-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜନୀତି

ମାୟାବର୍ହା ଗାଁରେ ନିର୍ବାଚନୀହିଂସା... ବିଜେଡି କର୍ମୀଙ୍କ ପରିବାରକୁ କଂଗ୍ରେସଗୁଣ୍ଡାଙ୍କ ମରଣାନ୍ତକ ଆକ୍ରମଣ,ଜଣେ ଅଟକ ୪ଗୁରୁତର ଭୀମଭୋଇ ମେଡିକାଲକଲେଜ ହସପିଟାଲରେ ଭର୍ତ୍ତି

19-May-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ମାୟାବର୍ହା ଗାଁରେ ଆଜି ନିର୍ବାଚନୀ ହିଂସା ଘଟିଯାଇଛି । ବିଜେଡିକୁ ସମର୍ଥନ କରୁଥିବା ବିଶ୍ୱଜିତ ପଟେଲ ଓରଫ ଭଗବାନଙ୍କ ପରିବାରବର୍ଗଙ୍କୁ କଂଗ୍ରେସର ଗୁଣ୍ଡାମାନେ ଲୁହାରଡରେ ଆକ୍ରମଣ କରି ଲହୁଲୁହାଣ କରିଦେଇଛନ୍ତି। ଏହି ଘଟଣାରେ ବିଭୁତି ପଟେଲ, ତାଙ୍କ ପତ୍ନୀ ମନିଷା ପଟେଲ, ବାପା ଜଗନ୍ନାଥ ପଟେଲ, ରାମନାଥ ପଟେଲ,ମଧୁ ପଟେଲ, ବିବେକା ପଟେଲ ଓ ସୁରେଖା ପଟେଲ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚୁରା କରୁଛି l

 ବିଭୁତିଙ୍କ ଅଭିଯୋଗରୁ ଜଣାଯାଇଛି ଯେ, ଗତ କିଛିଦିନ ତଳେ ବିଜେଡିକୁ ସମର୍ଥନ ନକରିବାକୁ ବିଭୁତିକୁ ଧମକ ଦିଆଯାଇଥିଲା । ସେହି କାରଣରୁ ବିଭୁତି ଗାଁରେ ଚୁପ ରହିଥିଲେ। କିନ୍ତୁ ଆଜି ବିଭୁତି ସଂଧ୍ୟାରେ ପୋଖରୀରୁ ଫେରୁଥିବା ବେଳେ ସେହି ଗାଁର ଭରତ ରାଉତ ଓ କଂଗ୍ରେସ ଦଳର କିଛି ଗୁଣ୍ଡା ବୁଲେଟରେ ଆସି ବିଭୁତିକୁ ଅଶ୍ଲିଳ ଭାଷାରେ ଗାଳିଗୁଲଜ କରି ବିଜେଡିକୁ କାହିଁକି ସମର୍ଥନ କରୁଛୁ ବୋଲି କହି ଧମକ ଦେଇଥିଲେ । ସେଥିରୁ କଥା ବଢିବାରୁ ଗାଡିରୁ ଜେକରଡ ବାହାର କରି ବିଭୁତିକୁ ଆକ୍ରମଣ କରିଥିଲେ । ଏହି ଆକ୍ରମଣ ସମୟରେ ବିଭୂତିଙ୍କ ପତ୍ନୀ ମନିଷା ପଟେଲ ଓ ଅନ୍ୟମାନେ ଆସି ମନାକରିବାରୁ ତାଙ୍କୁ ମଧ୍ୟ ଗୁଣ୍ଡାମାନେ ମରଣାନ୍ତକ ଆକ୍ରମଣ କରିଥିଲେ । ବିଭୁତି ଓ ତାଙ୍କ ପତ୍ନୀ ମନୀଷାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି । ଏହି ଘଟଣା ବିଷୟରେ ସଦର ପୋଲିସ ସୂଚନା ପାଇ ମାୟାବର୍ହାରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜକୁ ଆମ୍ବୁଲାନ୍ସରେ ଆଣି ଭର୍ତ୍ତି କରିଥିଲା। ଘଟଣା ବିଷୟରେ ଖବର ପାଇ ବଲାଙ୍ଗୀର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ, ତାଙ୍କ ପତ୍ନୀ ମେଘନା ସିଂଦେଓ,

ବିଜେଡିନେତା ସତ୍ୟନାରାୟଣ ଭୋଇ ପ୍ରମୁଖ ହସପିଟାଲକୁ ପହଞ୍ଚି ଆହତମାନଙ୍କ ସହିତ ଆଲୋଚନା କରି ସାନ୍ତ୍ୱନା ଦେଇଥିଲେ । ଏହି ହିଂସା ଘଟଣାକୁ କଳିକେଶ ନାରାୟଣ ସିଂଦେଓ ତୀବ୍ରନିନ୍ଦା କରିବା ସହିତ କଂଗ୍ରେସଦଳ ହାରିବା ଭୟରେ ଏବେ ବିଭିନ୍ନ ଗାଁରେ ଗଣ୍ଡଗୋଳ କରି ଲୋକଙ୍କ ଭୟଭିତ କରିବାକୁ ଚେଷ୍ଟା କରୁଛି ବୋଲି କହିଛନ୍ତି । ତେବେ ଜଣେ ଅଭିଯୁକ୍ତକୁ ଧରି ଅଟକ ରଖି ପଚରାଉଚୁରା କରାଯାଉଥିବା ସଦର ଆଇଆଇସି ରାଜକୁମାର ବିଶ୍ୱାଳ କହିଛନ୍ତି। ଗାଁରେ ପୋଲିସ ମୁତୟନ ରହିଛନ୍ତି ବୋଲି ସୂଚନା ମିଳିଛି । ତେବେ ଏନେଇ କଂଗ୍ରେସର ପ୍ରତିକ୍ରୀୟା ମିଳିପାରିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like