-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଗାଁମଝି ରାସ୍ତାରେ ବୋହି ଯାଉଛି ଦୁର୍ଗନ୍ଧ ମଇଳା ପାଣି

21-May-2024



ନୂଆପଡା ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା କୋମନା ବ୍ଳକ ଅନ୍ତର୍ଗତ ଜଡ଼ାମୁଣ୍ଡା ଫତାୟତ ଇଚ୍ଛାପୁର ଗାଁ ର ମଝି ରାସ୍ତାରେ ଅନବରତ ଦୂର୍ଗନ୍ଧ ମଇଳା ପାଣି ବୋହି ଯାଉଥିବା ଲୋକେ ଅଭିଯୋଗ କରିଛନ୍ତି । ତିନି ୱାର୍ଡ ବିଶିଷ୍ଟ ଇଚ୍ଛାପୁର ଗାଁ ରେ ୧୫୦୦ ରୁ ଉର୍ଦ୍ଧ ଜନସଂଖ୍ୟା ରହିଛି । ଗାଁ ଭିତରେ ରାସ୍ତା ଉଭୟ ପାର୍ଶ୍ବରେ ଡ୍ରେନ ସୁବିଧା ନ ଥିବାରୁ ନଳକୂଅର ପାଣି, ପାଖରେ ଜମି ରହିଥ‌ିବା ଦୂର୍ଗଦ୍ଧ ମଇଳା ପାଣି ଓ ବସୁଧା ଯୋଜନାରେ ଘର କୁ ଘର ଲଗା ଯାଇଥିବା ପଏଣ୍ଟ ପାଣି ଅନବରତ ଗାଁ ମଝି ରାସ୍ତାରେ ବୋହି ଯାଇ ସ୍ଥାନେ ସ୍ଥାନେ ଜମା ହୋଇ ରହୁଥ‌ିବାରୁ ମଶା,ମାଛି ଜାତ ହୋଇ ବିଭିନ୍ନ ରୋଗ ହେବାର ସମ୍ଭାବନା ରହିଛି । ଇଞ୍ଚାପୁର ଦେଇ ଅନେକ ଗୁଡିଏ ଗାଁ ଲୋକେ ୩୫୩ ନମ୍ବର ଜାତୀୟ ରାଜପଥ କୁ ଆସି ବସ ଯୋଗେ କୋମନା ବ୍ଲକ କାର୍ଯ୍ୟାଳୟ, ଜଡାମୁଣ୍ଡା ଉଚ୍ଚବିଦ୍ୟାଲୟ, ଉଦ୍ୟାନଦନ୍ଧ ସପ୍ତାହିକ ହାଟ,ନୂଆପଡା ଜିଲ୍ଲା କାର୍ଯ୍ୟାଲୟ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଦୂରଦୂରାନ୍ତ ଯିବା ପାଇଁ ଆସିଥାନ୍ତି । ୩୫୩ ନମ୍ବର ଜାତୀୟ ରାଜପଥରୁ ଇଛାପୁର ଦେଇ ସିଧା ସଳଖ ବିଜୁ ଏକ୍ସପ୍ରେସ ୱେ କୁ ସଂଯୋଗ କରି ବରକୋଟ ଦେଇ ସୁନାବେଢା ଅଭୟାରଣ୍ୟ ଓ ଦର୍ଲିପଡ଼ା,ସିଲେଟପାଣି, ବେଲରଦନା ଦେଇ ନୂଆପଡା ଜିଲ୍ଲା ସଦର ମହକୁମାକୁ ରାସ୍ତା ସଂଯୋଗ କରିଛି I ସଦା ସର୍ବଦା ସେହି ରାସ୍ତା ଦେଇ ଯାତାୟାତ ଲାଗି ରହିଛି । କାଦୁଅ ପଚ ପଚ ରାସ୍ତାରେ ଯାନବାହନ ଗୁଡିକ ଯାଉଥିବାରୁ ପାଖରେ ରହିଥିବା ଲୋକ ଉପରେ ଦୁର୍ଗନ୍ଧ କାଦୁଅ ଝିଟିକି ପଡ଼ୁଛି । ଇଚ୍ଛାପୁର,ବିଶିପଡା ଛାତ୍ରୀଛାତ୍ର ଗାଁ ବିଦ୍ୟାଲୟ ଓ ଜଡାମୁଣ୍ଡା ଉଚ୍ଚ ବିଦ୍ୟାଳୟକୁ ଅଧ୍ୟୟନ ପାଇଁ ସେହି କାଦୁଅ ରାସ୍ତାରେ ଯାତାୟାତ କରୁଛନ୍ତି । ଗାଁ ଲୋକେ ଦୁର୍ଗନ୍ଧ କାଦୁଅ ରାସ୍ତା ରେ ଚାଳି ଚାଲି ଅତିଷ୍ଠ ହୋଇ ପଡିଲେଣି । ଗ୍ରାମବାସୀ ଅନେକ ଥର ଫଚାୟତ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଲିଖିତ ଓ ମୌଖିକ ଭାବରେ ଜଣାଇ ଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଗ୍ରୀଷ୍ମ ଋତୁରେ ଏ ପ୍ରକାର ସ୍ଥିତି ଥାଇ ବର୍ଷା ଋତୁରେ ଅବସ୍ଥା କିପରି ହେଉ ଥିବ ଦେଖିଲେ ଜଣା ପଡିବ । ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ରାସ୍ତା ଉଭୟ ପାର୍ଶ୍ଵରେ ଡ୍ରେନ ସୁବିଧା କରିବା ପାଇଁ ଗ୍ରାମବାସୀ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like