-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଡ଼ମ୍ବ ସାମ୍ପ୍ରଦାୟର ହୋଇ ଆଦିବାସୀ ଜାତି ପ୍ରମାନପତ୍ର ପାଇଥିବା ଘଟଣାକୁ ବିରୋଦ୍ଧ

18-May-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଅଖିଳ ଭାରତୀୟ ଭତରା ବିକାଶ ପରିଷଦ ତରଫରୁ ଜାଲ ଜାତିଗତ ପ୍ରମାଣ ପତ୍ର ବାତିଲ କରିବା ନିମନ୍ତେ ଏକ ଦାବୀପତ୍ର ଡାବୁଗାଁ ତହସିଲଦାର ଙ୍କୁ ଶନିବାର ପ୍ରଦାନ କରାଯାଇଛି । ଡାବୁଗାଁ ତହସିଲଦାର ଙ୍କ ଅନୁପସ୍ଥିତ ରେ ମୁଖ୍ୟ କିରାଣୀ ବିଶ୍ଵନାଥ ପାଣଗ୍ରାହୀ ଦାବୀପତ୍ର ଗ୍ରହଣ କରିଥିଲେ । ଉକ୍ତ ଦାବୀପତ୍ର ରେ ଡାବୁଗାଁ ତହସିଲ ଅଧୀନ ଘୋଡାଖୁଣ୍ଟା ରାଜସ୍ବ ମଣ୍ଡଳ ଅଧୀନ ନନ୍ଦପୁରା ଗ୍ରାମର ଅମ୍ବିକା ଭତ୍ରା ପିତା ଜୟଦେବ ଭତ୍ରା ପ୍ରକୃତ ରେ ଆଦିବାସୀ ଭତରା ସମ୍ପ୍ରଦାୟ ର ନୁହନ୍ତି । ସେ କୌଶଳ କ୍ରମେ ଆଦିବାସୀ ଜାତି ପ୍ରମାଣ ପତ୍ର ହାତେଇ ନେଇ ବର୍ତ୍ତମାନ ଓଡ଼ିଶା ସବ-ଓଡ଼ିନେଟ ଷ୍ଟାଫ୍ ସିଲେକସନ୍ କମିଶନ ଅଧୀନରେ ସ୍ବାସ୍ଥ୍ୟ ବିଭାଗରେ ନିଯୁକ୍ତି ପାଇବା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଛନ୍ତି । ସେ ଜଣେ ଡମ୍ବ ସମ୍ପ୍ରଦାୟ ର ଅଟନ୍ତି । ଏନେଇ ଯୁଗ୍ମ ସଚିବ ଓଡ଼ିଶା ସବ-ଓଡ଼ିନେଟ ଷ୍ଟାଫ୍ ସିଲେକସନ୍ କମିଶନ ପତ୍ର ସଂଖ୍ୟା ଆଇ ଆଇ ଇ.୩୭/୨୦୨୪/୭୪୨/ଓଏସଏସଏସସି ତା୨/୫/୨୪ ରିଖ  ଅନୁସାର ଯୋଗ୍ୟ ବିବେଚିତ ହୋଇଛନ୍ତି ଏବଂ ତାଙ୍କ ଜାତି ପ୍ରମାଣ ପତ୍ର ଯାଞ୍ଚ କରିବା ନିମନ୍ତେ ଡାବୁଗାଁ ତହସିଲଦାର ଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେଣୁ ତାଙ୍କ ର ଜାତି ପ୍ରମାଣ ପତ୍ର ରଦ୍ଧ କରାଯାଇ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠନ ଗ୍ରହଣ କରିବା ନେଇ ଦାବୀପତ୍ର ରେ ଉଲ୍ଲେଖ ରହିଛି। ଏହି ଦାବୀପତ୍ର ପ୍ରଦାନ ସମୟରେ ଡାବୁଗାଁ ବ୍ଳକ ଅଖିଳ ଭାରତୀୟ ଭତରା ବିକାଶ ପରିଷଦ ର ସଭାପତି ମୋହନ ନାୟକ , ସମ୍ପାଦକ ରାଇସିଂ ପୂଜାରୀ, ମୋହନ ସିଂ ଗଣ୍ଡ, ହିରଣ୍ୟ ମାଝୀ, ଦୟାନିଧି ବଞ୍ଜରା, ମଙ୍ଗରାଜ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।
*ଵି:ଦ୍ର:- ଜାଲ ଜାତିଗତ ପ୍ରମାଣପତ୍ର ବାତିଲ କରିବା ନେଇ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ*


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like