜଗଦଲା ଦଳୀୟ କର୍ମୀ ଏବଂ ସମର୍ଥିତ ଭୋଟରଙ୍କୁ ନେଇ ଏକ ବିରାଟ ପଟୁଆରେ ସହରରେ ରୋଡ ସୋ’ କରିବା ସହିତ ମୁଖ୍ୟଛକରେ ଏକ ସଭାର ଆୟୋଜନ କରିଥିଲେ। ସଭାରେ ସେ ବର୍ତ୍ତମାନର ବିଧାୟକଙ୍କୁ ଟାର୍ଗେଟ କରିଥିଲେ। ନିର୍ବାଚନ ମଣ୍ଡଳୀର ବାହାର ଲୋକ ସହିତ ଜିଲ୍ଲାର ମଧ୍ୟ ବାହାର ଲୋକ ହୋଇଥିବାରୁ  ବୀରମହାରାଜପୁର ବିକାଶ ପାଇଁ କିଛି ଚେଷ୍ଟା କରି ନାହାନ୍ତି। ୧୫ ବର୍ଷ ଧରି ବିଧାୟକ ହୋଇ ମଧ୍ୟ ଚାଷ ଜମିକୁ ପାଣି ଦେବାରେ ବିଫଳ ହେବା ଅଞ୍ଚଳବାସୀଙ୍କ ପାଇଁ ପ୍ରତାରଣା ବୋଲି କହିଥିଲେ।।ବୀରମହାରାଜପୁର ଅଞ୍ଚଳରେ ସବୁ ଗାଁରେ ପାନୀୟ ଜଳ ମିଳିପାରୁ ନାହିଁ। ବୀରମହାରାଜପୁର ଅଞ୍ଚଳ ପାଇଁ ବିଧାୟକଙ୍କର ଦରଦ ନାହିଁ। ନିର୍ବାଚନ ଜିତି ଗଲା ପରେ କିଛି ଗୁମାସ୍ତାଙ୍କୁ ନେଇ ଲୋକଙ୍କୁ ଲୁଟ୍‌ କରିବାରେ ବ୍ୟସ୍ତ ରହୁଛନ୍ତି। ନିର୍ବାଚନ ସମୟରେ ଟଙ୍କା ଦେଇ ଭୋଟରଙ୍କୁ ଭୂତାଉ ଥିବା ବେଳେ ଚଲିତ ନିର୍ବାଚନରେ ଅର୍ଥ ବଳ କାମ ଦେବ ନାହିଁ। ଭୋଟର ପରିବର୍ତ୍ତନ ଚାହିଁଲେଣି ବୋଲି କହିଥିଲେ। ଶୋଭାଯାତ୍ରାରେ ବୀରମହାରାଜପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ପୂର୍ବତନ ବିଜେପି ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଭୋଇ, ଜିଲ୍ଲା ଓବିସି ସେଲ୍ ସଭାପତି ରାଧାକାନ୍ତ ମହାକୁଡ଼, ଜିଲ୍ଲା ଉପସଭାନେତ୍ରୀ ନଳିନୀ ପଣ୍ଡା, ରାଧାକାନ୍ତ ପଣ୍ଡାଙ୍କ ସହିତ ବହୁ ଦଳୀୟ ନେତା ସାମିଲ ହୋଇଥିଲେ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like