-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ, ଭିଏଲ୍‌ଡବ୍ଲୁଙ୍କୁ ସର୍ବନିମ୍ନ ପେନ୍‌ସନ୍‌ ଦିଅ

22-May-2024



କଟକ (ପ୍ରେରଣା ଖବର): ପଞ୍ଚାୟତ ସେକ୍ରେଟାରିରୁ ଭିଏଲ୍ଡବ୍ଲୁ(ଗ୍ରାମ ସେବକ)କୁ ପଦୋନ୍ନତି ପାଇଥିବା କର୍ମଚାରୀଙ୍କୁ ସର୍ବନିମ୍ନ ପେନ୍ସନ୍ ଦେବାକୁ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶା ସରକାର ବନାମ୍ ନିରଞ୍ଜନ ବିଶ୍ୱାଳ ମାମଲାରେ ସୁପ୍ରିମ୍କୋର୍ଟ ଦେଇଥିବା ରାୟ ଆଧାରରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି ।

ଆବେଦନକାରୀ ଏନେଇ ରାଜ୍ୟ ସରକାରଙ୍କୁ ଦରଖାସ୍ତ ଦେବାର ୧୦ଦିନ ମଧ୍ୟରେ ସରକାର ଆବଶ୍ୟକ ପଦକ୍ଷେପ ନେବେ ବୋଲି ହାଇକୋର୍ଟ ତାଙ୍କ ଆଦେଶରେ ସ୍ପଷ୍ଟ କରିଦେଇଛନ୍ତି । ବିଜୟ କୁମାର ରାଉତଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । 

ମାମଲାରୁ ଜଣାଯାଇଛି ଯେ, ରାଜ୍ୟ ସରକାର ପଞ୍ଚାୟତ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଭିଏଲ୍ଡବ୍ଲୁ ପଦକୁ ପଦୋନ୍ନତି ଦେଇଥିଲେ । ଏହି ଆଦେଶ ଆସିବା ପରେ ଅନେକ କର୍ମଚାରୀ ୩/୪ ବର୍ଷ ଭିଏଲ୍ଡବ୍ଲୁ ଭାବେ କାମ କରି ଅବସର ଗ୍ରହଣ କରିଥିଲେ । ଫଳରେ ସେମାନଙ୍କୁ ଭିଏଲ୍ଡବ୍ଲୁ ହିସାବରେ ଅବସରକାରୀକାଳୀନ କୌଣସି ପ୍ରାପ୍ୟ କିମ୍ବା ପେନ୍ସନ୍ ମିଳିନଥିଲା । ଏନେଇ ନିରଞ୍ଜନ ବିଶ୍ୱାଳଙ୍କ ସମେତ ୭୮୦ ଜଣ ଭିଏଲ୍ଡବ୍ଲୁ ସେତେବେଳେ ସ୍ୟାଟ୍ରେ ମାମଲା ରୁଜୁ କରିଥିଲେ । ସ୍ୟାଟ୍ ଏହିସବୁ ମାମଲାର ଶୁଣାଣି କରି ଆବେଦନକାରୀଙ୍କୁ ସର୍ବନିମ୍ନ ପେନ୍ସନ୍ ଦେବାପାଇଁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ଆଦେଶ ବିରୋଧରେ ରାଜ୍ୟ ସରକାର ହାଇକୋର୍ଟକୁ ଆସିଥିଲେ । ହାଇକୋର୍ଟ ମଧ୍ୟ ସ୍ୟାଟ୍ଙ୍କ ଆଦେଶକୁ କାଏମ୍ ରଖିବା ସହ ଆବେଦନକାରୀଙ୍କୁ ସର୍ବନିମ୍ନ ପେନ୍ସନ୍ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଉକ୍ତ ଆଦେଶ ବିରୋଧରେ ରାଜ୍ୟ ସରକାର ସୁପ୍ରିମ୍କୋର୍ଟକୁ ଯାଇଥିଲେ । ସୁପ୍ରିମ୍କୋର୍ଟ ମଧ୍ୟ ହାଇକୋର୍ଟଙ୍କ ଆଦେଶକୁ କାଏମ୍ ରଖିଥିଲେ । 

ଏଭଳି ସ୍ଥିତିରେ ବିଜୟ କୁମାର ରାଉତଙ୍କ ସମେତ ପ୍ରାୟ ୧୮୦ ଜଣ ଆବେଦନକାରୀଙ୍କୁ ପେନ୍ସନ୍ ସୁବିଧା ନମିଳିବାରୁ ସେମାନେ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପେନ୍ସନ୍ ପାଇଁ ଭିଏଲ୍ଡବ୍ଲୁ ପିରିୟଡ୍ରୁ ଯେତିକି ସମୟ ଅଭାବ ରହିଛି ତାହାକୁ ହିସାବକୁ ନେଇ ଆବେଦନକାରୀଙ୍କୁ ରାଜ୍ୟ ସରକାର ବନାମ ନିରଞ୍ଜନ ବିଶ୍ୱାଳ ମାମଲାର ରାୟ ଆଧାରରେ ସର୍ବନିମ୍ନ ପେନ୍ସନ୍ ପ୍ରଦାନ କରିବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମନୋଜ କୁମାର ମିଶ୍ର ମାମଲା ପରିଚାଳନା କରୁଥିଲାବେଳେ ଆଇନଜୀବୀ ଦିଲ୍ଲୀପ ପଟ୍ଟନାୟକ ସହଯୋଗ କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like