-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର କ୍ରିଡ଼ା ସଂଘର ଚୟନ ଶିବିର ପାଇଁ ପ୍ରସ୍ତୁ ସ୍ତୁତି ବୈଠକ

24-May-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘର ସାଧାରଣ ସମ୍ପାଦକ  ପିୟୁଷ କୁମାର ପଣ୍ଡାଙ୍କ ଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା କ୍ରିଡ଼ା ସଂଘ କାର୍ଯ୍ୟାଳୟଠାରେ  ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି 
ଏହି ବୈଠକରେ ୭୦ତମ ରାଜ୍ୟ ସ୍ତରୀୟ ଜୁନିୟର ଏଥେଲେଟିକ୍  ଚୟନ ଲିଗ୍ - ୨୦୨୪ରେ ସୁବର୍ଣ୍ଣ ପୁର ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥ‌ିପାଇଁ ଏକ ଚୟନ ଶିବିର ଆସନ୍ତା ତା.୨୮.୦୫.୨୦୨୪ରିଖ ଦିନ ସକାଳ ୭ ଟା ସମୟରେ ଗାନ୍ଧୀ ଷ୍ଟାଡ଼ିୟମଠାରେ ରେ ଅନୁଷ୍ଠିତ ହେବ । ଏହି ଚୟନ ଶିବିରରେ ବିଭିନ୍ନ ବର୍ଗର ଯଥା ବାଳକ ଓ ବାଳିକା ପୁରୁଷ ଓ ମହିଳା ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯିବ । ସମସ୍ତ ପ୍ରତିଯୋଗୀ ମାନେ ପରିଚୟ ପତ୍ର, ଆଧାର  କାର୍ଡ଼ କିମ୍ବା ଜନ୍ମ ପ୍ରମାଣ ପତ୍ର ବାଧ୍ୟତାମୂଳକ ଭାବେ ସାଙ୍ଗରେ ଧରି ଆସିବେ । ଏଥିରେ ଭାଗ ନେବା କୁ ଇଚ୍ଛୁକ ପ୍ରାଥମାନେ ମୋ.- ନମ୍ବର ୯୯୩୮୮୨୨୩୭୧ (ରିକୁ), ୭୦୦୮୫୯୬୧୮୫ (କଲିମ୍) ଓ ୯୧୨୪୮୫୯୬୬୬ ୬୬ ରେ (ଚକା)ଙ୍କୁ ଯୋଗାଯୋଗ କରିପାରିବେ ।
 ଆଜିର ଏହି ବୈଠକରେ ଜିଲ୍ଲା କ୍ରିଡ଼ା ସଂଘର ଉପ-ସଭାପତି ଶ୍ରୀଯୁକ୍ତ ଚିତ୍ତ ରଞ୍ଜନ ତରାସିଆ, ଆସିଷ୍ଟାଣ୍ଡ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ନନ୍ଦକିଶୋର ତ୍ରିପାଠୀ, ଫୁଟବଲ ସମ୍ପାଦକ ଶ୍ରୀଯୁକ୍ତ ରାଜୀବ କୁମାର ସାହୁ, ଭଲିବଲ ସମ୍ପାଦକ ଶ୍ରୀଯୁକ୍ତ ପୁରୁଷୋତମ ପାଣିଗ୍ରାହୀ, କୋଷାଧ୍ୟକ୍ଷ ଶ୍ରୀ ସୁବାଷ ବିଶ୍ଵାଲ, କାର୍ଯ୍ୟକାରୀ ସଦସ୍ୟ ଶ୍ରୀ କୃଷ୍ଣ ବାଘ, ଶ୍ରୀ ଭୁକୁଲୁ ବକ୍ସି, ଶ୍ରୀ ଗୌରୀଶ୍ୟାମ ପଣ୍ଡା, ଶ୍ରୀ ଦିଲ୍ଲିପ ଗୁରୁ, ଶ୍ରୀ ଜିତେନ୍ଦ୍ର ସାହୁ, ଶ୍ରୀ କଇରୁ ସ୍ବାଇଁ, ଶ୍ରୀ ଆଦିତ୍ୟ କିଶୋର ଦାନୀ, ଶ୍ରୀ କଲିମ ମହମ୍ମଦ, ଶ୍ରୀ ବଳରାମ ପଟ୍ଟନାୟକ, ଶ୍ରୀ ଗତିକୃଷ୍ଣ ମିଶ୍ର, ଶ୍ରୀ ସତ୍ୟନାରାୟଣ ରାଓ, ଶ୍ରୀ କମଳାକାନ୍ତ ସାହୁ, ଶ୍ରୀ ଦିଗାମ୍ବର ଶତପଥି, ଶ୍ରୀ ସୁଦର୍ଶନ ପଣ୍ଡା ଓ ଜିଲ୍ଲା କ୍ରିଡ଼ା ସଂଘର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026

You Might Also Like