-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମୃତ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

20-May-2024



ନୂଆପଡ଼ା - (ରାମନାଥ ପଣ୍ଡା)ଗତକାଲି ନୂଆପଡ଼ା ଜିଲ୍ଲା କୋମନା ଥାନା ବିରୁନପଦର ଛକ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ସିଆରପିଏଫ ଯବାନଙ୍କ ମୃତ୍ୟୁ ଘଟିଥିଲା। ମୃତ ଯବାନ ଜଣକ ହେଲେ ବୋଡ଼େନ ଥାନା ଖୀରମାଲ ଗାଁର ଚୈତନ୍ୟ ଶବର।ଚୈତନ୍ୟ ନୂଆପଡ଼ା ଆରପିଏଫ ୨୧୬ ବ୍ୟାଟଲିୟନ ଅଧୀନରେ ସୁନାବେଡ଼ା ଅଭୟାରଣ୍ୟ ଦାତୁନାମା କ୍ୟାମ୍ପରେ ନିୟୋଜିତ ଥିଲେ। ଗତକାଲି ମଧ୍ୟାହ୍ନରେ ଚୈତନ୍ୟ ବାଇକରେ କୌଣସି କାମରେ  କୋମନାକୁ ଆସିଥିଲେ। । ଅପରାହ୍ନରେ ଫେରିବା ବେଳେ ଏନଏଚ ୩୫୩  ବିରୁନପଦର ଛକରେ ଏକ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ବାଇକରୁ ସେ  ଛିଟିକି ପଡ଼ି ଗୁରୁତର ଆହତ ହୋଇ ହୋଇଥିଲେ। ତାଙ୍କର ମୁଣ୍ଡରେ ଗୁରୁତର କ୍ଷତ ସହ ଗୋଡ ଭାଙ୍ଗି ଯାଇଥିଲା। କୋମନା ପୁଲିସ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା,ଅବସ୍ଥା ଖରାପ ଦୃଷ୍ଟିରୁ ପରେ ତାଙ୍କୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସା କିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସନ୍ଧ୍ୟାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ଚୈତନ୍ୟଙ୍କ ମୃତ୍ୟୁ ଘଟିଥିଲା। ଆଜି ଶବ ବ୍ୟବଚ୍ଛେଦ ପରେ ତାଙ୍କ ଗାଁ କୁ ଆଣି ଶବ ସତ୍କାର କରାଯାଇଥିଲା। ଶବ ପହଞ୍ଚିବା ପରେ ଗାଁ ରେ ଶୋକର ଛାୟା ଖେଳି ଯାଇଥିଲା । ମୃତ ଚୈତନ୍ୟ ଶବରଙ୍କୁ ସି ଆର୍ ପି ଏଫ୍ ୨୧୬ ବାଟାଲିୟନ କମାଣ୍ଡାଣ୍ଟ ଇରିକ ଗିଲବର୍ଟ ଯୋଶୀ,ସେକେଣ୍ଡ ଇନ କମାଣ୍ଡାଣ୍ଟ ଏସ ଜେ ନାୟାର, ଡି ଆର୍. ଯାଦବ, କମାଣ୍ଡିଙ୍ଗ ଅଫିସର ଟି.ନିତ୍ୟନନ୍ଦମ୍ ତଥା ସମସ୍ତ ସି ଆର୍ ପି ଏଫ୍ ଯବାନଙ୍କ ଉପସ୍ଥିତିରେ ଗାର୍ଡ ଅଫ ଅନର୍ ଦେଇ ଶବସତ୍କ।ର  କରାଯାଇଥିଲା ।ଏନେଇ ପୁଲିସ କୋମନା ଥାନାରେ ଏକ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଥୁବା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like