-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ସିକିର୍ଡି ରେ  ବିଜେଡି ର ଭୋଟ ପ୍ରଚାର

22-May-2024



ସମ୍ବଲପୁର:  ସମ୍ବଲପୁର ମହାନଗର ନିଗମ ର ୱାର୍ଡ ନଂ ୧ ସିକିର୍ଡି, ମୁଣ୍ଡାପଡ଼ା, ଉଷ୍ମନ ପଡ଼ା, ଜମ୍ବୁଆପଡା  ରେ ବିଜେଡି ର ଷ୍ଟାର ପ୍ରଚାରକ ନିରଞ୍ଜନ ବିଶି ନିର୍ବାଚନୀ ସଭା କରିଛନ୍ତି l ସଭା  ରେ କିସାନ, ମିର୍ଦ୍ଧା, ଖାଡ଼ିଆ, ଓରାମ, ସହରା, ଗଣ୍ଡ, ମୁଣ୍ଡା, କନ୍ଧ ସମାଜର ଶତାଧିକ ମହିଳା ଏବଂ ପୁରୁଷ ଯୋଗ ଦେଇଥିଲେ l   ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ ସବୁ ମନ୍ଦିର,ମସଜିଦ, ଚର୍ଚ୍ଚ, ଗୁରୁଦ୍ୱାର ର ସୌନ୍ଦର୍ଯ୍ୟକରଣ

ହୋଇଛି, ସମଲେଇ ପ୍ରକଳ୍ପ ଯୋଜନାରେ ସମଲେଇ ମନ୍ଦିର ର ସୌନ୍ଦର୍ଯ୍ୟକରଣ ଇତିହାସ ସୃଷ୍ଟି କରିଛି,ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଗ୍ରାମାଞ୍ଚଳ ର କଳାକାର ମାନଙ୍କୁ ଉତ୍ସାହିତ ଏବଂ ପୁରସ୍କୃତ କରିବା ସହିତ ମାସିକ କଳାକାର ଭତ୍ତା ୧୨ ଶହ ଟଙ୍କା ରୁ ୨ ହଜାର ଟଙ୍କା କରାଯାଉଛି, ନିର୍ମାଣ ଶ୍ରମିକ ମାନଙ୍କୁ ବିଶେଷ ଆର୍ଥିକ ସହାୟତା ଦିଆଯାଉଛି,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ବିଦ୍ୟୁତ ବିଲ ଛାଡ଼ ପାଇଁ ଘୋଷଣା କରିଥିବାରୁ ୯0 ପ୍ରତିଶତ ପରିବାର ମାଗଣା ବିଜୁଳି ବ୍ୟବହାର କରିବେ,ବିଦ୍ୟୁତ ବିଲ ସରକାର ଭରଣା କରିବେ,ଜଙ୍ଗଲ ଜମି ଚାଷ ବାସ କରୁଥିବା ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ର ପଟ୍ଟା ଦିଆଯାଉଛି  l  ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା,5 ଟି ସ୍କୁଲ କଲେଜ ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା,  ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ମାଆ ପେଟ ରୁ ସ୍ମଶାନ ଘାଟ

ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା,  ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଆଦିବାସୀ ଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ  ନବୀନ ପଟ୍ଟନାୟକ ଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ  ସମ୍ବଲପୁର ଲୋକସଭା ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ ଏବଂ ବିଧାନସଭା ର ବିଧାୟକ  ପ୍ରାର୍ଥୀ ମାନଙ୍କୁ ଭୋଟ ଦେବା ପାଇଁ ଆଦିବାସୀ ଭାଇ ଭଉଣୀ ମାନଙ୍କୁ ନିବେଦନ କରିଥିଲେ l  ପଶ୍ଚିମ ଓଡିଶା ଦଳିତ ସୁରକ୍ଷା ପରିଷଦ ସଭାପତି ନିହାଲ ସିଂ ଉଦବୋଧନ ଦେଇଥିଲେ l ଗୀତା ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like