-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ସାହସପୁରରେ ବିଶାଳ ଆଦିବାସୀ ସମାବେଶ

21-May-2024



ସମ୍ବଲପୁର(ପ୍ରେରଣା ଖବର ): ସମ୍ବଲପୁର ଜ଼ିଲ୍ଲା ମାନେଶ୍ଵର ବ୍ଲକ ସାହସପୁର ଖେଳ ପଡ଼ିଆରେ ବିଶାଳ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଥିଲା l ଏହି ସମାବେଶରେ କିସାନ, ମିର୍ଦ୍ଧା, ଖାଡ଼ିଆ, ଓରାମ, ସହରା, ଗଣ୍ଡ, ମୁଣ୍ଡା, କନ୍ଧ ସମାଜର ହଜାର ହଜାର ମହିଳା ଏବଂ ପୁରୁଷ ଯୋଗ ଦେଇଥିଲେ l ଆଦିବାସୀ ସମନ୍ୱୟ ସମିତି ମାନେଶ୍ଵର ବ୍ଲକର କର୍ମକର୍ତ୍ତା ମାନେ ସଭା ଆୟୋଜନ କରିଥିଲେ l ପୂର୍ବତନ ସରପଞ୍ଚ ତଥା ସହରା ସମାଜର ବରିଷ୍ଠ ନେତା ପର୍ଶୁରାମ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଆଦିବାସୀ ନେତ୍ରୀ ଅନିତା ଓରାମ, ରେଢ଼ାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ପ୍ରତିନିଧି ପ୍ରକାଶ ନାଏକ, ସମ୍ବଲପୁର ଲୋକସଭା ସାଂସଦ ପ୍ରଣବ ପ୍ରକାଶ ଦାଶଙ୍କ ପ୍ରତିନିଧି ବିଷ୍ଣୁ କେଡ଼ିଆ, ଲକ୍ଷ୍ମୀପୁର ବିଧାୟକ, ସିନେ କଳାକାର ଅର୍ଚ୍ଚିତ, ସବ୍ୟସାଚୀ ଉଦବୋଧନ ଦେଇଥିଲେ l ସମାବେଶରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦ୍ୟୁତ ବିଲ୍

ଛାଡ଼ ପାଇଁ ଘୋଷଣା କରିଥିବାରୁ ୯୦ ପ୍ରତିଶତ ପରିବାର ମାଗଣା ବିଜୁଳି ବ୍ୟବହାର କରିବେ, ବିଦ୍ୟୁତ ବିଲ ପୈଠ କରିବାରକୁ ପଡ଼ିବ ନାହିଁ, ଜଙ୍ଗଲ ଜମି ଚାଷବାସ କରୁଥିବା ଆଦିବାସୀ ମାନଙ୍କୁ ଜଙ୍ଗଲ ଜମିର ପଟ୍ଟା ପ୍ରଦାନ ବ୍ୟବସ୍ଥା ପାଇଁ ସୂଚନା ଦେଇଥିଲେ l କେନ୍ଦ୍ର ସରକାର ନେଟୱାର୍କ ପାଇଁ ଗ୍ରାମାଞ୍ଚଳରେ ଟାୱାର ସ୍ଥାପନ କରିବାରେ ଅବହେଳା ଯୋଗୁଁ ଇଣ୍ଟରନେଟ ଅବ୍ୟବସ୍ଥା ବିଷୟରେ ବିଷୋଦ୍ଗାର କରିଥିଲେ l ରାଜ୍ୟସଭା ସାଂସଦ ଶ୍ରୀ ବିଶି କହିଲେ ଯେ ଅନୁସୂଚିତ ଜନଜାତି ମାନଙ୍କ ବିକାଶ ପାଇଁ ସମ୍ବଲପୁରରେ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଗଠନ ହୋଇଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଗୋଠପାଟଣାରେ ଆଦିବାସୀ ଭବନ ନିର୍ମାଣ ପାଇଁ ଶହେ କୋଟି ଟଙ୍କା ପ୍ରଦାନ କରିଛନ୍ତି, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ନୁଆଁ ଓ ସହିତ ଏସଟି ଏସସି ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଦିବାସୀ ମାନଙ୍କ ଉପରୁ ପଚାଶ ହଜାର ମକଦ୍ଦମା ଜଙ୍ଗଲ ବିଭାଗ, ଅବକାରୀ ବିଭାଗ, ପୋଲିସ ବିଭାଗ ପ୍ରତ୍ୟହାର ଘୋଷଣା ଭାରତ ରେ ପ୍ରଥମ ଘଟଣା,ଜଙ୍ଗଲଜାତ ଦ୍ରବ୍ୟ ବିକ୍ରୟ ପାଇଁ ଏମଏସପି ପ୍ରଦାନ, ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଙ୍କ ପାଇଁ ୫0 ପ୍ରତିଶତ ବୋନସ,ଖାଦ୍ୟ ସୁରକ୍ଷା ଯୋଜନାରେ ଆହାର କେନ୍ଦ୍ର ବ୍ୟବସ୍ଥା, ସାମାଜିକ ନିରାପତ୍ତା ପାଇଁ ଭତ୍ତା ବୃଦ୍ଧି, ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା, 5-ଟି ସ୍କୁଲ କଲେଜରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା, ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ମାଆ ପେଟରୁ ଶ୍ମଶାନ ଘାଟ ପର୍ଯ୍ୟନ୍ତ

ଜନ ହିତକାରୀ ଯୋଜନା, ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠାର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମ୍ବଲପୁର ଲୋକସଭା ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ ଏବଂ ବିଧାନସଭାର ବିଧାୟକ ପ୍ରାର୍ଥୀ ମାନଙ୍କୁ ରୋହିତଙ୍କୁ ଭୋଟ ଦେବା ପାଇଁ ଆଦିବାସୀ ଭାଇ ଭଉଣୀ ମାନଙ୍କୁ ନିବେଦନ କରିଥିଲେ l ଅନିତା ଓରାମ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like