-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଅପରାଧ

ଦିନକ ପରେ 85-କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ମତଦାନ 217ବୁଥରେ ଭୋଟ ଦେବେ 1,69,027ଭୋଟର

19-May-2024



କଣ୍ଟାମାଳ,19.05 ବୌଦ୍ଧ ଜିଲ୍ଲା 85-କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଚଳିତ ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କାଲି l ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି l ଏହି ନିର୍ବାଚନ ମଣ୍ଡଳୀ ପାଇଁ ଆଜି ମତଦାନ ହେବାକୁ ଥିବାବେଳେ ସମୁଦାୟ 217ଗୋଟି ମତଦାନ କେନ୍ଦ୍ର ପ୍ରସ୍ତୁତ ହୋଇଛି l ସଖି ବୁଥରେ କେବଳ ମହିଳା କର୍ମଚାରୀଙ୍କ ଦ୍ୱାରା ନିର୍ବାଚନ ପରିଚାଳନା କାର୍ଯ୍ୟ କରାଯିବ । ଆଜି ଏହି ନିର୍ବାଚନ ମଣ୍ଡଳୀର 1ଲକ୍ଷ 69ହଜାର 27ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ l ସେମାନଙ୍କ ମଧ୍ୟରୁ 86ହଜାର 522ଜଣ ପୁରୁଷ,82ହଜାର 504ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗି ଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l ନିର୍ବାଚନ ରେ ନିୟୋଜିତ ସେକ୍ଟର ଅଫିସର ମାନେ ସବୁ ମତଦାନ କେନ୍ଦ୍ର ବୁଲି ଅନୁସଙ୍ଗିକ ବ୍ୟବସ୍ଥା କଡାକଡି ଭାବେ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଦ୍ୟାଳୟ ର ପ୍ରଧାନଶିକ୍ଷକମାନଙ୍କୁ କଡା ନିର୍ଦେଶ ଦିଆଯାଇଛି l କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପାଇଁ ଅତିରିକ୍ତ ଜିଲାପାଳ ଦାରିଦ୍ର‌୍ୟଭଞ୍ଜନ ମତନମୋହନ ପାତ୍ର ରିଟର୍ଣ୍ଣିଙ୍ଗ ଅଫିସର ଭାବେ ନିର୍ବାଚନ କାର୍ଯ୍ୟ ପରିଚାଳନା କରିବେ l ଗତ କାଲିଠାରୁ ଏହି ନିର୍ବାଚନ ମଣ୍ଡଳୀର ସମସ୍ତ ବୁଥ ଗୁଡିକୁ ପୋଲିଙ୍ଗ ଟିମ ଭୋଟ ବାକ୍ସ, ଇଭିଏମ ମେସିନ, ବାଲେଟ ପେପର ସମେତ ସମସ୍ତ ଆବଶ୍ୟକ ସରଞ୍ଜାମ ସହ ପହଞ୍ଚି ସାରିଛନ୍ତି l ନିର୍ବାଚନକୁ ଅବାଧ, ସ୍ଵଛ ଓ ନିରପେକ୍ଷ କରିବାକୁ ପ୍ରଶାସ ଚେଷ୍ଟା ଜାରି ରଖିଛି ନିର୍ବାଚନରେ ଶତପ୍ରତିଶତ ଭୋଟର ଆସି ମତଦାନ କରିବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି l ନୂତନ ଭୋଟର ଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଥିବା ଲକ୍ଷ କରାଯାଇଛି l ନିର୍ବାଚନ ପାଇଁ ୨୦ ତାରିଖ ପର୍ଯ୍ୟନ୍ତ ଜିଲାରେ ସମସ୍ତ ମଦ ଦୋକାନ ଗୁଡିକୁ ସିଲ କରାଯାଇଛି । ମତଦାନ କେନ୍ଦ୍ରରୁ ୨ ଶହ ମିଟର ଦୂରତାକୁ ନିଷିଦ୍ଧାଞ୍ଚଳ ଭାବରେ ଘୋଷଣା କରାଯାଇଛି । ଜିଲାରେ ସକାଳ ୭ ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମତଦାନ କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି । ଆଗାମୀ ନିର୍ବାଚନରେ ଜିଲ୍ଳାରେ ଅଧିକରୁ ଅଧିକ ନାଗରିକ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଜେ. ସୋନାଲ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like