-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଗାଁ ମାନଙ୍କର ବିକାଶ ପାଇଁ ସରକାର ଦେଉଛନ୍ତି କୋଟି କୋଟି ଟଙ୍କା କିନ୍ତୁ ବ୍ଲକ ପ୍ରଶାସନର ଅବହେଳା ଯୋଗୁଁ ଅଟକି ରହୁଛି କାମ

23-May-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର) ଗାଁ ଗହଳିର ଉନ୍ନତି ପାଇଁ ସରକାର ଦେଉଛନ୍ତି କୋଟି କୋଟି ଟଙ୍କା କିନ୍ତୁ ବ୍ଲକ ପ୍ରଶାସନର ଆନ୍ତରିକତା ଆବାହବାରୁ ଅଟକି ରହୁଛି କାମ, ଜବ କାର୍ଡ ଧାରୀ ଶ୍ରମକ ଯାଉଛନ୍ତି ଦାଦନ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଡାବୁଗାଁ ବ୍ଲକ ଡ଼ଙ୍ଗରିଗୁଡା ପଞ୍ଚାୟତର  ପିଡବ୍ଲୁଡି ରାସ୍ତାରୁ ଦଶମୁଣ୍ଡିଆ ରାସ୍ତା ଉନ୍ନତି ଏଵଂ କଲଭଟ ନିର୍ମାଣ ପାଇଁ  ମନରେଗା ଯୋଜନରେ ୫ଲକ୍ଷ୍ୟ ଟଙ୍କା  ୨୦୨୨/ ୨୩ରେ କୋଡ଼ିଙ୍ଗ ହୋଇ ଦୁଇ ବର୍ଷ ବିତି ଯାଇଥିଲେ ମଧ୍ୟ କେବଳ ସୂଚନା ଫଳକ କାର୍ଯ୍ୟ ଅଟକି ରହିଛି । ଏପଟେ ଜବ କାର୍ଡ ଧାରୀ ଶ୍ରମିକ ମାନେ କାମ ଅଭାବରୁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜବ କାର୍ଡ ଧାରୀ  ଶ୍ରମିକମାନଙ୍କ ଅଭିଯୋଗ ଅନୁଯାୟୀ ଡାବୁଗାଁ ବ୍ଲକରେ ୨୦୨୩/୨୪ ଓ ୨୦ ୨୪/ ୨୫ରେ ମନରେଗା ଯୋଜନାରେ କୌଣସି କାମ ହୋଇନାହିଁ। ଯାହାବି ହେଉଛି ଠିକାଦାର ଏଵଂ ବିଭାଗୀୟ ଅଧିକାରୀ ମାନଙ୍କ ମଧୁଚନ୍ଦ୍ରିକାରେ ଏଵଂ ତାହା ମଧ୍ୟ ମେସିନରେ। ଏହି କାମ ବିଷୟରେ ଡାବୁଗାଁ ଦାୟିତ୍ୱ ରେ ଥିବା ଏପିଓ ବାର୍ନବାସ ନାୟକଙ୍କୁ ପଚାରିବାରୁ ସେ କହିଥିଲେ ଯେ ଏହି କାମରେ ମାଟି କାମରେ 38 ହଜାର ଟଙ୍କା ଖର୍ଚ୍ଚ ହୋଇଛି । କିନ୍ତୁ ସୂଚନା ଥାଉକି ଏହି ରାସ୍ତାରେ ଏଭଳି କଣସି ମାଟି କାମ ହଇ ନାହିଁ।ଅଧିକ ଜାଣିବା ପାଇଁ ଡାବୁଗାଁ ବିଡ଼ିଓ ଶରତ ମାଝୀଙ୍କୁ ଯୋଗାଯୋଗ କରିବା ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହଇ ପାରିନାହିଁ। ଏଣୁ ଜିଲ୍ଲା ପ୍ରଶାସନ ଯଥା ଶୀଘ୍ର ଏହି କାର୍ଯ୍ୟର କୋଡ଼ିଙ୍ଗ ହୋଇ ଦୁଇ ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ କାହିଁକି ରାସ୍ତାର ଉନ୍ନତି କରଣ କରାଗଲା ନାହିଁ ତାର କାରଣ ଉଜାଗର କରି ରାସ୍ତା କାମକୁ ଶୀଘ୍ର ଆରମ୍ଭ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like