-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଅପରାଧ

ଠକ ପୋର୍ଟାଲ ସାମ୍ବାଦିକ ଗିରଫ

19-May-2024



ସିନାପାଲି(ଚିନ୍ତାମଣି ନେତାମ) ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଜଣେ ପୋର୍ଟାଲ ସାମ୍ୱାଦିକ ଶ୍ରୀକାନ୍ତ ନାୟକ ଯୁବତୀଙ୍କୁ ମିଛ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଆର୍ଥିକ ଓ ଶାରୀରିକ ଶୋଷଣ କରୁଥିବା ନେଇ ସିନାପାଲି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ସ୍ଥାନୀୟ ଗୋଡ଼ାଲ ଗ୍ରାମ ପଞ୍ଚାଚୟତ ୱାଡ଼ ନମ୍ବର ୮ ପାଇଁ ୨ ବର୍ଷ ପୂର୍ବେ ଅଙ୍ଗନୱାଡ଼ି ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଉକ୍ତ ପଦବି ପାଇଁ ସେହି ଗ୍ରାମର ରସ୍ମିରେଖା (ଛଦ୍ମନାମ) ମଧ୍ୟ ଦରଖାସ୍ତ କରିଥିଲେ l ସେହି ପଦବୀ ନିଯୁକ୍ତି ପାଇଁ ଖଳନା ଗ୍ରାମ ସ୍ଥିତ ଶ୍ରୀକାନ୍ତ ନାୟକ ମୁଁ ସାମ୍ୱାଦିକ ଓ ଭିଜିଲାନ୍ସରେ ଅଛି ତତେ ଚାକିରି କରେଇ ଦେବି କହି ରସ୍ମିରେଖାଙ୍କ ସହ ଯୋଗାଯୋଗ କରିଥିଲେ। ଚାକିରି ବାହାନାରେ ବିଭିନ୍ନ ସମୟରେ ନୂଆପଡ଼ା ଯିବାଆସିବା କରୁଥିଲେ। ମହିଳାଙ୍କୁ ଡ଼ରାଇ ଧମକାଇ ଜୋର୍ ଜବରଦସ୍ତି ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲେ । ଉକ୍ତ ମହିଳା ଜଣକ ମନା କରିବାରୁ ତାଙ୍କ ପରିବାର ସହ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଏଭଳି ବିଭିନ୍ନ ଉପାୟ କରି ବିଭିନ୍ନ ସମୟରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ତାଙ୍କ ପରିବାରକୁ ଠୁ ବଡ଼ ବାବୁଙ୍କୁ ଲାଞ୍ଚ ଦେବି କହି ୩ ଲକ୍ଷ ଟଙ୍କା ନେଇଛି ବୋଲି ପୀଡ଼ିତା ଯୁବତୀ ଅଭିଯୋଗ କରିଛନ୍ତି । ଶାରୀରିକ ସମ୍ପର୍କ ରଖିବା ସମୟରେ ବିଭିନ୍ନ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ କରି ବିଭିନ୍ନ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ସହ ମହିଳାଙ୍କ ସମାଜକୁ ମଧ୍ୟ ଚିଠି ମାଧ୍ୟମରେ ଜଣାଇ ବଦନାମ କରିବାକୁ ଚେଷ୍ଟା କରିବା ସହ ବାଧ୍ୟବାଧକତା କରି ଧର୍ମଗଡ ସବରେଜିଷ୍ଟେସନ ଅଫିସକୁ ନେଇ ରେଜିଷ୍ଟି ମେରେଜ୍ କରିବା ପାଇଁ ଜବରଦସ୍ତ କରିଥିଲେ l ଉକ୍ତ ଘଟଣା ପୀଡ଼ିତଙ୍କ ବାପା ଜାଣିବା ପରେ ଧର୍ମଗଡ଼କୁ ଯାଇ ଝିଅକୁ ନେଇ ଆସି ଥିଲେ । ପରେ ପୀଡ଼ିତା ମହିଳା ଜଣକ ସିନାପାଲି ଥାନାରେ ଦ୍ବାରସ୍ଥ ହୋଇଥିଲେ। ଏନେଇ ସିନାପାଲି ଥାନାରେ ଏକ ମାମଲା ରୁଜୁ ହୋଇ କେସ ନମ୍ବର ୧୮୨ ଆଇପିସି ଧାରା ୪୧୭, ୩୭୬ (୨), ୫୦୬ ରେ ଧାରାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ତଦନ୍ତକାରୀ ଅଫିସର ହରେକୃଷ୍ଣ ଜାନି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like