-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ରାଜନୀତି

ଚିଲିକାରେ ପୁରନ୍ଦର ମିଶ୍ରଙ୍କର ଘମାଘୋଟ ପ୍ରଚାର

22-May-2024



ଭୁବନେଶ୍ୱର: ଛତିଶଗଡ଼ ରାଜ୍ୟ ଭାରତୀୟ ଜନତା ପାର୍ଟି ତରଫରୁ ଓଡ଼ିଶାର ନିର୍ବାଚନ ପାଇଁ ନିଯୁକ୍ତ ସହ-ପ୍ରଭାରୀ ଏବଂ ରାୟପୁର ନଗର ଉତ୍ତରର ବିଧାୟକ ପୁରନ୍ଦର ମିଶ୍ର ଚିଲିକା ନିର୍ବାଚନ ମଣ୍ଡଳୀରେ ଘମାଘୋଟ ପ୍ରଚାର କରୁଥିବା ଜଣାଯାଇଛି। ଶ୍ରୀ ମିଶ୍ର, ଚିଲିକାର ବିଭିନ୍ନ ଅଞ୍ଚଳରେ 
ପଥପ୍ରାନ୍ତ ସଭାମାନଙ୍କୁ ସମ୍ବୋଧନ ଓ ରୋଡ଼ଶୋରେ ଅଂଶ ଗ୍ରହଣ କରି ଦଳର ବିଧାନସଭା ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ଓ ଲୋକସଭା ପ୍ରାର୍ଥୀ ଡ଼ଃ ସମ୍ବିତ ପାତ୍ରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦାନକରି ଜୟଯୁକ୍ତ କରିବାକୁ ନିବେଦନ କରିଥିଲେ।ଶ୍ରୀ

ମିଶ୍ରଙ୍କ ସହିତ ପ୍ରଚାର ଅଭିଯାନରେ ପ୍ରାର୍ଥୀ ଶ୍ରୀ ହରିଚନ୍ଦନ, ଦଳର ଓଡ଼ିଶାର ପ୍ରଭାରୀ ବିଜୟ ସିଂହ ତୋମାର ଏବଂ ସହ-ପ୍ରଭାରୀ ଲତା ଉଷେଣ୍ଡି ପ୍ରମୁଖ ସାମିଲ ଥିବାର ଦେଖା ଯାଇଥିଲା।           ବିଭିନ୍ନ ସ୍ଥାନରେ ଉଦବୋଧନ ଦେଇ ଶ୍ରୀ ମିଶ୍ର ପାଖାପାଖି ୨୫ ବର୍ଷ ହେଲା ଓଡ଼ିଶାରେ ଅଣଓଡ଼ିଆଙ୍କର ରାଜୁତି ଚାଲିଥିବା କ୍ଷୋଭର ସହିତ ଦର୍ଶାଇଥିଲେ। ଓଡ଼ିଶା ଆଉ ପୂର୍ବର ଓଡ଼ିଶା ହୋଇନାହିଁ। ଏହା ତାମିଲନାଡୁ ପାଲଟି ଯାଇଥିବା ଶ୍ରୀ ମିଶ୍ର ଅଭିଯୋଗ କରିଥିଲେ।ରାଜ୍ୟର ସଂସ୍କୃତି, ସଂସ୍କାର ଓ ଭାଷା ସଙ୍କଟାପନ୍ନ ଅବସ୍ଥାରେ ରହିଥିବା ସେ ସୁଚାଇଥିଲେ। ଏଠାକାର ମୁଖ୍ୟମନ୍ତ୍ରୀ ଆମର ସଂସ୍କୃତିର ପ୍ରତୀକ ଧୋତି ପିନ୍ଧିବା ବଦଳରେ ଲୁଙ୍ଗୀ ପିନ୍ଧୁଛନ୍ତି ବୋଲି ସେ କହିଥିଲେ। ଓଡ଼ିଶାକୁ ତାମିଲ ଦଖଲରୁ ଉଦ୍ଧାର କରି ନୂତନ ଏବଂ ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ଶ୍ରୀ ମିଶ୍ର ରାଜ୍ୟବ୍ୟାସୀଙ୍କୁ ଆହ୍ୱାନ ଜଣାଇଥିଲେ। ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ପ୍ରତିଷ୍ଠା କରାଗଲେ ରାଜ୍ୟର କୃଷକ, ମହିଳା, ଯୁବସମ୍ପ୍ରଦାୟ ଏବଂ ଗରିବ ଗୁରୁବା ପ୍ରଗତିର ଶିଖର ସ୍ତରରେ ପହଁଚି ପାରିବେ ବୋଲି ଶ୍ରୀ ମିଶ୍ର ଦମ୍ଭ ପ୍ରକାଶ କରିଥିଲେ। ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷା ଜାଣିଥିବା, ରାଜ୍ୟବାସୀଙ୍କର ଦୁଃଖସୁଖରେ ଭାଗୀଦାର ହେଉଥିବା ଏବଂ ଓଡ଼ିଶାର ସଂସ୍କୃତି, ପରମ୍ପରା, ଖାଦ୍ୟପେୟ, ବେଶଭୂଷା ଓ ଚାଲିଚଳଣ ସହିତ ଓତଃ ପ୍ରୋତଃ ଭାବେ ପରିଚିତ ଥିବା ଦରକାର ବୋଲି ଶ୍ରୀ ମିଶ୍ର ସୁଚାଇଥିଲେ। ସୁତରାଂ ପଦ୍ମ ଫୁଲ ଚିହ୍ନରେ ଦୁଇଥର ଭୋଟ

ଦାନକରି କେନ୍ଦ୍ରରେ ବିକାଶ ପୁରୁଷ ନରେନ୍ଦ୍ର ମୋଦିଙ୍କୁ ଏବଂ ରାଜ୍ୟରେ ବିଜେପିର ଜଣେ ଖାଣ୍ଟି ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ଗାଦିସୀନ କରିବାକୁ ପୁରନ୍ଦର ମିଶ୍ର ଆଗ୍ରହ ପ୍ରକାଶ କରିଥିଲେ।  

ଏହି ଅବସରରେ ନିଜର ବକ୍ତବ୍ୟ ରଖି  ବିଧାନସଭା ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଚିଲିକାର  ସର୍ବାଙ୍ଗୀନ ଉନ୍ନୟନ କରିବା ପାଇଁ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିଥିଲେ। ସେ ବିଧାୟକ ଭାବେ ନିର୍ବାଚିତ ହେଲେ ଚିଲିକା ଉପରେ ସେତୁ ନିର୍ମାଣ କରିବା, ଗରୀବ ଗୁରୁବା ମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ  ପକ୍କାଘର ଯୋଗାଇ ଦେବା, ଚିଲିକାର ପରିବେଶକୁ ସୁରକ୍ଷିତ ରଖିବା ଓ ଏଠାକାର ମତ୍ସ୍ୟଜିବୀ
 ମାନଙ୍କର ଜୀବନ ଓ ଜୀବିକାକୁ ପ୍ରୋତ୍ସାହନ ଦେବା ଦିଗରେ ଅଗ୍ରାଧିକାର ଭିତ୍ତିରେ ଧ୍ୟାନ ଦେବେ ବୋଲି ସୁଚାଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like