-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଜିଲ୍ଲା

ସୋନପୁର ଶ୍ରେଷ୍ଠ ଜିଲ୍ଲା ସ୍କାଉଟ କେମ୍ପୋରୀ ଭାବେ ପୁରସ୍କୃତ

18-May-2024



ସୋନପୁର , ତା ୧୮/୫- ସୋନପୁର ଜିଲ୍ଲା ଭାରତ ସ୍କାଉଟ ଗାଇଡ କେମ୍ପୋରୀ ୨୦୨୩-୨୪ କୁ ମହାମହିମ ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ଜିଲ୍ଲା କେମ୍ପୋରୀ ଭାବରେ ପୁରସ୍କୃତ କରିଛନ୍ତି। ରାଜଭବନ ସ୍ଥିତ ଅଭିଷେକ ହଲ ଠାରେ ଅନୁଷ୍ଠିତ ଭବ୍ୟ ସମାରୋହରେ ରାଜ୍ୟପାଳ ରଘୁବର ଦାସ ଯୋଗଦାନ କରି ଉପସ୍ଥିତ ସ୍କାଉଟ ଓ ଗାଇଡ ସଂସ୍ଥାର କର୍ମକର୍ତ୍ତା, ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା କମିଶନର ,ସମ୍ପାଦକ ସ୍କାଉଟ ମାଷ୍ଟର, ଗାଇଡ କ୍ୟାପଟେନ , ସ୍କାଉଟ, ଗାଇଡ, କବ, ବୁଲବୁଲ, ରୋଭର୍,ଓ ରେଞ୍ଜର ଙ୍କୁ ସଂସ୍ଥାର କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ ।ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ କେମ୍ପୋରୀ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ କେମ୍ପୋରୀ ଭାବରେ ସୋନପୁର ଜିଲ୍ଲା ତରଫରୁ ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀମତୀ ମଞ୍ଜୁଲତା ଭୋଇ ଓ ଜିଲ୍ଲା ସମ୍ପାଦକ ସତ୍ୟନାରାୟଣ ତ୍ରିପାଠୀ ମହୋଦୟ ମହାମହିମ ରାଜ୍ୟପାଳ ଙ୍କଠାରୁ ମାନପତ୍ର ଓ  ସମ୍ମାନଜନକ ଟ୍ରଫି  ଗ୍ରହଣ କରିଥିଲେ। ପ୍ରକାଶ ଥାଉକି ୨୦୧୩ ମସିହାରୁ ନୂତନ ଭାବରେ ଜିଲ୍ଲା ଗଠନ ହେବା ପରଠୁ ଏହା ପଞ୍ଚମ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର ଅଟେ ।

ଏହି ଅବସରରେ ଜିଲ୍ଲାର ମ।ୟାବର୍ହା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଧ୍ୟ ଶ୍ରେଷ୍ଠ ଶିକ୍ଷକ ଭାବରେ ରାଜ୍ୟପାଳଙ୍କ ଠାରୁ ସର୍ଭିସ ଷ୍ଟାର ପୁରସ୍କାର ଗ୍ରହଣ କରିଛନ୍ତି। ଏହିବର୍ଷ ଜିଲ୍ଲାରୁ ୧୬୦ ଜଣ ସ୍କାଉତ୍ ଓ ୭୨ ଜଣ ଗାଇଡ ସହ ୫ ଜଣ କବ୍ ମଧ୍ୟ ରଜ୍ୟପୁରସ୍କ।ର  ପାଇଁ ଯୋଗ୍ୟ ବିବେଚିତ ହେବା ଜିଲ୍ଲା ପାଇଁ ଗର୍ବ ର ବିଷୟ। ଜିଲ୍ଲା ଗାଇଡ ସଂଗଠନ କମିଶନର ଶ୍ରୀମତୀ ପଦ୍ମିନୀ ସାହୁ ଓ ସ୍କାଉଟ ମାଷ୍ଟର ମିତେନ୍ଦ୍ର ନାୟକ ଙ୍କ ନେତୃତ୍ୱ ରେ ୧୦ ଜଣ ଗାଇଡ ଓ ୫ ଜଣ ସ୍କାଉଟ ମଧ୍ୟ ଯୋଗ ଦେଇ ରାଜ୍ୟପାଳଙ୍କ ଠାରୁ ସାର୍ଟିଫିକେଟ ପାଇଛନ୍ତି । ଏଇଥି ପାଇଁ ସୋନପୂର୍ ଜିଲ୍ଲାର ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ, ବୁଦ୍ଧିଜୀବୀ ତଥା ଜନସାଧାରଣ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like