-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ସହର ର କୁମ୍ଭାରପଡା ଟ୍ରାନ୍ସଫର୍ମର କରେଣ୍ଟ ଲାଗି ଗାଇ ମୃତ

22-May-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହର ୱାର୍ଡ ନଂ ୧୩ କୁମ୍ଭାର ପଡା ଠାରେ ଦୀର୍ଘ ବର୍ଷ ରୁ ମୁକୁଳା ହୋଈ ପଡିଥିବା ଟ୍ରାନ୍ସଫର୍ମର ସଂଯୋଗ ରେ ଆସି ଆଜି ସକାଳୁ ସକାଳୁ ଏକ ଗାଇର ମୃତ୍ୟୁ ହୋଇଥିବା ଦେଖାଯାଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଜନ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଟିପିଡ଼ବ୍ଲୁଓ ଡି ଏଲ୍ ବିଦ୍ୟୁତ ବିଭାଗର ଅବହେଳା କୁ ଦାୟୀ କରିଛନ୍ତି ସ୍ଥାନୀୟ ବାସିନ୍ଦା। ଆଗରୁ ଏ ବିଭାଗ ରେ  ରେ ବାରମ୍ବାର ଅଭିଯୋଗ କରିଥିଲେ ସୁଦ୍ଧା ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରି ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହି ଅଞ୍ଚଳରେ ସବୁବେଳେ ଛୋଟ ଛୁଆ ଖେଳକୁଦ ତଥା ଚଳପ୍ରଚଳ କରୁଥିବା ବେଳେ ଅତି ଶିଘ୍ର ସୁରକ୍ଷିତ ପାଚେରୀ ନିର୍ମାଣ ପାଇଁ ଲୋକେ ଦାବୀ କରିଛନ୍ତି। ସହରରେ ଅନେକ ସ୍ଥାନରେ ଏଭଳି ଅସୁରକ୍ଷିତ ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ରହିଥିବା ବେଳେ ବିଦ୍ୟୁତ୍ ବିଭାଗ ର ଅବହେଳା ଯୋଗୁଁ ଆଗକୁ ଧନ ଜୀବନ ପ୍ରତି ଅସୁରକ୍ଷିତ ମଣୁଛନ୍ତି ସ୍ଥାନୀୟ ଜନସାଧାରଣ। ସେହିପରି ସହର ମଧ୍ୟରେ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ତାର ମଧ୍ୟ ବିପଦ ସଙ୍କୁଳ ଅବସ୍ଥା ରେ ଥିବା ଜଣାପଡିଛି। ଏ ନେଇ ବିଭାଗୀୟ ମୁଖ୍ୟ ଯନ୍ତ୍ରୀ ଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ବିଏସଏନଏଲ୍  ଫୋନ୍ ନମ୍ବର୍ ଟିଁ ଟିଁ ଟିଁ କରି କଟିଯାଉ ଥିବାରୁ ଯୋଗାଯୋଗ ସମ୍ଭବ ହୋଇ ପାରିନାହିଁ। ପ୍ରକାଶ ଥାଉ କି ଯେ ଦୁଇ ବର୍ଷ ପୂର୍ବରୁ ବର୍ଷା ଦିନ ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବାସ ଭବନ ସମ୍ବୁଖ ରେ ମଧ୍ୟ ବିଦ୍ୟୁତ୍ ବିଭାଗ ର ଘୋର ଅବହେଳା ଯୋଗୁଁ ଷ୍ଟ୍ରିଟ ଲାଇନ୍ ଖୁମ୍ବ ସଂଯୋଗ ରେ ଆସି ଦୁଇ ଗୋଟି ଗୋରୁ ଙ୍କ ମୃତ୍ୟୁ ହୋଇଥିଲା l ଜିଲ୍ଲାପାଳ ଏ ସବୁ ଦିଗରେ ଗୁରୁତର ସହ ଧ୍ୟାନ ଦେଈ ବିଭାଗୀୟ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like