-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ସିନ୍ଧେକେଲା ପଞ୍ଚାୟତ ଭୋଟର୍ ତାଲିକାରେ ତ୍ରୁଟି, ଭୋଟଦାନରୁ ବଞ୍ଚିତ ହେଲେ ଶତାଧିକ ଲୋକ

21-May-2024



ସିନ୍ଧେକେଲା(ଦୀନେଶ ଜୈନ): ଚଳିତ ସାଧାରଣ ନିର୍ବାଚନରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ପଞ୍ଚାୟତ ତଥା ଆଖପାଖ ଅଞ୍ଚଳର ବିଭିନ୍ନ ବୁଥରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଛି । ସିନ୍ଧେକେଲା ପଞ୍ଚାୟତର ମୋଟ ମତଦାତା ୬୧୪୪ ଜଣ ଥିବାବେଳେ ସେମାନଙ୍କ ମଧ୍ୟରୁ ୪୩୯୩ ଜଣ ମତଦାନ କରିଥିବା ସୂଚନା ମିଳିଛି । ସିନ୍ଧେକେଲା ପଞ୍ଚାୟତରେ ମୋଟ ୮ ଗୋଟି ବୁଥ ରହିଥିବା ବେଳେ ୩୦୦ ନମ୍ବର ବୁଥରେ ୭୫୯ ଭୋଟଦାତା ରହିଥିବାବେଳେ ସେଥିରୁ ୫୫୬ ମତଦାତା ଭୋଟ ଦେଇଛନ୍ତି, ସେହିଭଳି ଭାବରେ ୩୦୯ ନମ୍ବର ବୁଥରେ ୯୦୦ ରୁ ୭୧୧ , ୩୧୦ ନମ୍ବର ବୁଥରେ ୮୬୮ ରୁ ୫୮୦, ୩୧୧ ନମ୍ବର ବୁଥରେ ୭୩୦ ରୁ ୫୨୩, ୩୧୨ ନମ୍ବର ବୁଥରେ ୮୭୧ ରୁ ୫୪୩, ୩୧୩ ନମ୍ବର ବୁଥରେ ୮୭୫ ରୁ ୬୩୩, ୩୧୪ ନମ୍ବର ବୁଥରେ ୭୩୩ ରୁ ୫୪୩, ୩୧୬ ନମ୍ବର ବୁଥରେ ୪୦୮ ରୁ ୩୦୪ ଜଣ

ମତଦାନ କରିଥିଲେ । ମତଦାନ ହାର ହାରାହାରି ୭୧ ପ୍ରତିଶତରୁ ଉର୍ଦ୍ଧ୍ବ ହେଉଥିବା ଜଣାପଡିଛି । କିନ୍ତୁ ବିଶେଷ ଭାବରେ ଭୋଟର ତାଲିକାକୁ ନେଇ ଏହି ପଞ୍ଚାୟତରେ ମତଦାତାଙ୍କ ମଧ୍ୟର ତୀବ୍ର ଅସନ୍ତୋଷ ଦେଖାଦେଇଛି । ମତଦାତା ସୂଚୀରେ ବ୍ୟାପକ ତ୍ରୁଟି ସାଙ୍ଗକୁ ଶତାଧିକ ମତଦାତାଙ୍କ ନାମ ନଥିବା ଅଥବା କଟି ଯାଇଥିବା ଫଳରେ ସେମାନେ ମତଦାନରୁ ବଞ୍ଚିତ ରହିଥିଲେ । ଏପରିକି ସିନ୍ଧେକେଲା ରାଜା ଅରୁଣ ସିଂଦେଓଙ୍କ ନାମ ତାଲିକା ସୂଚୀରେ ନଥିବାରୁ ସେ ମଧ୍ୟ ମତଦାନରୁ ବଞ୍ଚିତ ରହିବା ହାସ୍ୟାସ୍ପଦ ହୋଇଛି ।ଏ ନେଇ ଅଭିଯୋଗ ହୋଇଥିଲେ ମଧ୍ୟ ମତଦାତା ଙ୍କ ପାଇଁ କୌଣସି ବିକଳ୍ପ ବ୍ୟବସ୍ଥା ବା ସମାଧାନ ନହେବାରୁ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା । ଅନ୍ୟ ପକ୍ଷରେ ବୁଥ ଗୁଡିକରେ ପ୍ରଶାସନ ପକ୍ଷରୁ ପାନୀୟ ଜଳ ସମେତ ସମସ୍ତ ପ୍ରକାର ସୁବିଧା ମତଦାତାଙ୍କୁ ସୁହାଇଥିବା ଜଣାପଡିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like