-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜନୀତି

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳାର ସହିତ ୫ଟା ସୁଦ୍ଧା ୬୧.୩୫% ମତଦାନ

20-May-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ପଞ୍ଚମ ପର୍ଯ୍ୟାୟରେ ବଲାଙ୍ଗୀର ଲୋକସଭା ସମେତ ୭ଟି ଯାକ ବିଧାନସଭା କ୍ଷେତ୍ରରେ ମତଦାନ ଚାଲିଛି । ତେବେ ସାମାନ୍ୟ କିଛି ଘଟଣାକୁ ଛାଡିଦେଲେ ଶାନ୍ତିଶୃଙ୍ଖଳାର ସହିତ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଛି । ବଲାଙ୍ଗୀର ଜିଲ୍ଲାରେ ୫ଟି ବିଧାନସଭା କ୍ଷେତ୍ରରେ ମୋଟ ୧୫୪୮ଟି ବୁଥ ମଧ୍ୟରୁ ୨୩୬ଟିକୁ ସଖିବୁଥ କରାଯାଇଛି ଯେଉଁଠି କେବଳ ମହିଳାକର୍ମଚାରୀମାନେ ଭୋଟ କରାଉଛନ୍ତି । ସେହିପରି ମୋଟ ୧୦,୨୭୧ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି । ମାଓ ଅଞ୍ଚଳରେ ସୁରକ୍ଷାବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଜି ସକାଳ ୭ଟାରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବଶୀବାଜୀ ଇସଲୱାର ସ୍ଥାନୀୟ ରୁଗୁଡିପଡା ପ୍ରାଥମିକସ୍କୁଲର ୨୫୩ନମ୍ବର ବୁଥରେ ମତଦାନ କରିଥିଲେ । ସେହିପରି ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ତାଙ୍କ ପୁଅ କଂଗ୍ରେସର ବିଧାୟକ ପ୍ରାର୍ଥି ସମରେନ୍ଦ୍ର ମିଶ୍ର ସପତ୍ନୀକ କ୍ଲବପଡାର ଲକ୍ଷ୍ମୀନାରାୟଣ ପ୍ରାଥମିକ ସ୍କୁଲର ବୁଥରେ ଭୋଟଦେଇଥିଲେ । ଠିକ ସେହିପରି ସକାଳ ୯ଟାରେ ରାଜପରିବାରର ପୂର୍ବତନମନ୍ତ୍ରୀ ବିଜେଡିର ଭେଟେରାନ ନେତା ଅନଙ୍ଗଉଦୟ ସିଂଦେଓ,ତାଙ୍କ ପତ୍ନୀ ବିଜୟଲକ୍ଷ୍ମୀ ଦେବୀ, ବିଜେଡି ବିଧାୟକପ୍ରାର୍ଥି କଳିକେଶନାରାୟଣ ସିଂଦେଓ ତାଙ୍କ ପତ୍ନୀ ମେଘନା ସିଂଦେଓ ଓ ଭାଇ ମନ୍ମଥବିଜୟ ସିଂଦେଓ ସରକାରୀ ମହିଳାମହାବିଦ୍ୟାଳୟ ବୁଥରେ ମତଦାନ କରିଥିଲେ । ଏମାନେ ସମସ୍ତେ ମତଦାନକେନ୍ଦ୍ରରେ ଲୋକଙ୍କ ସହ ଧାଡିରେ ଛିଡାହୋଇ ପ୍ରାୟ ୧୫ମିନିଟର ଅପେକ୍ଷା ପରେ ଭୋଟ ଦେଇଥିଲେ । ଚଳିତଥର ଭୋଟଦେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ରହିଛି ଓ ଖୁସି ଜଣାପଡୁଛନ୍ତି ବୋଲି ତାଙ୍କର ପ୍ରତିକ୍ରୀୟାରେ କଳିକେଶନାରାୟଣ ସିଂଦେଓ କହିଛନ୍ତି । ତେବେ ସୂଚନାରୁ ଜଣାପଡିଛି ଯେ,ବଲାଙ୍ଗୀର ଲୋକସଭା କ୍ଷେତ୍ରରେ ଦିନ ୫ଟା ସୁଦ୍ଧା  ମୋଟ ୬୧.୩୫% ମତଦାନ ହୋଇଥିଲା । ବଲାଙ୍ଗୀର ବିଧାନସଭା କ୍ଷେତ୍ରରେ ମାତ୍ର ୫୬.୧୦%,ଲୋଇସିଂହାରେ ୫୮.୪୫%,ପାଟଣାଗଡରେ ୬୦.୧୦%,କଣ୍ଟାବାଞ୍ଜିରେ ୫୫.୧୫%, ଟିଟିଲାଗଡରେ ୬୧.୯୧%, ସୋନପୁରରେ ୭୧.୩୫% ଓ ବୀରମହାରାଜପୁରରେ ୬୭.୮୦% ମତଦାନ ହୋଇଛି । ବଲାଙ୍ଗୀର ନିର୍ବାଚନମଣ୍ଡଳିରେ ମତଦାନ ହାର ନୈରାଶ୍ୟଜନକ ରହିଛି । ମୁଖ୍ୟତଃ ମଧ୍ୟବିତ୍ତପରିବାର ଗୁଡିକ ମତଦାନ କରିବାକୁ ଯାଉନଥିବା ଲକ୍ଷ୍ୟ କରାଯାଇଛି । ଖୋଦ ମୁଖ୍ୟମନ୍ତ୍ରୀଙ୍କ ଲଢୁଥିବା କଣ୍ଟାବାଞ୍ଜିରେ ମଧ୍ୟ ମତଦାନ ହାର ଖୁବ କମ ରହୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like