-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର- କମ୍ପ୍ୟୁଟର ଜାଣି ନ ଥିଲେ ଡ୍ରାଇଭିଂ ଲାଇସେନ୍ସ ମନା- ସରକାରଙ୍କ ଏହି ଅଜବ ନୀତି ପାଇଁ ଲାଇସେନ୍ସ ରୁ ବଞ୍ଚିତ ହେଉଛନ୍ତି ଚାଳକ

26-Dec-2020



ବଲାଙ୍ଗୀର, (ମହେନ୍ଦ୍ର ଦର୍ଜି) - ଗାଡ଼ି ଚଳାଇବା ପାଇଁ ଲାଇସେନ୍ସ ଆବଶ୍ୟକ । ଚାରି ଚକିଆ ହେଉ ଅବା ଦୁଇ ଚକିଆ ରାସ୍ତାରେ ବିନା ଲାଇସେନ୍ସ ରେ ଚଳାଇବା ଅପରାଧ । ଏଣୁ ଚାଳକକୁ ଆର୍ ଟି ଓ, ଅଫିସ୍ ରେ ପ୍ରଥମେ ଏଲ୍ ଏଲ , ଓ ପରେ ଡି ଏଲ, ଲାଇସେନ୍ସ କରିବାକୁ ପଡେ । ଏଲ ଏଲ , ଲାଇସେନ୍ସ ଚାଳକକୁ ଯାନ ଶିଖିବା ପାଇଁ ମିଳୁଥିଲା । ଏବେ ଏଲ ଏଲ, ଲାଇସେନ୍ସ ପାଇବାକୁ ହେଲେ ପରୀକ୍ଷାର୍ଥୀ କୁ କମ୍ପୁଟର ଶିଖିବା ଜରୁରୀ । କମ୍ପୁଟର ରେ କୋଡ଼ିଏ ଗୋଟି ପ୍ରଶ୍ନ ରୁ ୧୨ ଗୋଟି ର ସଠିକ ଉତ୍ତର ଦେଲେ ଏଲ ଏଲ , ଲାଇସେନ୍ସ ପାଇପାରିବା ର ନିୟମ ଅଛି । ଜଣେ ଡ୍ରାଇଭର ପଢି ଥାଉ କିମ୍ବା ପଢି ନ ଥାଉ ଯଦି କମ୍ପ୍ୟୁଟର ଚାଳନା ଶିଖି ନାହିଁ ତେବେ ସେ ଲାଇସେନ୍ସ ପାଇବା ପାଇଁ ଅଯୋଗ୍ୟ । ସରକାର ଙ୍କ ଏହି ଅଜବ ନୀତି ନିୟମ ଯୋଗୁ ଅନେକ ଗାଡ଼ି ଚାଳକ ଟେଷ୍ଟ ଦେବାକୁ ଯାଇ କମ୍ପ୍ୟୁଟର ସମ୍ମୁଖ ରେ ବସି ହତାଶ ହୋଇ ଫେରି ଯାଉଛନ୍ତି । କାରଣ କମ୍ପ୍ୟୁଟର ଖୋଲି ଓଟିପି , ଏପ୍ଲିକେସନ୍ ନମ୍ୱର୍ , ଜନ୍ମ ତାରିଖ ଟାଇପ୍ କରି ଲଗ୍ କଲା ପରେ କମ୍ପ୍ୟୁଟର ଖୋଲିବ । ଏହାପରେ କୋଡ଼ିଏ ଗୋଟି ପ୍ରଶ୍ନ ସ୍କ୍ରିନ୍ ରେ ଆସିବ । ୧୨ ଗୋଟି ସଠିକ ଉତ୍ତର ଦେଲେ ଏଲ ଏଲ ଲାଇସେନ୍ସ ପାଇବାକୁ ଯୋଗ୍ୟ ହେବେ । କମ୍ପ୍ୟୁଟର ଜାଣିନଥିବା ବ୍ୟକ୍ତବିଶେଷ ଏଲ ଏଲ ଲାଇସେନ୍ସ ପାଇବାରୁ ବଞ୍ଚିତ ହୁଅନ୍ତି । ସରକାର ଙ୍କ ଅଜବ ନୀତି ଯୋଗୁ ଅନେକ ଚାଳକ ଲାଇସେନ୍ସ  ନ ପାଇ ବିନା ଲାଇସେନ୍ସ ରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି । ସରକାର ନିଜ ନୀତି ପରିବର୍ତ୍ତନ ନ କଲେ ଆଗାମୀ ଦିନରେ ଅନେକ ଗାଡ଼ି ଚାଳକ ବିନା ଲାଇସେନ୍ସ ରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳିବ । ଏଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଇ ଗାଡ଼ି ଚାଳନା ପରୀକ୍ଷା ତଥା ପ୍ରଶ୍ନ ପଚାରି ଲାଇସେନ୍ସ ଦେଲେ ଅନେକ ଗାଡ଼ି ଚାଳକ ଲାଇସେନ୍ସ ପାଇଁ ଗାଡ଼ି ଚଳାଇବାର ଯୋଗ୍ୟତା ପାଇପାରିବେ ।
                         


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like