-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଯୋଗ ଅଲମ୍ପିଆଡ ଚୟନ ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲା ଶିକ୍ଷାଧିକାରୀ

22-May-2024



(ମନୋରଞ୍ଜନ ତ୍ରିପାଠୀ )
  ବଲାଙ୍ଗିର ସରକାରୀ ଟାଉନ୍ ବାଳିକା ହାଇସ୍କୁଲ ଠାରେ ଜିଲ୍ଲା ସ୍ତରୀୟ ଯୋଗ ଓଲମ୍ପିଆଡ ଚୟନ ପ୍ରତିଯୋଗୀତା  ମହାସମାରୋହ ରେ ଉଦଘାଟିତ ହୋଈ ଯାଇଛି l ଜିଲ୍ଲା ଶିକ୍ଷା ବିଭାଗ ଦ୍ଵାରା ଆୟୋଜିତ ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଧ୍ରୁବ ଚରଣ ବେହେରା ଯୋଗ ଦେଈ ଏହି ଯୋଗ ଚୟନ ପ୍ରତିଯୋଗୀତା ଉତ୍ସବ କୁ ଉଦ୍ଘାଟନ କରିଥିଲେ l ପ୍ରାକ୍ତନ ଜିଲ୍ଲା କ୍ରୀଡ଼ା ଶିକ୍ଷାଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ଓ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l ଟାଉନ୍ ବାଳିକା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା କ୍ରୀଡ଼ା ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର ଅତିଥି ପରିଚୟ ପ୍ରଦାନ କରି ଉତ୍ସବ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଲକ୍ ରୁ ୨୦  ଜଣ ଶିକ୍ଷକ ଙ୍କ ସହିତ ୫୦ ଜଣ ପ୍ରତିଯୋଗୀ ଏହି ଯୋଗ ଚୟନ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିଥିବା ବେଳେ ଏଥିରୁ ଚୟନ କରଯାଇଥିବା ୬ ଜଣ କୃତୀ ପ୍ରତିଯୋଗୀ ଆସନ୍ତା ୨୭ ତାରିଖ ରେ ହେବlକୁ ଥିବା ରାଜ୍ୟ ସ୍ତରୀୟ ଯୋଗ ଅଲମ୍ପିଆଡ ପ୍ରତିଯୋଗୀତା ରେ ଭାଗ ନେବେ l ସଭା କୁ ହେମନ୍ତ କୁମାର ପଧାନ ସଂଯୋଜନା କରିଥିବା ବେଳେ ଶିକ୍ଷକ ବିନୋଦ କୁମାର ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like